ବିଧାୟକ ଜୟନାରାୟଣ ମିଶ୍ରଙ୍କ ନାମରେ ମାମଲା

ସମ୍ବଲପୁର,୧୬ା୨(ବ୍ୟୁରେ): ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ନାମରେ କ୍ଷେତରାଜପୁର ଥାନାରେ ମାମଲା ରୁଜୁ ହୋଇଛି। ସଦର ତହସିଲଦାର ଲକ୍ଷ୍ମଣ ଅମାତଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା (ନଂ.୪୨/୨୧) ରୁଜୁ କରିଛି। ଘଟଣାର ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ମମତା ନାଏକ କହିଛନ୍ତି। ଗତ ୧୨ ତାରିଖରେ ଦୁର୍ଗାପାଲିରେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଚାଲିଥିଲା। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ବିଧାୟକ ମିଶ୍ର ପହଞ୍ଚତ୍ଥିଲେ। ସେଠାରେ ସେ ତହସିଲଦାର ଅମାତଙ୍କୁ ଗାଳିଗୁଲଜ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣା ସମ୍ପର୍କରେ ତହସିଲଦାର ଉପଜିଲାପାଳ ମୟୁର ସୂର୍ଯ୍ୟବଂଶୀ ବିକାଶଙ୍କୁ ଜଣାଇଥିଲେ। ଉପଜିଲାପାଳ ଅଫିସରୁ ଚିଠି କରି ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri