Posted inଜାତୀୟ

ମୁମ୍ବାଇରେ ବ୍ୟାପୁଛି ଏହି ଅଜବ ରୋଗ, ଦେଖା ଦେଉଛି ଜ୍ୱର ଏବଂ ଅସ୍ଥିରତା ଭଳି ଲକ୍ଷଣ

ମୁମ୍ବାଇ,୨୪।୧୦: ଗତ କିଛି ଦିନ ହେବ ମୁମ୍ବାଇରେ ଏକ ଅଜବ ରୋଗରେ ଲୋକମାନେ ଆକ୍ରାନ୍ତ ହେଉଛନ୍ତି। ଏହି ରୋଗର ପ୍ରାରମ୍ଭିକ ଲକ୍ଷଣ ହେଉଛି ସାଧାରଣ ଜ୍ୱର। ଏହି ରୋଗ ଅଳ୍ପ ସମୟ ମଧ୍ୟରେ ବହୁ ସଂଖ୍ୟକ ଲୋକଙ୍କୁ ବ୍ୟାପିଥାଏ। ଟାଇମ୍ସ ଅଫ୍ ଇଣ୍ଡିଆର ରିପୋର୍ଟ ଅନୁଯାୟୀ ମ୍ୟାଲେରିଆ, ଚିକୁନ ଗୁନିଆ ଏବଂ ଅନ୍ୟାନ୍ୟ ସଂକ୍ରମଣ ପାଇଁ ରୋଗୀମାନଙ୍କୁ ପରୀକ୍ଷା କରାଯାଏ।

ବିଏଲ୍ ନାୟରଙ୍କ ଡାକ୍ତର ଟାଇମ୍ସ ଅଫ୍ ଇଣ୍ଡିଆକୁ କହିଛନ୍ତି ଯେ ଜ୍ୱର ସହିତ ଦାଗ ପ୍ରାୟତଃ ଡେଙ୍ଗୁକୁ ସୂଚାଇଥାଏ, କିନ୍ତୁ ଯେତେବେଳେ ଡେଙ୍ଗୁ ପରୀକ୍ଷା କରାଯାଏ, ରିପୋର୍ଟ ନକାରାତ୍ମକ ଫେରି ଆସେ। ଏହି ଅଦ୍ଭୁତ ଜ୍ୱର ସହରରେ ଦୁଇ ମାସ ପୂର୍ବରୁ ଦେଖାଯିବା ଆରମ୍ଭ କଲାଣି।

ଏହି ରୋଗର ଲକ୍ଷଣ:

ଅସାଧାରଣ ଜ୍ୱର ଲକ୍ଷଣ, ଶରୀରର ତାପମାତ୍ରା ୯୯ ରୁ ୧୦୨ ଡିଗ୍ରୀ ମଧ୍ୟରେ, ଚତୁର୍ଥ କିମ୍ବା ପଞ୍ଚମ ଦିନରେ ଦେହରେ ଦାଗ, ଆଖି ଭାରି ଲାଗିବା, ନିରନ୍ତର ମୁଣ୍ଡବିନ୍ଧା, ନିଦ୍ରା ଅଭାବ, ଵିଚଲତା ଲାଗିବା, ଗଣ୍ଠିରେ ପ୍ରବଳ ଯନ୍ତ୍ରଣା।

ସଂକ୍ରାମକ ରୋଗ ବିଶେଷଜ୍ଞ ଡା. ବସନ୍ତ ନାଗଭେକର ନିଜର ଅଭିଜ୍ଞାତା ବାଣ୍ଟି ଥିକହିଛନ୍ତି ଯେ ଡେଙ୍ଗୁ ୨ ଏବଂ ଡେଙ୍ଗୁ ୪ ସିରୋଟାଇପ୍ ପ୍ରାରମ୍ଭରେ ନକାରାତ୍ମକ ଫଳାଫଳ ଦେଖାଏ।

ଏହାକୁ ଏଡାଇବା ପାଇଁ କଣ କରିବା ଉଚିତ୍?

ଅଦ୍ୟାବଧି ଏହି ଅଜବ ରୋଗ ବିଷୟରେ କୌଣସି ସୂଚନା ଦିଆଯାଇ ନାହିଁ। ଏପରି ପରିସ୍ଥିତିରେ ଆପଣ ଗୋଟିଏ କାମ କରିପାରିବେ, ନିଜର ଖାଦ୍ୟର ବିଶେଷ ଯତ୍ନ ନିଅନ୍ତୁ, ପ୍ରଚୁର ପାଣି ପିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri