Posted inଜାତୀୟ

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀଙ୍କ ନଁାରେ ମାମଲା

ତ୍ରିଶୁର, ୪।୧୧ (ପି.ଟି.): କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ୍‌ ଏବଂ ପର୍ଯ୍ୟଟନ ରାଷ୍ଟ୍ର ମନ୍ତ୍ରୀ ସୁରେଶ ଗୋପୀଙ୍କ ପାଇଁ ଅଡ଼ୁଆ ବଢ଼ିଛି। ଆମ୍ବୁଲାନ୍ସର ଦୁରୁପଯୋଗ କରୁଥିବା ଅଭିଯୋଗରେ କେରଳ ପୋଲିସ ତାଙ୍କ ବିରୋଧରେ ରବିବାର ଏଫ୍‌ଆଇଆର୍‌ ରୁଜୁ କରିଛି। ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ)ର ଜିଲାସ୍ତରୀୟ ନେତା ସୁମେଶ କେପିଙ୍କ ଅଭିଯୋଗ ଆଧାରରେ ଆଇପିସିର ଧାରା ୨୭୯ ଏବଂ ମୋଟର ଭେଇକିଲ ଆକ୍ଟର ଧାରା ୧୭୯, ୨୮୮, ୧୯୨ ଅନୁଯାୟୀ, ତ୍ରିଶୁର ଇଷ୍ଟ ପୋଲିସ ଏହି ମାମଲା ରୁଜୁ କରିଛି। ସୁମେଶଙ୍କ ଅଭିଯୋଗ ଅନୁଯାୟୀ, ଗତ ଏପ୍ରିଲରେ ତ୍ରିଶୁର ପୁରମମ ଉତ୍ସବ ଚାଲିଥିବାବେଳେ ଗୋପୀ ଆମ୍ବୁଲାନ୍ସରେ ଯାତ୍ରା କରି ଏହାର ଅପବ୍ୟବହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?