Posted inଫୁରସତ

ମାଲିକଙ୍କ ମୃତ୍ୟୁର ୨ ମାସ ପରେ ବି କବର ନିକଟରୁ ଉଠୁନି ବିଲେଇ

ମଣିଷ ପାଇଁ ସବୁଠୁ ବିଶ୍ୱସ୍ତ ପ୍ରାଣୀ କୁକୁର ବୋଲି ଆମେ ସମସ୍ତେ ଜାଣିଛେ। ପ୍ରାୟତଃ ସୋସିଆଲ ମିଡିଆରେ କୁକୁର ଏବଂ ମାଲିକଙ୍କ ମଧ୍ୟରେ ଥିବା ଭଲପାଇବା ଜଡ଼ିତ ହୃଦୟସ୍ପର୍ଶୀ କାହାଣୀ ଶୁଣିଥାଉ ବା ଦେଖିଥାଉ। ଏବେ ଏକ ବିଲେଇ ମଧ୍ୟ ଜଣେ ମାଲିକଙ୍କ ବିଶ୍ୱସ୍ତ ହୋଇଥିବା ପ୍ରମାଣିତ ହୋଇଛି।

ସର୍ବିଆର ଶେଖ ମୁଏମର ଜୁକୋରଲିଙ୍କ ପୋଷା ବିଲେଇ ବିଷୟରେ କହୁଛୁ। ୬ ନଭେମ୍ବର ୨୦୨୧ରେ ଜୁକୋରଲିଙ୍କ ମୃତ୍ୟୁ ପରେ ପ୍ରତିଦିନ ବିଲେଇଟି ତାଙ୍କ କବର ପାଖରେ ବସୁଛି। ଯାହାକୁ ନେଇ ବିଲେଇଟି ଚର୍ଚ୍ଚାରେ ରହିଛି। ବର୍ତ୍ତମାନ ଫଟୋଟି ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଜୁକୋରଲିଙ୍କ ବରଫ ଆଚ୍ଛାଦିତ କବର ଉପରେ ବିଲେଇଟି ଶାନ୍ତ ଭାବରେ ବସିଛି। ଏଥିରେ କ୍ୟାପଶନ ଲେଖା ହୋଇଛି, ମାଲିକଙ୍କ ପାଖରେ ତାଙ୍କ ବିଲେଇ ଅଛି।

ମାଲିକଙ୍କ ମୃତ୍ୟୁର ଦୁଇମାସ ପରେ, କବର ନିକଟରେ ବିଲେଇର ଉପସ୍ଥିତି ଲୋକଙ୍କୁ ଭାବପ୍ରବଣ କରିଛି। କେହି କେହି କହିଛନ୍ତି, ବିଲେଇ କେତେ ବିଶ୍ୱସ୍ତ। ସେହିପରି ଆଉ ଜଣେ ୟୁଜର ଲେଖିଛନ୍ତି, କୁକୁର ଛାଡ଼ି ସମସ୍ତେ ବିଲେଇ ପୋଷ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA)…

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri