ବାଣ ବିସ୍ଫୋରଣରେ ହାବିଲଦାର ମୃତ ଘଟଣା: ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଓଏଚ୍‌ଆର୍‌ସିରେ ମାମଲା

କଟକ,୧୫ା୬(କାର୍ତ୍ତିକ ସାହୁ): କଟକ ସଦର ଥାନାର କାର୍ଯ୍ୟରତ ହାବିଲଦାର ପ୍ରଦୀପ କୁମାର ମଲ୍ଲିକ ଗତ ୧୪ ତାରିଖରେ ବାଣ ନିଷ୍କ୍ରିୟ କରୁଥିବା ବେଳେ ବିସ୍ଫୋରଣରେ ମୃତ୍ୟୁବରଣ କରିବା ଘଟଣାକୁ ନେଇ ଓଡ଼ିଶା ମାନବ ଅଧିକାର କମିଶନ(ଓଏଚ୍‌ଆର୍‌ସିରେ )ଙ୍କ ନିକଟରେ ଶନିବାର ଏକ ମାମଲା ରୁଜୁ ହୋଇଛି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଏବଂ ପ୍ରଦୀପ କୁମାର ମଲ୍ଲିକଙ୍କ ପରିବାରକୁ ୫୦,୦୦୦,୦୦ (ପଚାଶ ଲକ୍ଷ ଟଙ୍କା) କ୍ଷତିପୂରଣ ଯୋଗାଇ ଦେବା ପାଇଁ ଓଏଚ୍‌ଆର୍‌ସି କେସ୍‌ ନମ୍ବର ୨୫୩/୨୪ରେ ଏକ ମାମଲା ଦାୟର କରାଯାଇଥିବା ନ୍ୟାୟ ପାଇଁ ଲଢେଇ ପରିବାରର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ୪ ବଡ଼ ଘୋଷଣା କଲେ ସରକାର

ପାଟ୍‌ନା,୯ା୮: ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବିଚାରକୁ ନେଇ ବିହାର ସରକାର ୪ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରବିବାର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ୪ଟି…

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri