ବାଲେଶ୍ୱର

ଜଳପଥରେ ସମରାଭ୍ୟାସ: ସାମିଲ ହେଲେ ସମସ୍ତ ମେରାଇନ ଥାନା

ଭୋଗରାଇ,୨୧ା୩(ପ୍ରଦୀପ ଦାସ): ୨୦୦୮ ନଭେମ୍ବର ୧୧ରେ ମୁମ୍ବାଇରେ ସନ୍ତ୍ରାସବାଦୀ ଆକ୍ରମଣ, ୨୦୧୯ ଫେବୃଆରୀ ୧୪ ପୁଲଓ୍ବାମା ସୈନିକ ଗାଡ଼ିରେ ବିସ୍ଫୋରଣ ପରେ ଭାରତ ସରକାର ପ୍ରତିରକ୍ଷା ବାହିନୀକୁ ଜଳପଥରେ ବିଶେଷ ଭାବେ ନଜର କଡ଼ାକଡ଼ି କରିଛନ୍ତି। ବିଗତ ବର୍ଷପରି ତଟରକ୍ଷୀ...

କୁଲଡିହା ଅଭୟାରଣ୍ୟ ଅଞ୍ଚଳରେ ଚଢ଼ାଉ: ୫ ବନ୍ଧୁକ ଜବତ, ୬ ଶିକାରୀ ଗିରଫ

ନୀଳଗିରି,୨୧ା୩(ପ୍ରଶାନ୍ତ କୁମାର ବିଶ୍ୱାଳ): ରାତି ଅଧିଆ ଚଢ଼ାଉ କରାଯାଇ କୁଲଡିହା ଅଭୟାରଣ୍ୟ ଅଞ୍ଚଳର ୬ ଶିକାରୀ ଗିରଫ ହୋଇଛନ୍ତି। ନୀଳଗିରି ପୋଲିସ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉରେ ଏହି ଶିକାରୀମାନେ ଗିରଫ ହେବା ସହ ସେମାନଙ୍କ ନିକଟରୁ...

ବାଙ୍ଗରାରେ ପାସେଞ୍ଜର ହଲ୍ଟ ନିର୍ମାଣ ନେଇ ସର୍ଭେ ଆରମ୍ଭ

ବାଲେଶ୍ୱର, ୨୦।୩(ମାନସ ବିଶ୍ୱାଳ): ବାଲେଶ୍ୱର ନିକଟସ୍ଥ କୁରୁଡ଼ାର ବାଙ୍ଗରା ଲେଭଲକ୍ରସିଂଠାରୁ ୩ ଶହ ମିଟର ଦୂରରେ ଏକ ପାସେଞ୍ଜର ହଲ୍ଟ ନିର୍ମାଣ ଲାଗି ମଙ୍ଗଳବାର ମଧ୍ୟାହ୍ନରେ ଦକ୍ଷିଣ ପୂର୍ବ ରେଳବାଇର ଡିଆରଏମ୍‌ଙ୍କ ନିର୍ଦ୍ଦେଶରେ ବିଭାଗୀୟ କର୍ମଚାରୀମାନେ ଗ୍ରାଉଣ୍ଡ ଜିରୋରୁ ସର୍ଭେ...

ଅଧାପନ୍ତରିଆ ରାସ୍ତାର ଉଦ୍‌ଘାଟନ

ବାଲେଶ୍ୱର,୨୦।୩(ମାନସ ବିଶ୍ୱାଳ): ବାଲେଶ୍ୱର ସଦର ବ୍ଲକ ଅଧୀନ କଷାଫଳ ପଞ୍ଚାୟତର ଜନସାଧାରଣଙ୍କ ଦୀର୍ଘଦିନର ଦାବି କ୍ରମେ ଦତ୍ତ ଘର ମୁଖ୍ୟରାସ୍ତାଠାରୁ ଗୌରାଙ୍ଗ ଦଳେଇ ଘର ଦେଇ ସାରଙ୍ଗଦେବ ମନ୍ଦିର ପର୍ଯ୍ୟନ୍ତ ୫ କି.ମି. ରାସ୍ତା ନିର୍ମାଣ କାର୍ଯ୍ୟ ଗତ ଡିସେମ୍ବରଠାରୁ...

ଅଧ ରାତିରେ ପଞ୍ଚଲିଙ୍ଗେଶ୍ୱର ମହାଦେବଙ୍କ ହୁଣ୍ଡିବାକ୍ସ କାଟିନେଲେ

ନୀଳଗିରି,୨୦।୩(ପ୍ରଶାନ୍ତ କୁମାର ବିଶ୍ବାଳ): ଦିଅଁ, ଦେବତା, ଠାକୁର ଠାକୁରାଣୀଙ୍କୁ ବି ଭୟ ନାହିଁ। ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ନୀଳଗିରି ନିକଟସ୍ଥ ବାବା ପଞ୍ଚଲିଙ୍ଗେଶ୍ୱରଙ୍କର ପୀଠରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ଅଧ ରାତିରେ ପଞ୍ଚଲିଙ୍ଗେଶ୍ୱର ମହାଦେବଙ୍କ ହୁଣ୍ଡିବାକ୍ସକୁ କଟର...

ବନ କର୍ମଚାରୀଙ୍କୁ ଗୁଳି ମାରିଲେ ଶିକାରୀ

ନୀଳଗିରି,୧୯।୩ (ପ୍ରଶାନ୍ତ କୁମାର ବିଶ୍ବାଳ): ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼। ଏପରି ଏକ ଅଘଟଣ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟର ପଞ୍ଚଲିଙ୍ଗେଶ୍ୱର ବିଟ ଅଞ୍ଚଳରେ ଘଟିଛି। ପାଟ୍ରୋଲିଂ ବେଳେ ମୁହାଁମୁହିଁ ହେଲେ ଶିକାରୀ ଓ...

ରିଲ୍ସ କରୁଥିବାବେଳେ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ବାଲେଶ୍ୱର,୧୮।୩: (ଜନ୍ମେଜୟ ମିଶ୍ର)-ସୋର ଥାନା ସବିରା ରେଳଷ୍ଟେଶନ ନିକଟରେ ରହଣିଆ ଗ୍ରାମ ନିକଟରେ ଟ୍ରେନ ଲାଇନରେ ଜଣେ ଯୁବକ ଇନଷ୍ଟାଗ୍ରାମରେ ରିଲସ କରୁଥିବା ବେଳେ ଟ୍ରେନ୍‌ ଧକ୍କାରେ ତାଙ୍କର ମୃତ୍ୟୁ ହୋଇଛି। ସେ ହେଲେ ଭଦ୍ରକ ଚରମ୍ପାର ବାଣିତିଆ ଗ୍ରାମର...

ଗାଁରେ ଚାଲିଥିଲା ଦେହ ବ୍ୟବସାୟ: ଧରାପଡ଼ିଲେ ମହିଳାଙ୍କ ସହ ୪ ଯୁବତୀଯୁବକ

ନୀଳଗିରି,୧୮ା୩(ପ୍ରଶାନ୍ତ କୁମାର ବିଶ୍ବାଳ): ଗାଁ ମଝିରେ ସମସ୍ତଙ୍କ ଅଗୋଚରରେ ଚାଲିଥିଲା ଦେହବ୍ୟବସାୟ। ଗ୍ରାମବାସୀ ଏହା ଜାଣିପାରି ଜଣେ ମହିଳାଙ୍କ ସହ ୪ଜଣ ଯୁବତୀଯୁବକଙ୍କୁ କାବୁ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଥାନା କେପିଲାଖରାଜ ପଞ୍ଚାୟତ...

ବଜ୍ରପାତରେ ଘର ସହ ଜୀବନ୍ତ ଜଳିଗଲେ ବିଟେକ୍‌ ଛାତ୍ର

ବାଲେଶ୍ୱର,୧୮।୩(ପ୍ରଦୀପ ଦାସ): ନଡ଼ାଛପର ଘରେ ଜୀବନ୍ତ ଜଳିଗଲେ ଯୁବକ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇରେ । ନିକଟସ୍ଥ ଚିଙ୍ଗୁଡି ଘେରିକୁ ଯାଉଥିବା ବେଳେ କାଳବୈଶାଖୀ ଝଡ ହୋଇଥିଲା। ଉପାୟ ନପାଇ ସେଠାରେ ଥିବା ଏକ ଚାଳିଆଘରେ ସେ...

ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଘରେ ପୂରାଇ ଜିଅନ୍ତା ଜାଳିଦେଲେ ସ୍ବାମୀ

ଭୋଗରାଇ,୧୫ା୩(ପ୍ରଦୀପ ଦାସ): ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଘର ଭିତରେ ନୃଶଂସ ଭାବେ ନିଆଁ ଲଗାଇ ଜିଅନ୍ତା ଜାଳି ଦେଇଛନ୍ତି ସ୍ବାମୀ। ଏପରି ଏକ ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ରସଲପୁର ଗ୍ରାମ ନୂଆପାଲି ବଡାମ ବାସୁଳୀ...

୬୦ନଂ ଜାତୀୟ ରାଜପଥରେ ଦୁଇଦୁଇଟି ଦୁର୍ଘଟଣା

ବାଲେଶ୍ୱର,୧୩।୩(ମାନସ ବିଶ୍ୱାଳ) : ୬୦ ନଂ ଜାତୀୟ ରାଜପଥ ହଳଦୀପଦା ନିକଟରେ ପୃଥକପୃଥକ ଦୁଇଟି ଦୁର୍ଘଟଣା ଘଟିଛି । ଏଥିରେ ୩ ଆହତଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୁଚନା ଅନୁଯାୟୀ, ବିଳମ୍ବିତ ରାତିରେ ୬୦ ନଂ...

ଭାଜପା ଛାଡ଼ିଲେ ସୋର ପୌରାଧ୍ୟକ୍ଷ

ସୋର,୧୩ା୩(ଜନ୍ମେଜୟ ମିଶ୍ର): ସୋର ପୌର ପରିଷଦ ଅଧ୍ୟକ୍ଷ ମାଧବ ଧଡ଼ା ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ ଏହି ସୂଚନା ଦେଇଛନ୍ତି। ଦଳ ତାଙ୍କୁ କୌଣସି ଗୁରୁତ୍ୱ ଦେଉ ନ ଥିବାରୁ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri