Posted inଜାତୀୟ

ମାଧବୀ ଲତାଙ୍କ ନାଁରେ ମାମଲା

ହାଇଦ୍ରାବାଦ,୧୪ା୫(ପି.ଟି.): ହାଇଦ୍ରାବାଦର ଭାଜପା ପ୍ରାର୍ଥୀ କେ. ମାଧବୀ ଲତାଙ୍କ ନାଁରେ ସୋମବାର ନିର୍ବାଚନ କର୍ତ୍ତୃପକ୍ଷ ମାମଲା ରୁଜୁ କରିଛନ୍ତି। ଏକ ଭୋଟଗ୍ରହଣ କେନ୍ଦ୍ରରେ ବୁର୍ଖା ପିନ୍ଧିଥିବା ମୁସଲମାନ ମହିଳା ଭୋଟରମାନଙ୍କୁ ଫଟୋ ପରିଚୟପତ୍ର ସହ ମୁହଁ ଖୋଲିବା ପାଇଁ ସେ କହୁଥିବାର ଭିଡିଓ ପ୍ରସାରିତ ହେବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରିଚୟ ଯାଞ୍ଚ ପାଇଁ ଭୋଟରମାନେ ମୁହଁ ଦେଖାଇବା ଆବଶ୍ୟକ ବୋଲି ମାଧବୀ ଲତା କହିଥିଲେ। ମାଲକପେଟ ଥାନାରେ ତାଙ୍କ ନାଁରେ ଆଇପିସିର ବିଭିନ୍ନ ଧାରା ସମେତ ଜନପ୍ରତିନିଧି ଆଇନର ଧାରା ୧୩୨ରେ ମାମଲା ରୁଜୁ ହୋଇଥିବା ହାଇଦ୍ରାବାଦ ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଜ୍ରପାତରେ ଚାଲିଗଲା ୨ ଜୀବନ

ବୌଦ୍ଧ,୨୬।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏପରିକି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

ସ୍କୁଲ ବହି ତ୍ରୁଟିକୁ ନେଇ ଆକ୍ସନରେ ମୁଖ୍ୟମନ୍ତ୍ରୀ: ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୬: ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କମିଟି ସୁପାରିସ ଅନୁଯାୟୀ ମୁଖ୍ୟମନ୍ତ୍ରୀ ୪ଜଣ…

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ…

‘ସୂର୍ଯ୍ୟବଂଶୀଙ୍କ ଉପରେ ଖୁବ ଶୀଘ୍ର ବଢ଼ିବ ଚାପ, ତେଣୁ ଏବେ…’: ଭାଇରାଲ ହେଉଛି ଅଶ୍ୱିନଙ୍କ ବିଶେଷ ଉପଦେଶ

ନୂଆଦିଲ୍ଲୀ,୨୬।୬: ପୂର୍ବତନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀଙ୍କୁ ମୂଲ୍ୟବାନ ପରାମର୍ଶ ଦେଇ କହିଛନ୍ତି ଯେ ଏହି ପର୍ଯ୍ୟାୟରେ ସେ କୌଣସି ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri