Posted inଫୁରସତ

ଲମ୍ଫ ମାରି ପକ୍ଷୀକୁ ମାଡିବସିଲା ବିଲେଇ: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ପଶୁପକ୍ଷୀଙ୍କ ଭିଡିଓ ଭାଇରାଲ ହେଉଛି। ବିଲେଇ ଲମ୍ଫ ପ୍ରଦାନ କରି ଏକ ପକ୍ଷୀକୁ ଧରୁଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି, ଗୋଟିଏ ବିଲେଇଟି ରାସ୍ତା ଯାଉଛି। ସେହି ସମୟରେ ଏକ ପକ୍ଷୀ ତା ଉପରେ ଉଡୁଥିବାବେଳେ ବିଲେଇ ଖୁବ କୌଶଳର ସହ ଲମ୍ଫ ମାରି ପକ୍ଷୀଟିକୁ ଜାବୁଡି ଧରୁଛି। ଆଇଏଫଏସ ଅଧିକାରୀ ସୁଶାନ୍ତ ନନ୍ଦ ନିଜ ଟୁଇଟରରେ ଏହି ଭିଡିଓକୁ ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲ୍‌ ଗେଟସ୍‌ ଆମେରିକାର ଏକ ନମ୍ବର ଚାଷୀ: କିଣିଲେ ୨୪୨ ହଜାର ଏକର ଚାଷ ଜମି

ଓ୍ବାଶିଂଟନ,୧୬।୧: ମାଇକ୍ରୋସଫ୍ଟ ସଂସ୍ଥାପକ ତଥା ପୃଥିବୀର ଚତୁର୍ଥ ଧନୀକ ଭାବେ ଖ୍ୟାତି ହାସଲ କରିଥିବା ବିଲ୍‌ ଗେଟସ୍‌ ଏବେ ଆମେରିକାର ଏକ ନମ୍ବର ଚାଷୀ ପାଲଟିଛନ୍ତି।...

ଏଠି ପ୍ରତିବର୍ଷ ମହିଳାଙ୍କ ପାଇଁ ଆୟୋଜିତ ହୁଏ ହର୍ସ ରେସ୍‌

ବ୍ରିଟେନରେ ଏମିତି ଏକ ହର୍ସ ରେସ୍‌ ବା ଘୋଡା ଦୌଡ ଆୟୋଜନ କରାଯାଇଥାଏ ଯେଉଁଥିରେ କେବଳ ମହିଳାମାନେ ହିଁ ଭାଗ ନେଇଥାଆନ୍ତି। ଏଥିରେ ଟେଲିଭିଜନ୍‌ ଆଙ୍କର,...

୧୦୫ ବର୍ଷରେ କରୋନାକୁ ଜିତିଲେ

କୋଲ୍ଲାମ୍‌: ସମଗ୍ର ଦେଶରେ କରୋନା ସଂକ୍ରମିତ ଏବଂ ଏହା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଏଭଳି ସମୟରେ କେରଳର ଜଣେ ୧୦୫ ବର୍ଷୀୟା ମହିଳା କରୋନାକୁ...

ହାତୀ ମଳରୁ କାଗଜ ପ୍ରସ୍ତୁତ, ୩୦ ଦେଶରେ ହେଉଛି ବିକ୍ରି

ଆପଣ ନିଶ୍ଚିତ ଭାବରେ ଶୁଣିଥିବେ ଯେ, କାଗଜ ତିଆରି ପାଇଁ ବାଉଁଶ, ସବାଇ ଘାସ ଆଦି ବ୍ୟବହାର କରାଯାଏ। ମାତ୍ର ଏବେ ଗଛ ନୁହେଁ ବରଂ...

୬୦୦ରୁ ୬୦୦ ନମ୍ବର ଆଣି ଇତିହାସ ରଚିଲେ ଦିବ୍ୟାଂଶୀ, ଏହି ବିଷୟରେ କ୍ୟାରିୟର୍‌ ଗଢିବାକୁ ଚାହୁଁଛନ୍ତି

ଲକ୍ଷ୍ନୌ,୧୪।୭: ସିବିଏସଇ ବୋର୍ଡ ଦ୍ୱାଦଶ ପରୀକ୍ଷାରେ ୬୦୦ରୁ ୬୦୦ନମ୍ବର ଆଣି ଇତିହାସ ସୃଷ୍ଟି କରିଛନ୍ତି ଲକ୍ଷ୍ନୌର ଦିବ୍ୟାଂଶୀ। ୧୭ ବର୍ଷୀୟ ଏହି ଛାତ୍ରୀ ଇଂରାଜୀ, ସଂସ୍କୃତ,...

ଚାଇନା ତିଆରି କରୁଛି ଏମିତି ଟେଲିସ୍କୋପ, ଯାହା ଦେବ ଏଲିଅନ୍‌ଙ୍କ ବିଷୟରେ ଖବର

ବେଜିଂ,୧୫।୧: ମହାକାଶରେ ଏଲିଅନ୍‌, ଏଷ୍ଟରୟେଡ୍‌ସ ଏବଂ ମେଟିୟୋର୍ସ ଖବର ଦେବା ପାଇଁ ଥିବା ଆର୍ସିବୋ ଟେଲିସ୍କୋପ ଭାଙ୍ଗିଯିବା ପରେ ଚାଇନା ବିଶ୍ୱ ପାଇଁ ନୂଆ ଟେଲିସ୍କୋପ...

ବାଇକ୍‌ ଚଲାଇ କରୁଥିଲେ ଫେସ୍‌ବୁକ୍‌ ଲାଇଭ୍‌, ଆଉ ତା’ପରେ..

ଏବେ ଏକପ୍ରକାର ନିଶା ପାଲଟିଛି ସ୍ମାର୍ଟଫୋନ। କେବଳ ଯୁବପିଢି ନୁହେଁ, ସମସ୍ତଙ୍କୁ ନିଜ ମାୟାରେ ବଶୀଭୂତ କରିଛି ସ୍ମାର୍ଟଯୁଗର ସ୍ମାର୍ଟଫୋନ। ସ୍ମାର୍ଟଫୋନ କେବଳ ଆଖି ଖରାପ...

ନିର୍ମାଣ ହେବ ଭାସମାନ ସହର, ଜାତିସଂଘ ଯୋଗାଇବ ସହାୟତା…

ସିଓଲ,୨୦।୧୧: ପ୍ରାୟ ଦୁଇ ବର୍ଷ ପୂର୍ବେ ବିଲଡର୍ସ, ଇଞ୍ଜିନିୟର୍‌ ଏବଂ ସ୍ଥପତିମାନଙ୍କର ଏକ ଗୋଷ୍ଠୀ ମିଳିତ ଜାତିସଂଘରେ ଏକ ଉଚ୍ଚାଭିଳାଷୀ ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ।...

Advertisement
Archives

Model This Week