କୋଲେଷ୍ଟରଲ କମକରାଏ କାଜୁ

କାଜୁ ଖାଇବା ଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ ଓ ପ୍ରୋଟିନ୍‌ର ମାତ୍ରା ଅଧିକ ରହିଥାଏ। ଏହାକୁ ଖାଇବା ଲାଭଜନକ ହେବା ସହ ଅନେକ ରୋଗକୁ ମୁକ୍ତି ଦେଇଥାଏ ଜାଣନ୍ତୁ ସେ ସମ୍ପର୍କରେ…

– କାଜୁ ହାଡ଼ ଶକ୍ତ କରିବା ସହ ହାର୍ଟ ରୋଗରୁ ମୁକ୍ତି ଦେଇଥାଏ।

– ଏହା କୋଲେଷ୍ଟରଲ ପରିମାଣ କମ କରିଥାଏ। ଏହା ଶରୀରରେ ଆଇରନ ପରିମାଣ ବଢ଼ାଇଥାଏ।

– ଏହା ଖାଇବା ଫଳରେ ପାଚନତନ୍ତ୍ର ମଜଭୁତ ହୋଇଥାଏ।

– ତ୍ୱଚା ଉଜ୍ଜ୍ୱଳ ଦେଖାଯାଇଥାଏ।

– ମସ୍ତିଷ୍କ ରୋଗରୁ ମୁକ୍ତି ଦେବା ସହ ରକ୍ତଚାପ ନିୟନ୍ତ୍ରଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri