Posted inଜାତୀୟ

ସମୟ ମଧ୍ୟରେ ଓଟିପି ଅପଲୋଡ୍‌ କରି ନ ଥିବା ଛାତ୍ରଙ୍କ ମାମଲା, ତୁମେ ବସ୍‌ ହରାଇଛ କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୧।୨ : ଜଣେ ଛାତ୍ରଙ୍କ ଆଡ଼ମିଶନ ପାଇଁ ତାଙ୍କ ପାଖକୁ ପଠାଯାଇଥିବା ଓଟିପି ଧାର୍ଯ୍ୟ ସମୟ ମଧ୍ୟରେ ଅପଲୋଡ୍‌ ନ କରିବାରୁ ତାଙ୍କର ନାମଲେଖା ହୋଇ ପାରି ନ ଥିଲା। ଏନେଇ ଛାତ୍ର ଜଣକ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ମାମଲାର ବିଚାର କରି କହିଛନ୍ତି ଯେ, ଛାତ୍ରଜଣଙ୍କ ଓ୍ବାନ୍‌ ଟାଇମ୍‌ ପାସ୍‌ ଓ୍ବାର୍ଡର ଉପଯୁକ୍ତ ବ୍ୟବହାର କରିପାରି ନାହାନ୍ତି।

ତୁମେ ବସ୍‌ ହରାଇଛ( ୟୁ ମିସଡ୍‌ ଦ ବସ୍‌)। ତୁମ ଭଳି ବହୁ ଶିକ୍ଷାର୍ଥୀ ଅଛନ୍ତି। ସେମାନେ ଏହାର ସଦୁପଯୋଗ କରିଛନ୍ତି।
ଛାତ୍ରଜଣକ ମୁମ୍ବାଇର ବୀରମାତା ଜୀଜାବାଈ ଟେକ୍ନୋଲୋଜିକାଲ ଇନଷ୍ଟିଚ୍ୟୁଟ୍‌ରେ ମେକାନିକାଲ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆବେଦନ କରିଥିଲେ। ତେବେ ଏନେଇ ତାଙ୍କ ପାଖକୁ ଆସିଥିବା ଓଟିପି ସେ କେତେକ କାରଣ ଯୋଗୁ ଅପଲୋଡ୍‌ କରିପାରି ନ ଥିଲେ।

ଏବେ ସମ୍ପୃକ୍ତ କଲେଜରେ ନାମଲେଖା ଶେଷ ହୋଇଛି। ତେଣୁ ଅନୁଚ୍ଛେଦ ୩୨ ଅନ୍ତର୍ଗତ ଏଥିରେ ହସ୍ତକ୍ଷେପ କରି ହେବ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri