ବାଲେଶ୍ୱର

ମରୁଡ଼ି ଅଞ୍ଚଳ ଘୋଷଣା ଦାବି ନେଇ ରାସ୍ତାରେ ଚାଷୀ

ନୀଳଗିରି,୧୯।୧୧(ସ୍ବ.ପ୍ର.): ମୌସୁମୀ ବର୍ଷା ଅଭାବ ଯୋଗୁ ଆଜି ସାରା ରାଜ୍ୟରେ ଚାଷୀକୁଳ ହତାଶ ହୋଇପଡିଛନ୍ତି। ବିଶେଷ କରି ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଏହାର ପ୍ରଭାବ ଅଧିକ। ଏହା ଏକ ପାହାଡ଼ିଆ ଅଞ୍ଚଳ। ଦେବଗିରି ପାହାଡ଼, କୁଲଡ଼ିହା ଅଭୟାରଣ୍ୟ, ବିଜ୍ଞାପିତ...

ଦୀଘା ମୁହାଣରୁ ଧରାହେଲା ବିରଳ ପ୍ରଜାତିର ସଙ୍କର ଚିଲ ମାଛ

ଭୋଗରାଇ, ୧୯।୧୧(ଡି.ଏନ.ଏ.): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ମୁହାଣ ଗଭୀର ସମୁଦ୍ରରୁ ଶୁକ୍ରବାର ପୁଣି ଏକ ବିରଳ ପ୍ରଜାତିର ସଙ୍କର ଚିଲ ମାଛ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଛି। ଟ୍ରଲର ମାଲିକ ଏହି ମାଛକୁ ଦୀଘା ମାର୍କେଟ୍‌ ନିଲାମ କେନ୍ଦ୍ରକୁ ଆଣି...

ନୂଆବଜାର ରାସ୍ତା ସମ୍ପ୍ରସାରଣ ଲାଗି ଜବରଦଖଲ ଉଚ୍ଛେଦ

ଜଳେଶ୍ୱର,୧୮ା୧୧(ଡି.ଏନ୍‌.ଏ.): ସବୁ ଆକଳନର ଶେଷ ଘଟାଇ ସ୍ଥାନୀୟ ପ୍ରଶାସନ ନୂଆବଜାରର ୫୦ ଜବରଦଖଲକାରୀଙ୍କୁ ଉଚ୍ଛେଦ କରିଛନ୍ତି। ରେଳ ଓଭରବ୍ରିଜ୍‌ଠାରୁ ୬୦ନଂ. ଜାତୀୟ ରାଜପଥ ବାଇପାସ୍‌ ଯାଏ ପୂର୍ତ୍ତ ବିଭାଗର ରାସ୍ତା ସମ୍ପ୍ରସାରଣ ହେଉଥିବାରୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।...

୩ ମାସ ହେଲାଣି ଗଛରେ ଉଡୁଛି ଜାତୀୟ ପତାକା

ନୀଳଗିରି, ୧୭।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଏକ ପଣସ ଗଛରେ ଦୀର୍ଘ ୩ ମାସ ଧରି ଏକ ଜାତୀୟ ପତାକା ଉଡୁଛି। ଏହା ଜାତୀୟ ପତାକାକୁ ଅବମାନନା କରାଯାଇଥିବା ନେଇ ଚର୍ଚ୍ଚା ଚାଲିଛି। ପ୍ରତିଦିନ...

ଦାବି ପୂରଣ ନ ହେଲେ ଆନ୍ଦୋଳନ

ବାଲେଶ୍ୱର ଅଫିସ,୧୬।୧୧: ଓଡ଼ିଶା ଅମଲା ସଂଘର ବାଲେଶ୍ୱର ଶାଖା ପକ୍ଷରୁ କନିଷ୍ଠ ସହାୟକମାନଙ୍କ ଯୋଗ୍ୟତା ଭିତ୍ତିକ ଦରମା ଓ ଗ୍ରେଡ୍‌ ପେ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଜରିଆରେ ମଙ୍ଗଳବାର...

ରାସ୍ତା ମଝିରେ ଶିଶୁଙ୍କୁ ପାଠ ପଢ଼ାଇଲେ,ଖାଦ୍ୟ ଦେଲେ

ଭୋଗରାଇ,୧୬।୧୧(ଡି.ଏନ.ଏ.): ଅଙ୍ଗନୱାଡିି କର୍ମୀ ଶିଶୁମାନଙ୍କୁ ନେଇ ସ୍କୁଲ ସମ୍ମୁଖ ରାସ୍ତା ମଝିରେ ପାଠ ପଢ଼ାଇବା ଏବଂ ସେଠାରେ ସେମାନଙ୍କୁ ମଧ୍ୟାହ୍ନଭୋଜନ ଖାଇବାକୁ ଦେବା ଚର୍ଚ୍ଚାର ବିଷୟ ହୋଇଛି। ଏଭଳି ଏକ ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ...

ସରକାରୀ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ୧୨ ପରିବାର ଉଚ୍ଛେଦ

ସିମୁଳିଆ,୧୫।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ସଦରମହକୁମା ମାର୍କୋଣାରେ ସରକାରୀ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ସୋମବାର ନୀଳକଣ୍ଠେଶ୍ୱର ମନ୍ଦିର ପାର୍ଶ୍ୱରେ ଥିବା ୧୨ଟି ପରିବାରଙ୍କୁ ଉଚ୍ଛେଦ କରାଯାଇଛି । ଉପଜିଲାପାଳଙ୍କ ନିର୍ଦ୍ଦେଶରେ ଦୀର୍ଘଦିନ ଧରି ସରକାରୀ ଜମିରେ ରହୁଥିବା ଏହି...

୨ ପ୍ରକଳ୍ପ ଦୁଇଥର ଶିଳାନ୍ୟାସ

ବାହାନଗା,୧୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଧୀନ ତାଳକୁରୁଣିଆ ପଞ୍ଚାୟତରେ ଦୁଇଟି ପ୍ରକଳ୍ପକୁ ୨ ଥର ଶିଳାନ୍ୟାସ କରାଯିବା ନେଇ ରାଜନୀତି ସରଗମ ହୋଇଛି। ବିଜେଡିକୁ ପଞ୍ଚାୟତରେ ମାତ୍‌ ଦେବାପାଇଁ ଭାଜପା ସକ୍ରିୟ ହୋଇଉଠିଛି। ପଞ୍ଚାୟତର ୨ଟି ପ୍ରକଳ୍ପକୁ ଗୋଟିଏ...

କାମ ନାହିଁ କି, ଅଧିକାରୀ ନାହାନ୍ତି

ବାହାନଗା,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ କାର୍ଯ୍ୟାଳୟ ପରିସରରେ ସ୍ଥାପନ କରାଯାଇଛି ‘ମୋ ସରକାର କକ୍ଷ’। ଏହି କକ୍ଷ ବ୍ଲକ କାର୍ଯ୍ୟାଳୟ ପରିସରରେ ୨ବର୍ଷରୁ ଊର୍ଦ୍ଧ୍ୱ ହେଲାଣି ସ୍ଥାପନ କରାଯାଇଥିଲେ ମଧ୍ୟ ସେ କକ୍ଷରେ କୌଣସି କାର୍ଯ୍ୟ ନାହଁ କି...

ଉଚିତ ମୂଲ୍ୟ ପାଇବା ଆଶଙ୍କାରେ ଚାଷୀ

ଗୋପାଳ ଚନ୍ଦ୍ର ସାହୁ ବାଲିଆପାଳ,୧୪।୧୧: ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ସୁବର୍ଣ୍ଣରେଖା ଅବବାହିକାରେ ଚଳିତବର୍ଷ ନଳିତା ଚାଷ କରିଥିବା ଚାଷୀଙ୍କ ଘରେ ଗଦା ହୋଇରହିଛି କୁଇଣ୍ଟାଲ କୁଇଣ୍ଟାଲ ଝୋଟ। ବଜାରରେ ଝୋଟ ଦର କମ୍‌ ଥିବାରୁ କ୍ଷତି ହେବା ଆଶଙ୍କା...

ବିରଳ ପ୍ରଜାତିର ମାଛ ନିଲାମ

ଭୋଗରାଇ,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ପଶ୍ଚିମବଙ୍ଗର ଦୀଘା ମୁହାଣ ମାଛ ମାର୍କେଟ୍‌କୁ ରବିବାର ଏକ ବିରଳ ପ୍ରଜାତିର ମାଛ ନିଲାମ ପାଇଁ ଆସିଥିଲା। ଏହି ମାଛଟି ଓଡ଼ିଶାର ପାରାଦୀପ ଅଞ୍ଚଳ ଗଭୀର ସମୁଦ୍ରରୁ ମତ୍ସ୍ୟଜୀବୀମାନେ ଧରି ଟ୍ରଲର...

ସ୍ବିକ୍ୟୁରିଟି ଗାଡର୍ର୍ କରୁଛନ୍ତି ରୋଗୀ ଚିକିତ୍ସା

ନୀଳଗିରି,୧୪।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ହସ୍ପିଟାଲକୁ ନେଇ ବିବାଦ ଥମୁନି। ଏହି ହସ୍ପିଟାଲର ଜଣେ ଅସ୍ଥାୟୀ ସୁରକ୍ଷା କର୍ମଚାରୀ ନିଜ କାର୍ଯ୍ୟ ପରିବର୍ତ୍ତେ ଚିକିତ୍ସା କାମରେ ନିୟୋଜିତ ହୋଇଥିବା ଭିଡିଓ ଭାଇରାଲ ହୋଇଛି। ଯେଉଁ କାମ ଜଣେ ଡାକ୍ତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri