ଅନଗୁଳ-ଢେଙ୍କାନାଳ

ଟ୍ରେନ ଧକ୍କାରେ ହାତୀ ମୃତ

ଢେଙ୍କାନାଳ ଅଫିସ,୨୦।୬- ଢେଙ୍କାନାଳ ସଦର ଥାନା ସଦର ରେଞ୍ଜ କାଉଁରିଆପାଳ ରେଳ ଲାଇନରେ ଟ୍ରେନ ଧକ୍କାରେ ଗୁରୁବାର ସକାଳେ ଏକ ମାଈ ହାତୀର ମୃତ୍ୟୁ ଘଟିଛି। ରେଳ ଲାଇନ ପାର ହେଉଥିବାବେଳେ ହାତୀଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଖବରପାଇ ବନବିଭାଗର...

ମୃଦୁ ପାନୀୟରେ ନିଶା ଦେଇ ଯୁବକଙ୍କଠାରୁ ମୋବାଇଲ, ଟଙ୍କା ଲୁଟ୍‌; ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର

ଅନୁଗୋଳ ଅଫିସ,୨୦।୬: ଅନୁଗୋଳ ଜାମୁଣ୍ଡା ଜଙ୍ଗଲ ଅଞ୍ଚଳର ଜଣେ ଯୁବକଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଲୁଟ୍‌ କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି। ଲୁଟ୍‌ର ଶିକାର ହୋଇଥିବା ଯୁବକ ହେଲେ ରାକେଶ କୁମାର ପ୍ରଧାନ। ଦୁଇ ଜଣ ଦୁର୍ବୃତ୍ତ ତାଙ୍କଠାରୁ...

ଜନ୍ମମାଟିରେ ଶହୀଦ ଅଜିତ୍‌ଙ୍କ ମରଶରୀର: ଶେଷ ଦର୍ଶନ ପାଇଁ ଗ୍ରାମରେ ଜନସମୁଦ୍ର, ଗ୍ରାମ ଶ୍ମଶାନରେ କରାଯିବ ଶେଷକୃତ୍ୟ

କାମାକ୍ଷାନଗର,୨୦।୬(ଡି.ଏନ୍‌.ଏ.): ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଜନ୍ମମାଟି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବଡ଼ସୁଆଁଳ ଗ୍ରାମରେ ପହଞ୍ଚିଛି। ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବହୁ ପ୍ରଶାସନିକ ଅଧିକାରୀଙ୍କ ସହ ନିକଟସ୍ଥ ଗ୍ରାମର ହଜାର ହଜାର ସଂଖ୍ୟାରେ ଲୋକ ଅଜିତ୍‌ଙ୍କ...

ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ

ଛେଣ୍ଡିପଦା,୨୦।୬(ଡି.ଏନ୍‌.ଏ): ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ପାତ୍ରପଡା ଗଁା ନିକଟରେ ଗୁରୁବାର ସକାଳେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ ହୋଇଛନ୍ତି। ଆହତ ବୃଦ୍ଧ ହେଲେ ପାତ୍ରପଡା ଦଳିତ ସାହି ଗାଁର ବନ୍ଧୁଆ ନାଏକ(୬୫)। ସକାଳେ...

ବୀର ପୁଅକୁ ଝୁରୁଛି ବଡ଼ସୁଅଁ।ଳ : ଶହୀଦ ଅଜିତ୍‌ଙ୍କୁ ଚାହିଁ ବସିଛନ୍ତି ସଭିଏଁ

କାମାକ୍ଷାନଗର, ୨୦।୬(ଡି.ଏନ୍‌.ଏ.) – ଆତଙ୍କବାଦୀଙ୍କ ସହ ଲଢ଼ି ଶହୀଦ ହୋଇଛନ୍ତି ଅଜିତ୍‌ ସାହୁ। ହଠାତ୍‌ ଏହି ଘଟଣାକୁ ବିଶ୍ୱାସ କରିପାରି ନ ଥିବା ସାଙ୍ଗସାଥୀ, ବନ୍ଧୁବାନ୍ଧବ, ପରିବାର, ଆତ୍ମୀୟସ୍ବଜନ ଏବେ ସତ୍ୟତା ଜାଣିଲେଣି। ଏବେ ଅଫେରା ଦୁନିଆରେ ଅଜିତ୍‌। ସେ...

ବିଶ୍ରାମାଗାରରୁ ନବଜାତ ଶିଶୁକନ୍ୟା ଉଦ୍ଧାର : ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା

ଢେଙ୍କାନାଳ ଅଫିସ,୨୦।୬ – ଢେଙ୍କାନାଳ ଜିଲା ଯୋରନ୍ଦା ନିକଟ ତେରମାଇଲ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରୁ ବୁଧବାର ସକାଳ ୫ଟା ୨୦ରେ ଅସହାୟ ଅବସ୍ଥାରେ ପଡ଼ିଥିବା ଏକ ନବଜାତ ଶିଶୁକନ୍ୟାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଢେଙ୍କାନାଳ ଯିବା ପାଇଁ ବସ୍‌କୁ ଅପେକ୍ଷା...

ଅଭିଯୁକ୍ତ ପ୍ରେମିକଙ୍କୁ ଧରୁନି ପୋଲିସ : ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗର୍ଭବତୀ ଯୁବତୀ

ଅନୁଗୋଳ ଅଫିସ, ୨୦।୬ – ଅନୁଗୋଳକୁ ସିଲାଇ ତାଲିମ ନେବାକୁ ଆସୁଥିବା ବେଳେ ଡେରଜାଙ୍ଗ ଗ୍ରାମର ସୁବାସ ବେହେରାଙ୍କ ସହ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ପରେ ବିବାହ ପ୍ରତିଶ୍ରୁତି ଦେଇ ସୁବାସ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ।...

ହୋଲ୍‌ଡିଂ ଟିକସ ଆଦାୟରେ ପକ୍ଷପାତିତା ଅଭିଯୋଗ : ସରକାରୀ କାର୍ଯ୍ୟାଳୟ ପ୍ରତି ଅନୁକମ୍ପା

ଅନୁଗୋଳ ଅଫିସ, ୨୦।୬ – ଅନୁଗୋଳ ପୌରପାଳିକାର ଆୟ ବୃଦ୍ଧି ଉପରେ ଗୁରୁତ୍ୱ ଦେଉଛନ୍ତି ଜିଲାପାଳ ମନୋଜ କୁମାର ମହାନ୍ତି। ବିଭିନ୍ନ ସମୀକ୍ଷା ବୈଠକରେ ଏ ନେଇ ପୌର ପ୍ରଶାସନକୁ ସେ ବାରମ୍ବାର ପରାମର୍ଶ ଦେଉଛନ୍ତି। ତଦନୁଯାୟୀ ପୌରପାଳିକା ପକ୍ଷରୁ...

ଅନୁଗୋଳରେ ଯାଞ୍ଚ ହେଉନି ଲିଚୁର ମାନ

ଅନୁଗୋଳ ଅଫିସ, ୨୦।୬ – ବିହାରରେ ଏନସେଫାଲାଇଟ୍‌ସରେ ଆକ୍ରାନ୍ତ ହୋଇ ଶିଶୁମୃତ୍ୟୁ ବଢିଚାଲିଛି। ଲିଚୁ ଖାଇବା ଯୋଗୁ ଏପରି ହେଉଥିବା ସନ୍ଦେହ କରାଯିବା ପରେ ବଜାରରେ ଥିବା ଲିଚୁରେ କ୍ଷତିକାରକ ରାସାୟନିକ ପଦାର୍ଥ ରହୁଛିକି ନା ତାହାର ଯାଞ୍ଚ ପାଇଁ...

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲାସ୍ତରୀୟ ମକ୍‌ ଡ୍ରିଲ : ଧନଜୀବନ ରକ୍ଷା କୌଶଳ ପ୍ରଦର୍ଶନ

ଅନୁଗୋଳ ଅଫିସ, ୨୦।୬ – ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲୋକମାନଙ୍କ ଧନଜୀବନର ସୁରକ୍ଷା କରିବା ପାଇଁ ବୁଧବାର ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ମକ୍‌ ଡ୍ରିଲ ଆୟୋଜିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର...

ବିମାନରେ ଯାନ୍ତ୍ରିକ ତ୍ରୁଟି: ଆଜି ପହଞ୍ଚିବ ଶହୀଦ ଅଜିତ୍‌ଙ୍କ ମରଶରୀର

କାମାକ୍ଷାନଗର, ୧୯।୬(ଡି.ଏନ୍‌.ଏ.): ବିମାନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଓଡ଼ିଶା ଆସିବାରେ ବିଳମ୍ବ ହେଉଛି। ଗୁରୁବାର ତାଙ୍କ ମୃତଦେହ ଭୁବନେଶ୍ୱରେ ପହଞ୍ଚିବ। ଜନ୍ମମାଟି କାମାକ୍ଷାନଗର ବ୍ଲକ ବଡ଼ସୁଅଁ।ଳ ଗ୍ରାମକୁ ଅଣାଯିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ...

ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା: ପ୍ରେମିକ ଫେରାର ହେବା ପରେ ଅନୁଗୋଳ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଯୁବତୀ

ଅନୁଗୋଳ ଅଫିସ,୧୯।୬: ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳର ଜଣେ ଯୁବତୀ ଓ ତାଙ୍କ ପରିବାରଲୋକେ ବୁଧବାର ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏପରିକି ନ୍ୟାୟ ନ ମିଳିଲେ ଆତ୍ମାହୂତି ଦେବେ ବୋଲି ଯୁବତୀଜଣଙ୍କ ଚେତାବନୀ ଦେଇଛନ୍ତି। ସୂଚନାନୁଯାୟୀ,...

ରାତିଅଧିଆ ପ୍ରେମ ବେଳେ ନିସ୍ତୁକ ମାଡ଼: ପ୍ରେମିକ ଗୁରୁତର, ୨ ଗିରଫ

ଛେଣ୍ଡିପଦା,୧୯।୬(ସ୍ବ.ପ୍ର.) – ପ୍ରେମିକଙ୍କୁ ମହଙ୍ଗା ପଡ଼ିଛି ରାତିଅଧିଆ ପ୍ରେମ। ପ୍ରେମିକାଙ୍କ ବାପା ଓ ଅଜାଙ୍କ ମାଡ଼ରେ ଗୁରୁତର ହୋଇଛନ୍ତି ଜଣେ ପ୍ରେମିକ। ଖବରପାଇ ପୋଲିସ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ଏଥିସହ ପ୍ରେମିକଙ୍କ ବାପାଙ୍କ...

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଅନୁଗୋଳ ଅଫିସ, ୧୯।୬- ଅନୁଗୋଳ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସ କୋର୍ଟ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତ ମଣ୍ଟୁ ଓରଫ କିଶୋର କୁମାର ସିଂ(୨୭)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ...

ସୋମ୍‌ ହିରୋ ପକ୍ଷରୁ ନୂତନ ବାଇକ୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ, ୧୯।୬- ଢେଙ୍କାନାଳ କୁଞ୍ଜକାନ୍ତସ୍ଥିତ ସୋମ୍‌ ହିରୋ ଶୋ’ରୁମ ପରିସରରେ ହିରୋ କମ୍ପାନୀ ପକ୍ଷରୁ ନୂତନ ଜ୍ଞାନକୌଶଳରେ ନିର୍ମିତ ୩ ବାଇକ୍‌ ଓ ସ୍କୁଟର ମଙ୍ଗଳବାର ଅପରାହ୍ନରେ ବଜାର ପ୍ରବେଶ ହୋଇଛି। ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ଶୋ’ରୁମର...

କମୁଛି ପରିବାର କଲ୍ୟାଣ ଅସ୍ତ୍ରୋପଚାର ସଂଖ୍ୟା: ଲକ୍ଷ୍ୟ ଥିଲା ୮ଶହ, ହୋଇଛନ୍ତି ୬୧

ବଅଁରପାଳ,୧୯।୬ (ଡି.ଏନ୍‌.ଏ.) – ପରିବାର କଲ୍ୟାଣ ଅସ୍ତ୍ରୋପଚାର ହେଲେ ମିଳିବ ଅନେକ ସୁବିଧା ସୁଯୋଗ। ପ୍ରୋତ୍ସାହନ ରାଶି ଆକାରରେ ନଗଦ ଅର୍ଥ ଦିଆଯିବ ସରକାରଙ୍କ ପକ୍ଷରୁ। ହେଲେ ଏହି ଯୋଜନାର ସୁବିଧା ସୁଯୋଗ ନେବା ପାଇଁ ଆଉ ପୂର୍ବଭଳି ଆଗ୍ରହ...

୨ ଘଣ୍ଟାରେ ବେପାର ସରେ

ପିଲାବେଳେ ବାପାଙ୍କୁ ଦୋକାନରେ ସହଯୋଗ କରୁଥିଲେ। ତାଙ୍କଠାରୁ ସ୍ବାଦିଷ୍ଟ ଜଳଖିଆ ତିଆରି କରିବା ଶିଖିଥିଲେ। ଟିକେ ବଡ଼ ହେବା ପରେ ନିଜେ ଏହି ବ୍ୟବସାୟ ଆରମ୍ଭ କଲେ। ସେତେବେଳେ ସେ ଏକା ଜଳଖିଆ ପ୍ରସ୍ତୁତ ସହ ବିକ୍ରି କରୁଥିଲେ। ଏବେ...

କାମାକ୍ଷାନଗର ଏନ୍‌ଏସି ହଟାଇଲା ଜବରଦଖଲ

କାମାକ୍ଷାନଗର, ୧୮।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସିରେ ରାସ୍ତା ପାର୍ଶ୍ୱ ଡ୍ରେନ୍‌ ଉପରେ ଥିବା ଅସ୍ଥାୟୀ ଘରଗୁଡ଼ିକୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି।  ଏନ୍‌ଏସିର ସୌନ୍ଦର୍ଯ୍ୟକରଣ ବଢ଼ାଇବା ଏବଂ ଟ୍ରାଫିକ୍‌ ସମସ୍ୟାର ସମାଧାନ ଲାଗି ପ୍ରଶାସନ ଏବଂ ଏନ୍‌ଏସି କର୍ତ୍ତୃପକ୍ଷଙ୍କ ମିଳିତ ଉଦ୍ୟମରେ...