Posted inଜାତୀୟ

ମୂଷା ନେଇଗଲା ଅପମିଶ୍ରିତ ମଦ ପେଟି ମାମଲାର ହେବ ତଦନ୍ତ

ଲକ୍ଷ୍ନୌ,୨୮।୩ : ଜବତ ହୋଇଥିବା ଅପମିଶ୍ରିତ ମଦ ପେଟି ଷ୍ଟ୍ରଙ୍ଗରୁମରୁ ଉଭାନ ହୋଇଯିବା ପଛରେ ମୂଷାମାନଙ୍କ ହାତ ଥିବା ଉତ୍ତର ପ୍ରଦେଶର ଇଟା ଜିଲାର ସ୍ଥାନୀୟ ପୋଲିସ ଅଧିକାରୀ ଦାବି କରିଥିଲେ। ଇଟା ଜିଲାର କୋଟଓ୍ବାଲି ଦେହତ୍‌ ଥାନାରେ ଜବତ ହୋଇଥିବା ୧,୪୦୦ରୁ ଅଧିକ ଅପମିଶ୍ରିତ ମଦ ପେଟି ନିଖୋଜ ହୋଇଯାଇଛି। ଏ ମାମଲାରେ ଷ୍ଟେଶନ ହାଉସ ଅଫିସର ଇନ୍ଦ୍ରେଶପାଲ ସିଂ ଓ କିରାଣୀ ରିଶାଲ ସିଂଙ୍କ ବିରୋଧରେ ମାମଲା ଦାୟର କରାଯାଇଛି।

୨୩୯ଟି କାର୍ଟୁନ ମୂଷା ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ପୋଲିସ ଷ୍ଟେଶନ ଡାଏରୀରେ ଉଲ୍ଲେଖ କରାଯାଇଛି। ଏହା ଅଗ୍ରହଣୀୟ ଓ ଅବାସ୍ତବ ବୋଲି ବରିଷ୍ଠ ଅଧିକାରୀ କହିଛନ୍ତି। ଜବତ ହୋଇଥିବା ୧,୪୫୦ କାର୍ଟୁନ ଅପମିଶ୍ରିତ ମଦ କୋଟଓ୍ବାଲି ଦେହତ୍‌ ଥାନାରୁ ନିଖୋଜ ଥିବା ଗତ ସପ୍ତାହରେ ଜଣାପଡ଼ିଥିଲା। ଏ ମାମଲାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ: ଏସ୍‌ପି ଆଗରେ, ଭାଜପା ପଛରେ…

ଲକ୍ଷ୍ନୌ,୫।୫: ଉତ୍ତରପ୍ରଦେଶ ପଞ୍ଚାୟତ ନିର୍ବାଚନରେ ଭାଜପାକୁ ସମାଜବାଦୀ ପାର୍ଟି (ଏସ୍‌ପି) ପଛରେ ପକାଇ ଆଗୁଆ ରହିଛି। ରାଜ୍ୟର ୭୫ ଜନପଦରେ ଥିବା ମୋଟ ୩୦୫୦ ଆସନ...

ସେକ୍ସ ସିନ୍‌ ବେଳେ ଗୀତା ପାଠକୁ ବିରୋଧ

ନୂଆଦିଲ୍ଲୀ,୨୪ା୭: ବିଶ୍ୱର ପ୍ରଥମ ପରମାଣୁ ବୋମାର ମାଷ୍ଟରମାଇଣ୍ଡ ରବର୍ଟ ଓପେନ୍‌ହାଇମରଙ୍କ ବାୟୋପିକ୍‌ (ଆତ୍ମଜୀବନୀ ଚଳଚ୍ଚିତ୍ର) ଶୁକ୍ରବାର ରିଲିଜ୍‌ ହୋଇଛି। ଏହା ଭଲ ରେଟିଂ ହାସଲ କରିବା...

ଲୋକ ସଭା କାର୍ଯ୍ୟକାଳ ଶେଷ ହେବା ପରେ ମୋଦି-ଶାହା-ସୋନିଆଙ୍କ ସହ ବୈଠକ କଲେ ବାଚସ୍ପତି

ନୂଆଦିଲ୍ଲୀ,୧୧।୮: ଲୋକ ସଭାକୁ ବୁଧବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯିବା ପରେ ବାଚସ୍ପତି ଓମ ବିର୍ଲା ଏକ ବୈଠକ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଭର୍ଚୁଆଲ ରାଲିରେ ମମତାଙ୍କ ଉପରେ ଗର୍ଜିଲେ ଶାହା

ନୂଆଦିଲ୍ଲୀ,୯।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ପଶ୍ଚିମବଙ୍ଗରେ ଭର୍ଚୁଆଲ ରାଲି ମାଧ୍ୟମରେ ଦଳୀୟକର୍ମୀ ଓ ସାଧାରଣ ଜନତାଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କେନ୍ଦ୍ରର...

ତିନି ଦିନ ହେଲା ଲାଗି ରହିଛି ବର୍ଷା ,୫ ମୃତ

ଚେନ୍ନାଇ,୯।୧୧: ତାମିଲନାଡୁର ବିଭିନ୍ନ ସ୍ଥାନରେ ଲଗାତର ତିନି ଦିନ ହେଲା ବର୍ଷାଜାରି ରହିଛି । ବର୍ଷା ଯୋଗୁ ବର୍ତ୍ତମାନ ପର୍ଯ୍ୟନ୍ତ ୫ ଜଣଙ୍କ ମୃତ୍ୟୁ ହୋଇଥିବା...

ଫାସଟ୍ୟାଗ୍ସ ଦ୍ୱାରା ଟୋଲ ସଂଗ୍ରହରେ ୪୬ ପ୍ରତିଶତ ବୃଦ୍ଧି…

ନୂଆଦିଲ୍ଲୀ,୨୪।୧ : ଫାସଟ୍ୟାଗ୍ସ ମାଧ୍ୟମରେ, ଗତ କିଛି ବର୍ଷ ମଧ୍ୟରେ ଟୋଲ ସଂଗ୍ରହରେ ବୃଦ୍ଧି ଘଟିଛି । ୨୦୨୧ ବର୍ଷ ତୁଳନାରେ, ୨୦୨୨ରେ ଟୋଲ ସଂଗ୍ରହରେ...

ପ୍ରଦୁଷଣ ପାଇଁ ଦିଲ୍ଲୀରେ ଜରୁରୀ ଘୋଷଣା: ଛଟ୍‌ରେ ଫୁଟାଯିବନି ବାଣ

ନୂଆଦିଲ୍ଲୀ,୧।୧୧: ଦିଲ୍ଲୀ-ଏନ୍‌ସିଆରରେ ସୁପ୍ରିମକୋର୍ଟର ଏକ ଖଣ୍ଡପୀଠ ଶୁକବ୍ରାର ଜନସାଧାରଣଙ୍କ ସ୍ବାସ୍ଥ୍ୟଗତ କାରଣକୁ ନଜରରେ ରଖି ଏକ ଜରୁରୀ ଘୋଷଣା କରିଛନ୍ତି। ଏଥିସହ ନଭେମ୍ବର ୫ ପର୍ଯ୍ୟନ୍ତ...

ରାହୁଲ ଗାନ୍ଧୀଙ୍କ ଓ୍ବାୟନାଡ ଅଫିସ ଭଙ୍ଗାରୁଜା

ଓ୍ବାୟନାଡ,୨୫।୬: କେରଳର ଓ୍ବାୟନାଡରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ଅଫିସ୍‌କୁ ଷ୍ଟୁଡେଣ୍ଟସ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ସଦସ୍ୟମାନେ ଭଙ୍ଗାରୁଜା କରିଛନ୍ତି। ଶୁକ୍ରବାର ଶତାଧିକ ସଦସ୍ୟ...

Advertisement
Archives

Model This Week