କେନ୍ଦ୍ର ସରକାର ଏକ ଐତିହାସିକ ନିଷ୍ପତ୍ତି ନେଇ ଆସନ୍ତା ଜନଗଣନାରେ ଜାତିଭିତ୍ତିକ ଜନଗଣନା କରିବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳର ରାଜନୈତିକ ବ୍ୟାପାର ସମିତି CCPA ଏହି ନିଷ୍ପତ୍ତିକୁ ଅନୁମୋଦନ ଦେଇଛି।