ଭକ୍ତଙ୍କ ନାଁରେ ମାମଲା

ଭୁବନେଶ୍ୱର,୯।୪: କଂଗ୍ରେସ କର୍ମୀଙ୍କ ବିଧାନସଭା ଘେରାଉ  ଘଟଣାରେ ୫ ହଜାରରୁ ଊଦ୍ଧର୍‌ବ କଂଗ୍ରେସ କର୍ମୀଙ୍କ ନାଁରେ ମାମଲା  ରୁଜୁ ହୋଇଛି।  ଏହି କ୍ରମରେ ପିସିସି ସଭାପତି ଭକ୍ତ ଦାସଙ୍କ ନାଁରେ ବି ମାମଲା ରୁଜୁ  ହୋଇଥିବା ଜଣାପଡ଼ିଛି। ଏନେଇ କଂଗ୍ରେସର ଅନେକ ନେତା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି।
ମହିଳା କଂଗ୍ରେସ ନେତ୍ରୀ ଶ୍ରୀୟାସ୍ମିତା ପଣ୍ଡା ଆଗୁଆ ଜାମିନ ଆବେଦନ କରିଛନ୍ତି। କ୍ୟାପିଟଲ ଥାନାରେ ୧୨୮ ଓ ୧୩୦/୨୦୨୫ ରେ ଆଗୁଆ ଜାମିନ  କରିଥିବା ବେଳେ  ସନ୍ଧ୍ୟାରେ ଆଉ କିଛି ନେତା ଆଗୁଆ ଜାମିନ ଆବେଦନ କରିବେ ବୋଲି ଜଣାପଡ଼ିଛି।

Enter your email to get our daily news in your inbox.

All Right Reserved By Dharitri.Com

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri