Categories: ଜାତୀୟ

ଡିସେମ୍ବର ୨୨ରେ ଆଫ୍‌ତାବଙ୍କ ଜାମିନ ଆବେଦନର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୭।୧୨: ବହୁ ଚର୍ଚ୍ଚିତ ଶ୍ରଦ୍ଧା ହତ୍ୟା ମାମଲାରେ ଅଭିଯୁକ୍ତ ଆଫ୍‌ତାବ ଅମିନ ପୁନାୱାଲାଙ୍କ ଜାମିନ ଆବେଦନ ଉପରେ ସାକେତ କୋର୍ଟ ଶନିବାର ଶୁଣାଣି କରିଛନ୍ତି। ଏହି ଆବେଦନର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ଏଥିସହ ଡିସେମ୍ବର ୨୨ରେ ପରବର୍ତ୍ତୀ ଶୁଣାଣି କରିବେ କୋର୍ଟ। ସୂଚନା ମୁତାବକ ଶ୍ରଦ୍ଧା ହତ୍ୟା ମାମଲାରେ ଅଭିଯୁକ୍ତ ଆଫ୍‌ତାବ ଶୁକ୍ରବାର ସାକେତ କୋର୍ଟରେ ଜାମିନ ପାଇଁ ଆବେଦନ କରିଥିଲେ।

Share