ପୂର୍ବତନ ଅଧିନାୟକଙ୍କ ନାଁରେ ମାମଲା:ପାଣ୍ଠି ଦୁରୁପଯୋଗ ଅଭିଯୋଗ

ହାଇଦ୍ରାବଦ୍‌,୨୦।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହମ୍ମଦ ଆଜହରୁଦ୍ଦିନ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ଆଜହରଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ଆଜହରଙ୍କ ସହ ପୋଲିସ ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ପୂର୍ବତନ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ କରିଛି। ତେବେ ଆଜହର ତାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ମିଥ୍ୟା ବୋଲି କହିଛନ୍ତି।
ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁନୀଲ କାଣ୍ଟେ ବୋଷ ଅପପାଲ ପୋଲିସ ଷ୍ଟେଶନରେ ଅଭିଯୋଗ କରିଛନ୍ତି। ଅଭିଯୋଗରେ ସେ କହିଛନ୍ତି,ପୂର୍ବତନ ଏଚସିଏ ସଭାପତି ଆଜହର ଏବଂ ଅନ୍ୟ ପୂର୍ବତନ ଅଧିକାରୀମାନେ ସଂଗଠନର ପାଣ୍ଠିର ଅପବ୍ୟବହାର କରିଛନ୍ତି। ଏହା ପରେ ପୋଲିସ ସମସ୍ତଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ତାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ଅଜହର ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ମୁଁ ମିଡିଆ ରିପୋର୍ଟ ଦେଖିଛି। ସିଇଓ, ଏଚସିଏଙ୍କ ଅଭିଯୋଗକୁ ଆଧାର କରି ମୋ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ଏହି ସମସ୍ତ ଅପରାଧ ମିଥ୍ୟା । ଏହି ଅଭିଯୋଗଗୁଡ଼ିକ ସହିତ ମୋର କୌଣସି ସମ୍ପର୍କ ନାହିଁ। ସଠିକ ସମୟ ଆସିଲେ ମୁଁ ଏହାର ଉତ୍ତର ଦେବି। ଏହା କେବଳ ମୋର ଛବିକୁ ଖରାପ କରିବା ପାଇଁ ଏକ ପ୍ରୟାସ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri