ବାଲେଶ୍ୱର

ମୃତ ନାବାଳକଙ୍କୁ ବଞ୍ଚାଇବା ଲାଗି ପୂଜାର୍ଚ୍ଚନା

ଜଳେଶ୍ୱର, ୩ା୯(ରବିନାରାୟଣ ପାତ୍ର)ବିଜ୍ଞାନ ଯେତେ ଅଗ୍ରଗତି କଲେ ମଧ୍ୟ ଏବେ ବି ଲୋକଙ୍କ ମନରେ ବସାବାନ୍ଧି ରହିଛି ଅନ୍ଧବିଶ୍ୱାସ। ଜଣେ ନାବାଳକଙ୍କୁ ଡାକ୍ତର ମୃତ ଘୋଷଣା କରିବା ସତ୍ତ୍ୱେ ପରିବାର ଲୋକେ ସତ୍କାର ନ କରି ବଞ୍ଚାଇବା ପାଇଁ ଠାକୁରାଣୀଙ୍କଠାରେ...

ପିକ୍‌ଅପ୍‌ ପଛରୁ ପିଟିଲା ଆମ୍ବୁଲାନ୍ସ: ୩ ଗୁରୁତର

ରୂପସା ,୨।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପସା ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ମିରିଗିମୁଣ୍ତି ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସର ଫାର୍ମାସିଷ୍ଟଙ୍କ ସମେତ ୩ ଜଣ ଗୁରୁତର ...

ସୁନା ଦୋକାନରେ ଜିଏସ୍‌ଟି ଚଢ଼ାଉ

ଚାନ୍ଦବାଲି,୩୧ା୮(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ବଜାରସ୍ଥିତ ସୁବୋଧ ସାହୁ ଆଣ୍ଡ୍‌ ସନ୍ସ ଜୁଏଲାରୀ ଦୋକାନ ଉପରେ ଗୁରୁବାର ଜିଏସ୍‌ଟି(ଏନ୍‌ଫୋର୍ସମେଣ୍ଟ) ପକ୍ଷରୁ ଚଢ଼ାଉ କରାଯାଇଛି। ଯାଜପୁର ଡିଭିଜନ ପକ୍ଷରୁ ୨ଟି ଗାଡ଼ିରେ ପ୍ରାୟ ୧୦ଜଣ କର୍ମଚାରୀ ଆସି...

ପାଠ ନ ଆସିବାରୁ ଛାତ୍ରଙ୍କୁ ପିଟିଲେ ଶିକ୍ଷକ

ନୀଳଗିରି, ୨୯।୮(ପ୍ରଶାନ୍ତ ବିଶ୍ୱାଳ): ଭୟମୁକ୍ତ ହୋଇ ଛାତ୍ରୀଛାତ୍ରଙ୍କ ମନରେ ପାଠ ପ୍ରତି ଆଗ୍ରହ ସୃଷ୍ଟି କରିବାକୁ ସରକାର ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଘୋଷଣା କରିଛନ୍ତି। ହେଲେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଛତ୍ରପୁର ପଞ୍ଚାୟତ ମଧୂପୁରିଆ ପ୍ରାଥମିକ ବିଦ୍ୟାଳୟରେ ଏଥିରେ ବ୍ୟତିକ୍ରମ...

ଭାଙ୍ଗିଲେ ଘର, ଲୋକେ ଆତଙ୍କିତ

ନୀଳଗିରି, ୨୯।୮(ପ୍ରଶାନ୍ତ ବିଶ୍ୱାଳ): ଖାଦ୍ୟ ଅନ୍ବେଷଣରେ ଏବେ ଗାଁମୁହାଁ ଝାଡ଼ଖଣ୍ଡ ହାତୀ। ନୀଳଗିରି ଏନ୍‌ଏସିରେ ଦୁଇଟି ଦନ୍ତା ପଶି ଘର ଭାଙ୍ଗିବା ସହ ବ୍ୟାପକ ଉପଦ୍ରବ ଚଳାଇଛନ୍ତି। ୧୫ଦିନରୁ ଊର୍ଦ୍ଧ୍ୱ ହେବ ଝାଡ଼ଖଣ୍ଡରୁ ଆସିଥିବା ଦୁଇଟି ଦନ୍ତା ହାତୀ ତିନିକୋଶିଆ...

କାଗଜ ପେଟିରୁ ମିଳିଲା ନବଜାତ ଶିଶୁର ମୃତଦେହ

ରୂପସା, ୨୮।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ବସ୍ତା-ବାଲିଆପାଳ ରାସ୍ତାର ପେଜଗଳା ପୋଲ ନିକଟରେ ସୋମବାର ଏକ କାଗଜ ପେଟି ଭିତରେ ନବଜାତ ଶିଶୁର ମୃତଦେହ ମିଳିଛି। କେଉଁ ପରିସ୍ଥିତିରେ ଏହି ନବଜାତକକୁ ଏଠାରେ କିଏ ପକାଇଛି...

ନୀଳଗିରିରେ ମିଲେଟ୍‌ ମିଶନ ଫେଲ୍‌

ନୀଳଗିରି,୨୮।୮(ପ୍ରଶାନ୍ତ ବିଶ୍ୱାଳ): ରାଜ୍ୟରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଆର୍ଥତ୍କ ଅବସ୍ଥାରେ ଉନ୍ନତି ଆଣିବା ଓ ଲୋକଙ୍କ ପୁଷ୍ଟିସାଧନକୁ ଦୃଷ୍ଟିରେ ରଖି ସରକାର ମିଲେଟ ମିଶନ ଯୋଜନା ଆରମ୍ଭ କରିଛନ୍ତି। ମାତ୍ର ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏହି ମିଶନ...

ଥମୁନି କୁମ୍ଭୀର ଆତଙ୍କ

ସୋର, ୨୬।୮: ସୋର ବ୍ଲକ ଚପରପଦା ଗ୍ରାମରେ ଯାଇଥିବା ପିତାକଳିଆ ନଦୀ ହୁଡ଼ାରେ ଏକ ବିରାଟ କୁମ୍ଭୀର ଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ। କାଂଶବାଂଶ ନଦୀ ପରେ ପୁଣି ଏହା ପିତାକଳିଆ ନଦୀରେ ଦେଖାଦେଇଛି। ଗତ ୧୫ ଦିନ ତଳେ...

୨ ଅଧିକାରୀଙ୍କୁ ୫ବର୍ଷ ଲେଖାଏ ଜେଲଦଣ୍ଡ

ବାଲେଶ୍ୱର, ୨୩।୮ (ମାନସ ବିଶ୍ୱାଳ): ଚିଟ୍‌ଫଣ୍ଡ ଠକେଇ ମାମଲାର ବିଚାର କରି ବାଲେଶ୍ୱର ସ୍ବତନ୍ତ୍ର ଓପିଆଇଡି (ଓଡ଼ିଶା ପ୍ରୋଟେକ୍ସନ୍‌ ଅଫ୍‌ ଇଣ୍ଟରେଷ୍ଟ ଅଫ୍‌ ଡିପୋଜିଟର) କୋର୍ଟ ଜଜ୍‌ ବିଶ୍ୱଜିତ ଦାସ ସାରଦା ଚିଟ୍‌ଫଣ୍ଡର ଷ୍ଟେଟ୍‌ କୋଅର୍ଡିନେଟର ବିଚିତ୍ରାନନ୍ଦ ଦାସ ଓ...

ନିଲମ୍ବିତ ହେଲେ ତତ୍କାଳୀନ ପିଇଓ

ନୀଳଗିରି, ୨୨।୮(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁଇଟି ଘରକୁ ଏକ ଦମ୍ପତି ହାତେଇବା ଘଟଣା ନେଇ ବାଲେଶ୍ୱର ଜିଲାପାଳଙ୍କଠାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ତଦନ୍ତ ହୋଇ ତତ୍କାଳୀନ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀଣି(ପିଇଓ)...

ନିଖୋଜ ମହିଳାଙ୍କ ସନ୍ଧାନ ମିଳୁନି

ରୂପସା, ୨୧।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ଆଙ୍କୋ ଗ୍ରାମର ମହିଳା ଅନ୍ନପୂର୍ଣ୍ଣା ନାୟକ (୭୩) ଗତ ୭ତାରିଖରୁ ନିଖୋଜ ଅଛନ୍ତି। ବହୁ ଖୋଜାଖୋଜି ପରେ ନିରାଶ ହୋଇ ଗତ ୧୨ ତାରିଖରେ ତାଙ୍କ ପୁଅ ଗୋପାଳ...

ଚାଲାଣ ବେଳେ ୨୦ରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର କଲେ ଗ୍ରାମବାସୀ

ବାଲିଆପାଳ, ୨୧।୮(ଗୋପାଳ ଚନ୍ଦ୍ର ସାହୁ): ବାଲେଶ୍ୱର ଜିଲା ବାଲିଆପାଳ-କର୍ମଦ୍ଦା ରାସ୍ତା ଛୁଟଖାନପୁର ଦେଇ ରବିବାର ରାତିରେ ୨ଟି ପିକଅପ୍‌ରେ ଗୋରୁ ଚାଲାଣ ହେଉଥିବା ବେଳେ ଗ୍ରାମବାସୀ ଅଟକାଇ ଗାଡ଼ି ଭଙ୍ଗାରୁଜା କରିବା ସହ ୨୦ରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri