ସୁଶାନ୍ତ ଆତ୍ମହତ୍ୟା ମାମଲା: ସାମ୍ନାକୁ ଆସିଲା ଆଉ ଏକ ଭିଡିଓ, ପଣ୍ଡିତ କହିଲେ…

ମୁମ୍ବାଇ,୧୦ା୮: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁର ପ୍ରାୟ ୨ ମାସ ପରେ ତାଙ୍କ ଜୀବନ ସହ ଜଡ଼ିତ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ସେ ପରିବାର ସହିତ ରୁଦ୍ରାଭିଷେକ ଏବଂ କାଳସର୍ପ ଯୋଗ ପୂଜାରେ ବସିଥିବା ନଜର ଆସିଛନ୍ତି। ବାନ୍ଦ୍ରାସ୍ଥିତ ତାଙ୍କ ୧୫ମହଲା ଫ୍ଲାଟ୍‌ରେ ଏହି ପୂଜା କରାଯାଇଥିଲା। ଏହି ପୂଜା ପଣ୍ଡିତ ଗୋବିନ୍ଦ ନାରାୟଣଙ୍କ ଦ୍ୱାରା ଏପ୍ରିଲ ୨୦୧୯ରେ କରାଯାଇଥିଲା।


ପଣ୍ଡିତଙ୍କ କହିବାନୁସାରେ, ଏହି ପୂଜାରେ ସୁଶାନ୍ତ, ତାଙ୍କ ଭଉଣୀ ମିତୁ ସିଂ ଏବଂ ତାଙ୍କ ସ୍ବାମୀ, ସୁଶାନ୍ତଙ୍କ କେତେକ କର୍ମଚାରୀ ଉପସ୍ଥିତ ଥିଲେ। ପୂରା ପରିବାର ବହୁତ ଖୁସି ଥିଲେ। ଏଥିରେ ସୁଶାନ୍ତ ବହୁତ ଖୁସି ଦେଖାଯାଉଥିଲେ। ପଣ୍ଡିତ କହିଛନ୍ତି ଯେ, ସୁଶାନ୍ତ କୌଣସି ମାନସିକ ଦୁଃସ୍ଥିତିର ଶିକାର ପରି ଜଣା ପଡୁ ନ ଥିଲେ। ସେ ସ୍ବାଭାବିକ ଅବସ୍ଥାରେ ଥିଲେ। ପଣ୍ଡିତ କହିଛନ୍ତି, ସୁଶାନ୍ତ ଆତ୍ମହତ୍ୟା କରିଥିବେ ଏ କଥା ବିଶ୍ୱାସ ହେଉନାହିଁ।

ପଣ୍ଡିତ କହିଛନ୍ତି, ଏହି ପୂଜା ୪ ଘଣ୍ଟା ଧରି ଚାଲିଥିଲା। ଏହି ସମୟରେ ସୁଶାନ୍ତ ପୂଜାରେ ଧୋତି ଏବଂ ଗାମୁଛା ପିନ୍ଧି ପୂଜାରେ ବସିଥିଲେ। ପୂଜା ସରିବା ପରେ ସେ ନିଜ ହାତରେ ୧୧ ବ୍ରାହ୍ମଣଙ୍କୁ ସେବା କରିଥିଲେ। ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ପ୍ରାୟ ୬ ଘଣ୍ଟା ଧରି ଚାଲିଥିଲା। ସୁଖ, ଶାନ୍ତି ଏବଂ ଧନ ହାସଲ ପାଇଁ ଏହି ପୂଜା ଘରେ କରାଯାଇଥିଲା। ଏହି ସମୟ ମଧ୍ୟରେ ଏକ ନଟରାଜ ମୂର୍ତ୍ତି ମଧ୍ୟ ସ୍ଥାପନ କରାଯାଇଥିଲା। ଭିଡିଓରେ ରିୟା ଚକ୍ରବର୍ତ୍ତୀଙ୍କୁ ଦେଖିବାକୁ ମିଳିନାହିଁ।ି ଏହା ମଧ୍ୟ ପଣ୍ଡିତ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ସର୍ବ ସମ୍ମୁଖରେ ବିଜୟ ଦେବାକୋଣ୍ଡାଙ୍କୁ ‘ଡାର୍ଲିଂ’ ବୋଲି ଡାକିଲେ ରଶ୍ମିକା

ଚେନ୍ନାଇ:ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ଅଭିନେତା ବିଜୟ ଦେବରକୋଣ୍ଡା ସେମାନଙ୍କ ଲଭ ଲାଇଫକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି। ଯଦିଓ ଉଭୟ ନିଜ ରିଲେସନଶିପକୁ ନିଶ୍ଚିତ...

ରିଲିଜ ହେଲା ଫିଲ୍ମ ‘କ୍ରୁ’: ଦମ୍‌ ଦେଖାଇଲେ ଏହି ୩ ଅଭିନେତ୍ରୀ

ମୁମ୍ବାଇ: କିଛି ବର୍ଷ ହେଲା ବଲିଉଡ୍‌ ଅଭିନେତ୍ରୀମାନେ ଫିଲ୍ମରେ ଚମତ୍କାର ପ୍ରଦର୍ଶନ କରିଆସୁଛନ୍ତି। ଏବେ ଫିଲ୍ମଗୁଡ଼ିକରେ ଆକ୍ସନ କେବଳ ହିରୋଙ୍କ କାନ୍ଧରେ ନୁହେଁ ବରଂ ଏହାର...

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି...

ମନର ଯନ୍ତ୍ରଣା ବଖାଣିଲେ କରିନା

ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ...

ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍‌

ବଲିଉଡର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ...

ଅନୁଷ୍କାଙ୍କ ସ୍ମାଇଲ୍‌

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା କିଛିଦିନର ବ୍ୟବଧାନ ପରେ ପୁଣି ଇନ୍‌ଷ୍ଟାଗ୍ରାମକୁ ଫେରିଛନ୍ତି। ଏହି ଅଭିନେତ୍ରୀ ବର୍ତ୍ତମାନ ଲଣ୍ଡନରେ ଥାଇ ନବଜାତ ପୁତ୍ର ଅକାୟଙ୍କ ଯତ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri