Posted inଜାତୀୟ

ଏସ୍‌ଡିଏମ୍‌ଙ୍କ ସମେତ ୩୯ଙ୍କ ନାଁରେ ମାମଲା

କାନପୁର,୧୫।୨(ପି.ଟି.): ଉତ୍ତରପ୍ରଦେଶର କାନପୁର ଦେହାତରେ ସୋମବାର ଜବରଦଖଲ ଉଚ୍ଛେଦ ଅଭିଯାନ ବେଳେ ମାଆଝିଅ ଏହାକୁ ବିରୋଧ କରି ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଥିଲେ। ଏନେଇ ପୋଲିସ ମଙ୍ଗଳବାର ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ୍‌ (ଏସ୍‌ଡିଏମ୍‌), ୪ ରାଜସ୍ବ ଅଧିକାରୀ ଏବଂ ପୋଲିସ ସମେତ ୩୯ ଜଣଙ୍କ ବିରୋଧରେ ହତ୍ୟା, ହତ୍ୟା ଉଦ୍ୟମ ଓ ଅନ୍ୟ ଅଭିଯୋଗରେ ମାମଲା ରୁଜୁ କରିଛି। ଏସ୍‌ଡିଏମ୍‌ ଜ୍ଞାନେଶ୍ୱର ପ୍ରସାଦଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିବା ପୋଲିସ ଆଇଜି (କାନପୁର ରେଞ୍ଜ୍‌) ପ୍ରଶାନ୍ତ କୁମାର କହିଛନ୍ତି। ବର୍ତ୍ତମାନ ସୁଦ୍ଧା ଲେଖପାଳ ଅଶୋକ ସିଂ ଏବଂ ବୁଲ୍‌ଡୋଜର ଡ୍ରାଇଭର ଦୀପକଙ୍କୁ ଗିରଫ କରାଯାଇଛି। ଏଥିସହିତ ଘର ଭାଙ୍ଗିବା ପାଇଁ ବ୍ୟବହୃତ ବୁଲ୍‌ଡୋଜରକୁ ଜବତ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ମୃତକଙ୍କ ପରିବାର ସଦସ୍ୟଙ୍କ ସହ କଥା ହୋଇ ସେମାନଙ୍କ ଦାବିର ବିଚାର କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ସେମାନେ ଶବ ବ୍ୟବଚ୍ଛେଦ ପାଇଁ ଛାଡ଼ିଥିଲେ। ଗାଁରେ ଉତ୍ତେଜନା ଲାଗିରହିଥିବାରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଦୁଇ ମହିଳାଙ୍କ ଆତ୍ମଦାହ ଘଟଣା ପାଇଁ ବିରୋଧୀ ଦଳଗୁଡ଼ିକ ଭାଜପା ସରକାରଙ୍କୁ ଦାୟୀ କରିଛନ୍ତି। ଏହି ସରକାରର କ୍ଷମତା ଗର୍ବ ଏବଂ ସମ୍ବେଦନହୀନତା ମାଆଝିଅଙ୍କ ମୃତ୍ୟୁ ପାଇଁ ଦାୟୀ ବୋଲି ସେମାନେ କହିଛନ୍ତି। ଅନ୍ୟପକ୍ଷରେ ଏହି ଘଟଣା ପାଇଁ ୟୁପି ମହିଳା କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ପ୍ରତିଭା ଶୁକ୍ଳା ରାଜ୍ୟ ଅଧିକାରୀମାନଙ୍କୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri