Posted inଜାତୀୟ

ବିବାହ କରାଇବା ପଡ଼ିଲା ମହଙ୍ଗା: ପଣ୍ଡିତଙ୍କ ବିରୋଧରେ ମାମଲା ଦାଏର

ଚଣ୍ଡିଗଡ଼,୩।୧୧: ହରିୟାଣାରେ ନାବାଳକଙ୍କ ବିବାହ କରାଇଥିବା ଜଣେ ପଣ୍ଡିତଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ବାଳ ବିବାହ ନିରୋଧୀ ଆଇନ ଅନ୍ତର୍ଗତ ମାମଲା ଦାଏର କରାଯାଇଛି। ହିସାରରେ ପଣ୍ଡିତ ଜଣକ ୨୦ ବର୍ଷ ନାବାଳକଙ୍କ ସହିତ ଜଣେ ୧୮ ବର୍ଷ ବୟସ୍କା ଯୁବତୀଙ୍କ ବିବାହ କରାଇଥିଲେ। ସୁରକ୍ଷା ପାଇଁ ବିବାହିତ ଯୋଡ଼ା ହାଇକୋର୍ଟରେ ଆବେଦନ କରିଥିଲେ। ତେବେ ପୁଅଙ୍କର ବୟସ ବିବାହ ଯୋଗ୍ୟ ହୋଇ ନ ଥିବାରୁ ଏହାକୁ ବୈଧ କୁହାଯିବ ନାହିଁ ବୋଲି କୋର୍ଟ କହିଥିଲେ। ପଣ୍ଡିତଙ୍କ ବିରୋଧରେ ମାମଲା ଦାଏର କରିବା ପାଇଁ ହିସାର ଏସ୍‌ପିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଜାରି କରିଥିଲେ। ଏସମ୍ପର୍କିତ ମାମଲା ଅକ୍ଟୋବର ୨୫ରେ ହିସାର ସଦର ଥାନାରେ ଦାଏର କରାଯାଇଥିବା ଏସ୍‌ପି କହିଛନ୍ତି। ତେବେ ଯୁବତୀଙ୍କ ପରିବାର ପକ୍ଷରୁ ନାବାଳକଙ୍କ ବିରୋଧରେ ଅପହରଣ ଅଭିଯୋଗ ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଇମ୍‌ ପ୍ରଭାବଶାଳୀ ନେତାଙ୍କ ତାଲିକାରେ ମୋଦି

ନୂଆଦିଲ୍ଲୀ, ୨୩।୯: ଟାଇମ୍‌ ମାଗାଜିନ୍‌ର ପ୍ରଭାବଶାଳୀ ନେତାଙ୍କ ତାଲିକାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ଥାନ ପାଇଛନ୍ତି। ୨୦୨୦ରେ ପୃଥିବୀର ଶହେ ଜଣ ପ୍ରଭାବଶାଳୀ ନେତାଙ୍କ...

ଟ୍ରେନ୍‌ରେ ଫେରିଲେଣି ୩୨ ଲକ୍ଷ ଶ୍ରମିକ

ନୂଆଦିଲ୍ଲୀ, ୨୪।୫(ପି.ଟି.): ଭାରତୀୟ ରେଲଓ୍ବେ ସ୍ବତନ୍ତ୍ର ଟ୍ରେନ୍‌ରେ ବର୍ତ୍ତମାନ ସୁଦ୍ଧା ୩୨ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇନେଲାଣି। ଆଗାମୀ ୧୦ ଦିନ ମଧ୍ୟରେ...

ଛେଳି ହତ୍ୟା ଅଭିଯୋଗରେ ମିଳିଲା ଏମିତି ଦଣ୍ଡ

ରାଞ୍ଚି,୨।୮: ଝାଡଖଣ୍ଡର ଗିରିଡିହ ଜିଲାର ମୁଫାସିଲ ପୋଲିସ ଷ୍ଟେସନ ଅଞ୍ଚଳର ଘାଗାଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଛେଳି ହତ୍ୟା ଅଭିଯୋଗରେ ଦୁଇଜଣ ଦଳିତ...

ପଞ୍ଚାୟତ ନିର୍ବାଚନ ପୂର୍ବରୁ ମଧ୍ୟାହ୍ନ ଭୋଜନରେ ଚିକେନ-ଫଳ ପରସିବାକୁ ନେଇ ରାଜନୀତି ସରଗରମ

କୋଲକାତା,୬ ।୧: ପଶ୍ଚିମବଙ୍ଗ ସରକାର ପଞ୍ଚାୟତ ନିର୍ବାଚନ ପୂର୍ବରୁ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ସରକାର ଜାନୁୟାରୀରୁ ଏପ୍ରିଲ ପର୍ଯ୍ୟନ୍ତ ମଧ୍ୟାହ୍ନ ଭୋଜନରେ ଚିକେନ...

ଦେଶର ପ୍ରଥମ ଡିଜିଟାଲ ଗାଇଡ୍‌: ଗଛରେ ଲାଗିଥିବା କ୍ୟୁଆର୍‌ କୋଡ ସ୍କାନ କଲେ ମିଳିବ ସମସ୍ତ ତଥ୍ୟ

ଥିରୁଭାନନ୍ତପୁରମ,୨୦।୬: କେରଳ ସରକାର ଏବେ ଏମିତି ଏକ ଡିଜିଟାଲ ଗାଇଡ୍‌ ବିକଶିତ କରିବାକୁ ଯାଉଛନ୍ତି ଯାହା ଦେଶର ପ୍ରଥମ ଡିଜିଟାଲ ଗାଇଡ୍‌ ବୋଲି କୁହାଯାଉଛି। ଏଠାରେ...

ଗୋଆ ବିଧାନସଭା ନିର୍ବାଚନ ଲାଗି ଦାଖଲ ହୋଇଛି ୫୮୭ ପ୍ରାର୍ଥିପତ୍ର

ପଣଜି,୨୯ ।୧: ଗୋଆ ବିଧାନସଭା ନିର୍ବାଚନ ଲାଗି ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିଲା । ୪୦ ବିଧାନସଭା ଆସନ ଲାଗି ଶୁକ୍ରବାର ଅପରାହ୍ନ...

ଅନ୍ନଦାତାଙ୍କ ହିଂସକ ପ୍ରଦର୍ଶନ: ସିଦ୍ଧୁ-ଟିକାଇତ-ଲାଖାଙ୍କ ଉପରେ ପୋଲିସ ନଜର

ନୂଆଦିଲ୍ଲୀ, ୨୭।୧: ଦିଲ୍ଲୀରେ ଅନ୍ନଦାତାଙ୍କ ହିଂସକ ପ୍ରଦର୍ଶନ ନେଇ ପୋଲିସ ଏବେ ୩ ନେତାଙ୍କ ଉପରେ ନଜର ରଖିଛି। ପଞ୍ଜାବୀ ଅଭିନେତା ଦୀପ୍‌ ସିଦ୍ଧୁ, କୃଷକ...

ଗାଁ ମୁହାଁ ନାମିବ୍ୟା ଚିତା: ବନ ବିଭାଗ ନାକେଦମ

ଭୋପାଳ,୨।୪: କୁନୋ ଜାତୀୟ ଉଦ୍ୟାନକୁ ଆସିଥିବା ନାମିବ୍ୟା ଚିତା ଏବେ ଗାଁ ମୁହଁା ହୋଇଛନ୍ତି। ଓବାନ ନାମକ ଏକ ଚିତା ଉଦ୍ୟାନରୁ ବାହାରି ଏକ ଗାଁରେ...

Advertisement
Archives

Model This Week