Posted inଜାତୀୟ

କଂଗ୍ରେସ ନେତା ପୱନ ଖେରାଙ୍କ ବିରୋଧରେ ବାରାଣସୀ-ଲକ୍ଷ୍ନୌରେ ଏଫଆଇଆର

ନୂଆଦିଲ୍ଲୀ,୨୧ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପିତାଙ୍କୁ ନେଇ ଆପତ୍ତିଜନକ ଟିପ୍ପଣି କରିଥିବା କଂଗ୍ରେସ ନେତା ପୱନ ଖେରାଙ୍କୁ ମହଙ୍ଗା ପଡିଛି । ତାଙ୍କର ଏହି ବିବାଦୀୟ ବୟାନ ପରେ ବାରାଣସୀରେ ଡଜନରୁ ଅଧିକ ଭାରତୀୟ ଜନତା ପାର୍ଟି(ଭଜପା) କର୍ମୀ ତାଙ୍କ ବିରୋଧରେ ଅଭିଯୋଗ କରିଛନ୍ତି । ଭାଜପା କହିଛି ଏଭଳି ବୟାନବାଜି ରାହୁଲ ଗାନ୍ଧୀଙ୍କ ଇସାରାରେ କରାଯାଇଛି ।
ସୂଚନାଯୋଗ୍ୟ, ପୱନ ଖେରା ମୋଦିଙ୍କ ନିର୍ବାଚନ ମଣ୍ଡଳି ବାରାଣସି ଯାଇଥିଲେ । ଏହି ସମୟରେ ସେଠାରେ ସେ ସମ୍ବୋଧନ ଦେବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମ କହୁକହୁ ଭୁଲରେ ମୋଦଙ୍କ ପିତାଙ୍କ ନାମ କହିଦେଇଥିଲେ । ପୁଣିଥରେ ଭୁଲ କରି କ୍ଷମା ମାଗିଲେ ଓ ଏହାକୁ ସୁଧାରି ନେଇଥିଲେ । ହେଲେ ଏହାପରେ ପୁଣିଥରେ ଭୁଲ ନାମ ନେଇ ଭାଜପାକୁ ଟାର୍ଗେଟ କରିଥିଲେ । ଏହାକୁ ନେଇ ଅନେକେ ଭାଜପା କର୍ମୀ ପୋଲିସ କମିଶନରଙ୍କ ଘରେ ପହଞ୍ଚିଥିଲେ ଓ ମାମଲାକୁ ନେଇ ଏଫଆଇଆର ଦେଇଥିଲେ ।

ସୂଚନାଯୋଗ୍ୟ, କଂଗ୍ରେସର ନେତା ତଥା ପ୍ରବକ୍ତା ପୱନ ଖେରା ୧୭ ଫେବୃୟାରୀରେ ଏକ ପ୍ରେସ ବ୍ରିଫିଙ୍ଗକୁ ସମ୍ବୋଧିତ କରିବା ସମୟରେ ‘ନରେନ୍ଦ୍ର ଗୌତମ ଦାସ ମୋଦି’ କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅପମାନିତ କରିଥିବା କଥିତ ଭାବେ କୁହାଯାଇଥିଲା । ଏହାକୁ ନେଇ ଅଭିଯୋଗ କରାଯାଇଥିଲା । ଭାଜପା କହିଥିଲା ଏଭଳି ଭାବେ ପ୍ରଧାନମନ୍ତ୍ରୀଙ୍କ ପିତାଙ୍କୁ ପରିହାସ କରିବା ନିନ୍ଦନୀୟ । ଏହାକୁ ନେଇ ବାରାଣସୀର କେଣ୍ଟ ଓ ଲକ୍ଷ୍ନୌର ହଜରତଗଞ୍ଜ ଅଞ୍ଚଳରେ ମାମଲା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri