ରତ୍ନଭଣ୍ଡାର ଚାବି ହଜିବା ଘଟଣା: ଦୁଇପକ୍ଷଙ୍କୁ ହାଇକୋର୍ଟଙ୍କ ନୋଟିସ

କଟକ ଅଫିସ,୨୫।୪: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ଯେଉଁ ନ୍ୟାୟିକ ତଦନ୍ତ ହୋଇଥିଲା, ତାର ରିପୋର୍ଟ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଦାୟର ମାମଲାର ମଙ୍ଗଳବାର ଶୁଣାଣି ହୋଇଛି । ମାମଲାର ଦୁଇ ପକ୍ଷ ମୁଖ୍ୟ ଶାସନ ସଚିବ ଏବଂ ଆଇନ ବିଭାଗର ସଚିବଙ୍କୁ ଏସଂକ୍ରାନ୍ତରେ ହାଇକୋର୍ଟ ଜବାବ ତଳବ କରିଛନ୍ତି । ଜୁଲାଇ ୧୦ ତାରିଖ ସୁଦ୍ଧା ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ଲାଗି ଜଷ୍ଟିସ ରଘୁବୀର ଦାସ କମିଶନ ନିଯୁକ୍ତ ହୋଇଥିଲେ । ତେବେ ତଦନ୍ତ ସରିଥିଲେ ମଧ୍ୟ ଏହାର ରିପୋର୍ଟ ସାର୍ବଜନୀନ ହୋଇନାହିଁ । ଯଦ୍ୱାରା ରତ୍ନଭଣ୍ଡାର ମରାମତି ହୋଇପାରୁନି ଏବଂ ଭଣ୍ଡାରରେ କେତେ ରତ୍ନ ଅଛି ତାର ତାଲିକା ମଧ୍ୟ ପ୍ରସ୍ତୁତ ହୋଇପାରୁନି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri