ଗୁଗ୍‌ଲ ସିଇଓଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୨୬ା୧: କପିରାଇଟ୍‌ ଆକ୍ଟ ଉଲ୍ଲଂଘନ ପାଇଁ ମୁମ୍ବାଇ ପୋଲିସ ବୁଧବାର ଗୁଗ୍‌ଲ ସିଇଓ ସୁନ୍ଦର ପିଚାଇ ଏବଂ ଅନ୍ୟ ୫ଜଣ କମ୍ପାନୀ ଅଧିକାରୀଙ୍କ ନାମରେ ମାମଲା ରୁଜୁ କରିଛି।

ମୁମ୍ବାଇ ପୋଲିସ କହିଛି ଯେ, କୋର୍ଟର ନିର୍ଦ୍ଦେଶ ଅନୁଯାୟୀ ଗୁଗ୍‌ଲ ସିଇଓ ସୁନ୍ଦର ପିଚାଇ ଏବଂ ଅନ୍ୟ ପାଞ୍ଚଜଣ କମ୍ପାନୀ ଅଧିକାରୀଙ୍କ ବିରୋଧରେ କପିରାଇଟ ଆକ୍ଟ ଉଲ୍ଲଂଘନ ମାମଲା ରୁଜୁ ହୋଇଛି।

ଫିଲ୍ମ ନିର୍ଦ୍ଦେଶକ ସୁନିଲ ଦର୍ଶନଙ୍କ ଅଭିଯୋଗ ପରେ ଗୁଗ୍‌ଲ ଅନଧିକୃତ ବ୍ୟକ୍ତିଙ୍କୁ ତାଙ୍କ ଫିଲ୍ମ ‘ଏକ ହସିନା ଥି ଏକ ଦିଓ୍ବାନା ଥା’କୁ ୟୁଟ୍ୟୁବ୍‌ରେ ଅପଲୋଡ୍‌ କରିବାକୁ ଅନୁମତି ଦେଇଥିବା ଅଭିଯୋଗ ପରେ ଏହି ମାମଲା ପଞ୍ଜୀକୃତ ହୋଇଛି।

ସେ କହିଛନ୍ତି, ଫିଲ୍ମର ଗୀତ ଏବଂ ଭିଡିଓ ଅପଲୋଡ୍‌ ହେଉଥିବାବେଳେ ୟୁଟ୍ୟୁବ୍‌ ଏବଂ ଗୁଗ୍‌ଲ ମଧ୍ୟ ଏହାକୁ ଅପଲୋଡ୍‌ କରିବାକୁ ଅନୁମତି ଦେଇଛି। ଯେଉଁଥିପାଇଁ ସେମାନେ କୋଟି କୋଟି ଟଙ୍କା ରୋଜଗାର କରିଥିଲେ ଏବଂ ସେ (ଫିଲ୍ମ ନିର୍ମାତା) ବହୁ କୋଟି ଟଙ୍କା ହରାଇଛନ୍ତି। ଅଭିଯୋଗକାରୀଙ୍କ ଅଭିଯୋଗକୁ ଭିତ୍ତି କରି ସୁନ୍ଦର ପିଚାଇଙ୍କ ବ୍ୟତୀତ କପିରାଇଟ୍‌ର ଧାରା ୫୧, ୬୩ ଏବଂ ୬୯ ଅନୁଯାୟୀ ୟୁଟ୍ୟୁବ୍‌ ନିର୍ଦ୍ଦେଶକ ଗୌତମ ଆନନ୍ଦଙ୍କ ସମେତ ଅନ୍ୟ ଗୁଗ୍‌ଲ ଅଧିକାରୀଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି…

Iran US Deal: ଇରାନ-ଆମେରିକା ଡିଲକୁ ନେଇ ବଢୁଛି ନେତାନ୍ୟାହୁଙ୍କ ସମସ୍ୟା, ସର୍ଭେରେ ଆସିଲା ଚମକାଇବା ଭଳି ତଥ୍ୟ

ଜେରୁଜେଲମ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ମାସ ମାସ ଧରି ଚାଲିଥିବା ସଂଘର୍ଷ ପରେ ଶେଷରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ…

ପ୍ରଗତିଶୀଳ କୃଷି ଆଲୋଚନାରେ ଜୈବିକ କୃଷି ଉପରେ ଗୁରୁତ୍ୱ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଜିଲା ପାଟଣା ବ୍ଲକସ୍ତରୀୟ ୨ୟ ବାର୍ଷିକ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଗୁରୁବାର ପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଚଳିତ…

ରାଷ୍ଟ୍ରପତି ଭବନରେ ଓଡ଼ିଆ ସଂସ୍କୃତିର ଝଲକ: ଚିରସ୍ରୋତାଙ୍କ ‘ଆହେ ନୀଳ ଶଇଳ’ ନୃତ୍ୟରେ…

ସାକ୍ଷୀଗୋପାଳ,୧୮ା୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପ୍ରତିଟି ଓଡ଼ିଆ ଘରର ପାରମ୍ପରିକ ରଜ ଉତ୍ସବର ମାହୋଲ ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନରେ ଦେଖିବାକୁ ମିଳିଛି। ତିନି ଦିନ ବ୍ୟାପି ରଙ୍ଗାରଙ୍ଗ…

ଚାମେଲି ଓଝାଙ୍କୁ ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା ବଲାଙ୍ଗୀର ସରପଞ୍ଚ ମହାସଂଘ, ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ବଲାଙ୍ଗୀର,୧୮ା୬(ସୁନିଲ କୁମାର ମହାନ୍ତି): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣାର ନିରପେକ୍ଷ ତଦନ୍ତ ଏବଂ ନ୍ୟାୟ ପ୍ରଦାନ ପାଇଁ ବଲାଙ୍ଗୀର…

ଏମିତି ରେକର୍ଡ କଲେ ସ୍ମୃତି ମନ୍ଧାନା, କୋଶେ ଦୂରରେ ରିହିବେ ପୁରୁଷ କ୍ରିକେଟର

ନୂଆଦିଲ୍ଲୀ,୧୮।୬: ସ୍ମୃତି ମନ୍ଧାନା ଆଇସିସି ମହିଳା ବିଶ୍ୱକପ 2026 ରେ ତାଙ୍କର କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ ହାସଲ କରିଥିଲେ; ପାକିସ୍ତାନ ବିପକ୍ଷରେ ୬୮ ରନର ଇନିଂସ ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri