ବାଲେଶ୍ୱର

ବିରୁଡି ଦଂଶନରେ ମହିଳାଙ୍କ ମୃତ୍ୟୁ

ଜଳେଶ୍ୱର, ୧୫ା୭(ଡି.ଏନ.ଏ.): ବାଲେଶ୍ୱର ଜିଲାର ଜଳେଶ୍ୱର ପୌର ପାଳିକାର ୧୫ନଂ. ୱାର୍ଡ ନହଞ୍ଜରା ଗାଁର ଗୌରହରି ବ୍ରହ୍ମଙ୍କ ଦ୍ୱିତୀୟ ସ୍ତ୍ରୀ ସୁମତୀ (୫୮) ସବୁଦିନ ପରି ବାଡି ଅଗଣାରେ ଫୁଲ ତୋଳୁଥିବା ବେଳେ ଏକ ବିରୁଡିପଲ ଆକ୍ରମଣ କରିଥିଲେ। ପ୍ରାୟ...

୫ ଶ୍ରେଣୀକୁ ଜଣେ ଶିକ୍ଷକ

ଜଳେଶ୍ୱର, ୧୩।୭(ଡି.ଏନ.ଏ.) ଆଦିବାସୀ ଅଧ୍ୟୁଷିତ ବାଲେଶ୍ୱର ଜିଲା ରାଇବଣିଆ ଥାନା ଅଞ୍ଚଳର ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷକରେ ୫ଟି ଶ୍ରେଣୀ ଚାଲଛି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରାଜେଶ ହାଁସଦା ସମସ୍ତ ଶ୍ରେଣୀରେ ଶିକ୍ଷାଦାନ କରିବା ଅସମ୍ଭବ ହୋଇପଡିଛି। ଜୁଲାଇ...

ବାଲେଶ୍ୱରରେ ହେବ ଟଙ୍କା ଛାପା କାଗଜ କାରଖାନା

ବାଲେଶ୍ୱର ଅଫିସ,୧୩।୭:  ବାଲେଶ୍ୱର ଜିଲା ରେମୁଣା ତହସିଲ ଅଞ୍ଚଳରେ ହେବ ନୋଟ ଛାପା କାଗଜ ପ୍ରସ୍ତୁତି କାରଖାନା। ଏଥିଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ)ର ତିନିଜଣିଆ ଅଧିକାରୀ ମଙ୍ଗଳବାର ଜମି ସର୍ବେକ୍ଷଣ ଲାଗି ବାଲେଶ୍ୱରରେ ପହଞ୍ଚିଛନ୍ତି। ସେମାନେ ପ୍ରଥମେ...

‘ଭାରତୀୟ ପୁରାଣଶାସ୍ତ୍ର ମୌଳିକ ଶିକ୍ଷାର ଆଧାର ହେବା ଉଚିତ୍‌’

ବାଲେଶ୍ୱର ଅଫିସ, ୧୨।୭ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ୨୪ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏହି ପ୍ରାକ୍‌-ରଜତ ଜୟନ୍ତୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ଭାରତବର୍ଷର ପୁରାଣ, ଶାସ୍ତ୍ର ବିଶ୍ୱକୁ...

ବାଲେଶ୍ବରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର

ବାଲେଶ୍ୱର ଅଫିସ,୧୧।୧୦: ବାଲେଶ୍ବରରେ ବଜ୍ରପାତ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ । ବଜ୍ରପାତରେ ଅନେକ ଜୀବନ ଯାଉଥିବାରୁ ଲାଇଟେନିଂ ରିସର୍ଚ୍ଚି ସେଣ୍ଟରରେ ସଠିକ ପୂର୍ବ ସୂଚନା ଦିଆଯାଇପାରିବ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।...

ରଥ ଦେଖି ଫେରିବା ବେଳେ ମହିଳାଙ୍କୁ କଚାଡ଼ି ମାରିଲା ହାତୀ

ଖଇରା,୧୦।୭(ଡି.ଏନ୍‌.ଏ.): ବଲେଶ୍ବର ଜିଲା ଖଇରା ବ୍ଲକ ବାଉଁଶଗଡ଼ିଆ ପଞ୍ଚାୟତ କୋହ୍ଲସାହିରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଦ୍ରୌପଦୀ ହୋ(୪୫)। ସମା ହୋଙ୍କ ସ୍ତ୍ରୀ ଦ୍ରୌପଦୀ ଶନିବାର ସାରେ ମହୁଲପଙ୍ଖାରି ରଥ ଦେଖି ଫେରୁଥିବା ବେଳେ ୨ଟି...

ସହର ଅଭିମୁଖେ ଗୋଠଖଣ୍ଡିଆ ହାତୀ

ଜଳେଶ୍ୱର,୧୦।୭(ଡି.ଏନ.ଏ.): ୩ଦିନ ଧରି ଏକ ଗୋଠଖଣ୍ଡିଆ ହାତୀ ରାଇବଣିଆର ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷତି ଘଟାଇ ଚାଲିଥିବା ବେଳେ ଶନିବାର ଅପରାହ୍ନରେ ସୁବର୍ଣ୍ଣରେଖା ନଦୀ ପାରି ହୋଇ ଜଳେଶ୍ୱର ସହର ଅଭିମୁଖେ ଚାଲିଛି ା ବନ କର୍ମଚାରମାନେ ହାତୀକୁ ଘଉଡାଇବା ଲାଗି...

ସାଇକେଲ ନେଇ ସ୍କୁଲ ଯିବେ ନୀଳାଦ୍ରି

ବାଲେଶ୍ୱର ଅଫିସ, ୧୦।୭: ଝିଅକୁ ପାଠ ପଢ଼ାଇ ବଡ଼ମଣିଷ କରିବାକୁ ଆଶା ବାନ୍ଧିଛନ୍ତି ବାଲେଶ୍ୱର ସଦର ବ୍ଲକ ପାତ୍ରପଡ଼ା ଅଞ୍ଚଳର ଗଜେନ୍ଦ୍ର ପ୍ରଧାନ। ଝିଅ ନୀଳାଦ୍ରି ମଧ୍ୟ ବାପାଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ପଣ କରିନେଇଛନ୍ତି। ବିଦ୍ୟାଳୟକୁ ଯିବାଆସିବା ଲାଗି...

ନର୍ସିଂ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ବାଲେଶ୍ୱର ଅଫିସ, ୯।୭ ଭୁବନେଶ୍ୱରସ୍ଥିତ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ବାଲେଶ୍ୱର ସଦର ଥାନା କୁରୁଡ଼ାସ୍ଥିତ ଜ୍ୟୋତି ହସ୍ପିଟାଲର ଜଣେ ନର୍ସିଂ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ...

ଯୁବକଙ୍କୁ ପିଟିପିଟି ହତ୍ୟା, ସରପଞ୍ଚଙ୍କ ଘରେ ନିଆଁ ଲଗାଇଦେଲେ ଉତ୍ତ୍ୟେକ୍ତ ଲୋକେ

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧିନସ୍ଥ ଶ୍ରୀଜଙ୍ଗ ଗାଁରେ ଜଣେ ଯୁବକଙ୍କୁ ଚୋରି ଅଭିଯୋଗରେ ପିଟିପିଟି ହତ୍ୟା କରିଥିବାର ଜଣାପଡ଼ିଛି। କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ପିଟିଥିଲେ କିଛି ଲୋକ। ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅବସ୍ଥାରେ ବାଲେଶ୍ୱର...

ଅଭିଯୁକ୍ତଙ୍କ ଉପରୁ ଉଠିଲା ଗୁପ୍ତଚରି, ବିଦେଶୀ ଲିଙ୍କ୍‌ ଦଫା

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କ ବିରୋଧରେ ଗୁପ୍ତଚରି ଏବଂ ବିଦେଶୀ ଏଜେଣ୍ଟଙ୍କ ସହ ଲିଙ୍କ ସମ୍ପର୍କିତ ଲାଗିଥିବା ଅଭିଯୋଗକୁ ପ୍ରମାଣ କରିବାରେ...

ସୋର-ଗୋପୀନାଥପୁର ରାସ୍ତା ମରଣଯନ୍ତା

ସୋର, ୭ା୭(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର- ବାଗୁଡି ରାସ୍ତା ମରଣଯନ୍ତା ପାଲଟିଛି। ସୋର ତହସିଲ ଅଧୀନ ବାଗୁଡି ଖଞ୍ଜାମାହାଲ ପଥର ଖାଦାନର ପଥର ଓ ପାହାଡ ମାଟିରେ ଉପକୂଳ ଓଡିଶାର ରାସ୍ତା ନିର୍ମାଣ କୋଟି ଟଙ୍କାର ରାଜସ୍ବ ଆଦାୟ ହେଉଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri