Posted inଜାତୀୟ

ନିଟ୍‌ ପେପର ଲିକ୍‌ ମାମଲା: ହାଇକୋର୍ଟରେ ବିଚାରାଧୀନ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ,୧୫ା୭: ନିଟ୍‌ ପେପର ଲିକ୍‌ ମାମଲା ହାଇକୋର୍ଟରେ ବିଚାରାଧୀନ ଥିବା ଆବେଦନକୁ ହସ୍ତାନ୍ତର କରିବା ଆବେଦନ ଉପରେ ସୁପ୍ରିମକୋର୍ଟ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଯେଉଁମାନେ ହାଇକୋର୍ଟରେ ଏହି ପ୍ରସଙ୍ଗରେ ଆବେଦନ କରିଥିଲେ ସେମାନଙ୍କୁ ସୁପ୍ରିମକୋର୍ଟ ଏକ ନୋଟିସ୍‌ ଜାରି କରିଛନ୍ତି। ପୂର୍ବରୁ ବିଚାରାଧୀନ ଆବେଦନ ସହିତ ସୁପ୍ରିମକୋର୍ଟ ଅଧିକ ଶୁଣାଣି କରିବେ। ନିଟ୍‌ ପେପର ଲିକ୍‌ ସାରା ଦେଶରେ ଅନେକ ଆଲୋଡ଼ନ ସୃଷ୍ଟିକରିଛି। ଏପରିକି ଅନେକ ସହରରେ ପେପର ଲିକ୍‌କୁ ନେଇ ବିକ୍ଷୋଭ ପ୍ରଦର୍ଶନ ମଧ୍ୟ କରାଯାଇଛି।

ସୋମବାର ସୁପ୍ରିମକୋର୍ଟ ନିଟ୍‌ ବିବାଦ ସମ୍ପର୍କରେ ‘ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି’ (ଏନ୍‌ଟିଏ) ଦ୍ୱାରା ଦାଖଲ ହୋଇଥିବା ଆବେଦନ ଉପରେ ଶୁଣାଣି କରିଛନ୍ତି। ଏଥିରେ ହାଇକୋର୍ଟରେ ଦାଖଲ ହୋଇଥିବା ଆବେଦନକୁ ସ୍ଥାନାନ୍ତର କରିବାକୁ ଦାବି କରାଯାଇଥିଲା। ଏହା ଉପରେ ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ କହିଛନ୍ତି ଯେ, ଗୁରୁବାର ଅର୍ଥାତ୍‌ ଜୁଲାଇ ୧୮ରେ ଆମେ ଏହି ମାମଲାର ଶୁଣାଣି କରିବୁ। ଏହାର ଉତ୍ତରରେ ହାଇକୋର୍ଟରେ ଏହି ମାମଲା ଆଗକୁ ନିଆଯାଉଥିବାରୁ ଏନ୍‌ଟିଆର ଜାରି କରିବାକୁ ଦାବି କରିଛି। ପରେ ନୋଟିସ୍‌ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜି୍ୟକ ଏଲ୍‌ପିଜିର ଆଉ…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ୱସ୍ତି: ଆମେରିକାରୁ ଆସିଲା ବଡ଼ ଖବର

ଓ୍ବାଶିଂଟନ୍‌,୨୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରୁଥିବା ଖବର ସାମ୍ନାକୁ ଆସିଛି। ହଠାତ୍‌ ମତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri