ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କ ନାଁରେ ଥାନାରେ ମାମଲା

ପୁରୁଷୋତ୍ତମପୁର,୨୦।୧(ଡି.ଏନ.ଏ.): ଅକ୍ରୋଶମୂଳକ ଭାବେ ଏକ ଗରିବ ପରିବାର ଦୋକାନ ଭାଙ୍ଗିଦିଆଯିବା ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ପୋଲିସ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ନିର୍ବାହୀ ଅଧିକାରୀ ସୌମ୍ୟରଞ୍ଜନ ମିଶ୍ରଙ୍କ ସମେତ ସ୍ମୃତି ରଞ୍ଜନ ଷଡଙ୍ଗୀ ଓ ସୁରଜ ଦାଶଙ୍କ ବିରୋଧରେ ଦଫା ୩୪୧, ୨୯୪, ୫୦୬, ୩୨୩, ୩୫୪, ୪୨୭,୩୪ ଆଇପିସି ଧାରାରେ ଏକ ମାମଲା (ନଂ ୪୧/୨୩ )ରୁଜୁ ହୋଇଛି। ଏନେଇ ପୁରୁଷୋତ୍ତମପୁର ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ସୂଚନା ଦେଇଛନ୍ତି। ଏଥିସହ ତଦନ୍ତ ଲାଗି ଏସ୍‌ଆଇ ରାଜେଶ କୁମାର ଛତ୍ରିଆଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ରୂପାନ୍ତରଣରେ ୫ କୋଟି ଦୁର୍ନୀତି

ଡେରାବିଶ,୨ା୬(ସ୍ବ.ପ୍ର.): ଡେରାବିଶ ବ୍ଲକରେ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଗତ ୫ ବର୍ଷ ମଧ୍ୟରେ ବହୁ ଦୁର୍ନୀତି ହୋଇଥିବା ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରଭାତୀ ମଲ୍ଳିକ...

ପ୍ରାର୍ଥୀ ଚୟନକୁ ନେଇ ଅଙ୍କକଷା

ବ୍ରଜରାଜନଗର,୪ା୫ (ଡି.ଏନ.ଏ.): ବ୍ରଜରାଜନଗର ନିିର୍ବାଚନ ମଣ୍ଡଳୀ ପାଇଁ ନିିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେ ଏଠାକାର ଦଳୀୟ ରାଜନୀତି ସରଗରମ ହୋଇଉଠିିଛି। ତିନି ପ୍ରମୁଖ...

ଲଗାଣ ବର୍ଷାରେ ରେଶମ ସହର ପ୍ରଭାବିତ

ବ୍ରହ୍ମପୁର ଅଫିସ,୭।୧୦: ଲଗାଣ ବର୍ଷା ଯୋଗୁ ବ୍ରହ୍ମପୁର ସହରରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବର୍ଷା ଯୋଗୁ ସହରରେ ଶାରଦୀୟ ପୂଜା ମଧ୍ୟ ପ୍ରଭାବିତ ହୋଇଛି।...

ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ

ଭଦ୍ରକ ଅଫିସ, ୧୫ା୪: ଭଦ୍ରକ ଜିଲାରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ପୁରୁଣାବଜାର ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ ଭାବେ...

ରାଜନୈତିକ ହିଂସା: ଘର, ଗାଡ଼ି ଭଙ୍ଗାରୁଜା

ବାସୁଦେବପୁର,୨୨।୨ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗଁା ପଞ୍ଚାୟତ ଭାତପଡ଼ା ଗ୍ରାମରେ ରବିବାର ରାତିରେ ରାଜନୈତିକ ହିଂସା ଘଟିଛି। କଂଗ୍ରେସ ଓ ବିଜେଡି...

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ର ସମୀକ୍ଷା କଲେ ମନ୍ତ୍ରୀ: ସଫଳତା ପାଇଁ ସହଯୋଗର ଆହ୍ବାନ

ପୁରୀ ଅଫିସ/କୋଣାର୍କ(ଡି.ଏନ୍‌.ଏ.) ୨୧।୧୧: କୋଣାର୍କକୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ବିଶେଷକରି ଦେଶ ବିଦେଶର ପର୍ଯ୍ୟଟକଙ୍କୁ...

ବଦଳିଲା ଚୋରଙ୍କ ମନୋଭାବ : ମନ୍ଦିରରେ ରଖିଦେଲେ ଚୋରି ସାମଗ୍ରୀ

ଯୋଡ଼ା,୨୪ା୧୦(ଡି.ଏନ.ଏ): ପରିସ୍ଥିତିରେ ପଡ଼ି ହେଉ କିମ୍ବା ଅଳ୍ପ ପରିଶ୍ରମରେ ଅଧିକ ରୋଜଗାର ଆଶାରେ କେହି କେହି ଚୋରି ଭଳି ଖରାପ ବାଟକୁ ବାଛିଥାନ୍ତି। ଏମିତି କିଛି...

ସିଆଇଆଇ ଦ୍ୱାରା ଟାଟା ଷ୍ଟିଲ ସମ୍ମାନିତ

ଓଡ଼ାପଡ଼ା,୨୯ା୨(ଡି.ଏନ.ଏ) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରଠାରେ ଥିବା ଟାଟାଷ୍ଟିଲ ବିଏସ୍‌ଏଲ୍‌କୁ ଭାରତୀୟ ଶିଳ୍ପ ମହାସଂଘ(ସିଆଇଆଇ) ଓଡ଼ିଶା ଶାଖାର ଭୁବନେଶ୍ୱରଠାରେ ଆୟୋଜିତ ବାର୍ଷିକ ଉତ୍ସବ...

Advertisement
Archives

Model This Week