Posted inଜାତୀୟ

ବେଡ୍‌ ଓଦା କରିବାରୁ ନାବାଳକକୁ ନିର୍ଯ୍ୟାତନା ଦେଲେ ଦମ୍ପତି

ଥାନେ,୧।୩ : ମହାରାଷ୍ଟ୍ରର ଥାନେ ସହରରେ ବେଡ୍‌ ଓଦା କରିବା କାରଣରୁ ଜଣେ ୯ ବର୍ଷୀୟ ନାବାଳକ ଉପରେ ଅକଥନିୟ ଅତ୍ୟାଚାର କରିଛନ୍ତି ଜଣେ ପୁରୁଷ ଓ ତାଙ୍କ ଦ୍ୱିତୀୟ ପତ୍ନୀ। ଏପରି କି ନାବାଳକଙ୍କ ପ୍ରାଇଭେଟ ପାଟର୍‌ସରେ ଚେଙ୍କ ଦିଆଯାଇଛି। ଏ ସମ୍ପର୍କରେ ଅଭିଯୁକ୍ତଙ୍କ ପ୍ରଥମ ପତ୍ନୀ ତଥା ପୀଡ଼ିତଙ୍କ ମା’ ପୋଲିସରେ ଅଭିଯୋଗ କରିଛନ୍ତି। ଏ ଘଟଣାରେ ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରାବାବୁଙ୍କୁ ଅମରାବତୀ ବାସଭବନ ଖାଲି କରିବାକୁ କହିବା ସହ ୧୭ଟି ବିଲ୍ଡିଂକୁ ନୋଟିସ୍‌ ପଠାଇଲେ ଜଗନ ସରକାର

ହାଇଦ୍ରାବାଦ,୨୮।୬: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ବିରୋଧରେ ଆଉ ଏକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅମରାବତୀରେ ଥିବା ନାଇଡୁଙ୍କ...

ରାଜ୍ୟ ସଭାର ୮୩ ଅଧିକାରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୫।୯: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନି। କରୋନା ଭିତରେ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନ ଗତ ବୁଧବାର ନିର୍ଦ୍ଧାରିତ ସମୟର ଯଥେଷ୍ଟ...

ଜଳସେଚନ ଦୁର୍ନୀତି: ଅଜିତ ପାଓ୍ବାରଙ୍କୁ ଏସିବିର କ୍ଲିନଚିଟ୍‌

ନାଗପୁର, ୨୧ା୧୨(ପି.ଟି.): ବହୁକୋଟି ଟଙ୍କାର ଜଳସେଚନ ଦୁର୍ନୀତି ମାମଲାରେ ମହାରାଷ୍ଟ୍ରର ଦୁର୍ନୀତି ବିରୋଧୀ ଶାଖା(ଏସିବି) ପକ୍ଷରୁ ଏନ୍‌ସିପିର ବରିଷ୍ଠ ନେତା ଅଜିତ ପାଓ୍ବାରଙ୍କୁ କ୍ଲିନଚିଟ୍‌ ଦିଆଯାଇଛି।...

ମେଡିକାଲ ବଣ୍ଡ୍‌କୁ ସୁପ୍ରିମକୋର୍ଟଙ୍କ ସମର୍ଥନ

ନୂଆଦିଲ୍ଲୀ,୨୨ା୮ : ପୋଷ୍ଟ-ଗ୍ରାଜୁଏଟ୍‌ ମେଡିକାଲ ପାଠ୍ୟକ୍ରମ ଏବଂ ସୁପର ସ୍ପେଶିଆଲିଟି ପାଠ୍ୟକ୍ରମରେ ନାମଲେଖା ପାଇଁ ବାଧ୍ୟତାମୂଳକ ବଣ୍ଡ୍‌ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ରିଟ୍‌...

୩ ମାସରେ ୯୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ

ନୂଆଦିଲ୍ଲୀ, ୧୯ା୧୧(ପି.ଟି.) ପାକିସ୍ତାନ ସୀମାରେ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିଆସୁଛି। ଚଳିତବର୍ଷ ଗତ ଅଗଷ୍ଟରୁ ଅକ୍ଟୋବର ମାସ ମଧ୍ୟରେ ନିୟନ୍ତ୍ରଣ ରେଖା (ଏଲ୍‌ଓସି) ନିକଟରେ ୯୫୦...

ସରକାରୀ ହସ୍ପିଟାଲକୁ ଯାଆନ୍ତି କମ୍‌ ଲୋକ

ନୂଆଦିଲ୍ଲୀ,୬।୫: ଭାରତରେ ଏକ ତୃତୀୟାଂଶରୁ କମ୍‌ ଲୋକ ଚିକିତ୍ସା ପାଇଁ ସରକାରୀ ହସ୍ପିଟାଲ ଉପରେ ଭରସା କରନ୍ତି। ଅବଶିଷ୍ଟ ଲୋକେ ଘରୋଇ ହସ୍ପିଟାଲକୁ ପସନ୍ଦ କରିଥାନ୍ତି...

୧୪ ବର୍ଷ ପରେ ଫେସବୁକ୍‌ରେ ଭାଇକୁ ପାଇଲେ ଭଉଣୀ

ଗାଜିଆବାଦ୍‌, ୧୩।୮: ଫେସବୁକ୍‌ ସହାୟତାରେ ୧୪ବର୍ଷ ପରେ ଭାଇକୁ ଖୋଜି ପାଇଛନ୍ତି ଭଉଣୀ। ଉତ୍ତର ପ୍ରଦେଶର ଗାଜିଆବାଦ୍‌ରେ ଘଟିଛି ଏଭଳି ଘଟଣା। ୨୦୦୫ରେ ଏଠାରେ ଜଣେ...

କର୍ପୋରେଟରଙ୍କ ଉପରେ ବାରମ୍ବାର ଗାଡ଼ି ଚଢ଼ାଇ ହତ୍ୟା କଲେ ଦୁର୍ବୃତ୍ତ, ଭିଡିଓ ଭାଇରାଲ

ଇଷ୍ଟ ଗୋଦାବରୀ, ୧୨।୨- ଆନ୍ଧ୍ର ପ୍ରଦେଶର କାକିନାଡାଠାରେ କର୍ପୋରେଟରଙ୍କୁ ଗୁରୁବାର ରାତିରେ ବିଭତ୍ସ ହତ୍ୟା କରିଛନ୍ତି  ଦୁର୍ବୃତ୍ତ। କର୍ପୋରେଟର ଜଣଙ୍କ ହେଲେ କାମ୍‌ପାରା ରମେଶ। ବିଳମ୍ବିତ...

Advertisement


Archives

Model This Week