ଶ୍ରମିକ ଜୀବନ୍ତ ଦଗ୍ଧ ମାମଲାର ତଦନ୍ତ ଆରମ୍ଭ

ଭବାନୀପାଟଣା,୨୮।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ପାଷ୍ଟିକୁଡି ନିକଟରେ ଥିବା ଏକ ଠିକା କ୍ୟାମ୍ପରେ ନିଆଁ ଲାଗି ଶ୍ରମିକ ପ୍ରଦୀପ କେତକୀ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ସଦରଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ନିଆଁ ଲାଗିବାର କାରଣ ସ୍ପଷ୍ଟ ଜଣାପଡି ନ ଥିବା ବେଳେ ଗୋଦାମରେ ପେଟ୍ରୋଲ କିମ୍ବା ଡିଜେଲ ଗଚ୍ଛିତ ଥିବାରୁ ଗୋଦାମରେ ଏଭଳି ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ପୋଲିସ ଅନୁମାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖ୍ୟାତି ବଢ଼ାଇଛି କ୍ଷେତ ପୋଖରୀ

ଢେଙ୍କାନାଳ ଅଫିସ, ୧ା୭: ପୋଖରୀ ହୁଡ଼ାରେ ଲାଗିଥିବା ଅମୃତଭଣ୍ଡା ଗଛରେ ଭର୍ତ୍ତି ହୋଇଛି ଫଳ। ଛନଛନିଆ ହୋଇ ବଢ଼ିଛି ଉନ୍ନତ କିସମର ଆମ୍ବ, ପିଜୁଳି ଗଛ। ମାଛ...

ବିଶୁଦ୍ଧ ପାନୀୟ ଜଳ ନାମରେ ଠକେଇ

ପଟ୍ଟାମୁଣ୍ଡାଇ ୧।୩(ସ୍ବ.ପ୍ର.): ଆଗକୁ ଖରାଦିନ ଆସୁଛି। ଯେଉଁଭଳି ଭାବେ ପାଣିପାଗରେ ଅସ୍ବାଭାବିକ ପରିବତ୍ତର୍ର୍ନ ଦେଖାଦେଉଛି, ଚଳିତବର୍ଷ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବ ବୋଲି ପୂର୍ବାନୁମାନ କରାଯାଉଛି।...

ପାଣିରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ନିରାକାରପୁର,୧ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଚାନେଗିରି ପଞ୍ଚାୟତ ରମାବିଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଉକ୍ତ ଗ୍ରାମର ପ୍ରକାଶ ପ୍ରଧାନଙ୍କ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ରେକର୍ଡ

ଢେଙ୍କାନାଳ ଅଫିସ, ୩୦ା୫ କରୋନା ସଙ୍କଟ ସମୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)କୁ ସଫଳତାର ସହ କାର୍ଯ୍ୟକାରୀ କରି ନୂଆ...

ଗର୍ଭସ୍ଥ ଶିଶୁ ଓ ମା’ଙ୍କ ମୃତ୍ୟୁ ଘଟଣା: ଆମ୍ବୁଲାନ୍ସ ଚାଳକ ନିଲମ୍ବିତ

ବାଙ୍ଗିରିପୋଷି,୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ହାଣଦା ଗ୍ରାମର ଜଣେ ଗର୍ଭବତୀଙ୍କୁ ନେଇ ଡାକ୍ତରଖାନା ଯିବା ବାଟରେ ଆମ୍ବୁଲାନ୍ସରୁ ତେଲ ସରିଯାଇଥିଲା। ଆମ୍ବୁଲାନ୍ସଟି ଅଧାବାଟରେ...

ଘର ପାଖରେ ଟିକାକରଣ ମାମଲା: ଭିନ୍ନକ୍ଷମ, ବରିଷ୍ଠ ନାଗରିକଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ

କଟକ ଅଫିସ, ୨୯ା୭: ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକଙ୍କୁ ଘର ପାଖରେ ଟିକା ପ୍ରଦାନ ନେଇ ସବିଶେଷ ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟ ରାଜ୍ୟ ସ୍ବାସ୍ଥ୍ୟ...

ସନ୍ତୁଳିତ ଜୀବନଯାପନ ଉଚ୍ଚ ରକ୍ତଚାପକୁ ଦୂର କରିପାରିବ

ସୋନପୁର,୧୮।୫(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ...

ପଟିଆମାଳ ଜଙ୍ଗଲରୁ ଦନ୍ତାର ମୃତଦେହ ଠାବ

ଟାଙ୍ଗୀ(ଖୋର୍ଦ୍ଧା)/ନିରାକାରପୁର,: ୨୬ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ରେଞ୍ଜ୍‌ ଅଧୀନ ପଟିଆମାଳ ଜଙ୍ଗଲରେ ସୋମବାର ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବନ ବିଭାଗର...

Advertisement
Archives

Model This Week