ବାଲେଶ୍ୱର

ବାଜ୍ୟାପ୍ତି ହେଲା ଚିଟ୍‌ଫଣ୍ଡ ସଂସ୍ଥାର ୨ ପ୍ଲଟ୍‌

ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଚିଟ୍‌ଫଣ୍ଡ ଅଦାଲତରେ ସୋମବାର ଏକ ଠକେଇ ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସଦାଶିବ ଜେନା ଏହାର ବିଚାର କରି ଚିଟ୍‌ଫଣ୍ଡ ମ୍ୟାନେଜିଂ ଡାଇରେକ୍ଟର ଓ ଡାଇରେକ୍ଟରଙ୍କ ନାମରେ ଥିବା ୪ଟି କାର୍‌ ସମେତ...

ଗୋମାତା ସୁରକ୍ଷା ପାଇଁ ଭାରତ ପରିଭ୍ରମଣ: ବସ୍ତାରେ ପହଞ୍ଚିଲେ ଇଞ୍ଜିନିୟର ଶିବରାଜ

ବସ୍ତା, ୧୬।୫(ଡି.ଏନ.ଏ.) : ଗୋମାତାଙ୍କ ସୁରକ୍ଷା ତଥା ଗୋହତ୍ୟା ବନ୍ଦ ପାଇଁ ଜଣେ ଇଞ୍ଜିନିୟର ସଚେତନତା ପଦଯାତ୍ରାରେ ସାରା ଭାରତ ଭ୍ରମଣ କରିବା ଅବସରରେ ଚାଲି ଚାଲି ରବିବାର ସନ୍ଧ୍ୟାରେ ବସ୍ତାରେ ପହଞ୍ଚିଛନ୍ତି। ରାଜସ୍ଥାନର ଜୟପୁର ନିବାସୀ ଶିବରାଜ ସିଂ...

ମହିଳାଙ୍କ ବଦାନ୍ୟତା: ଶ୍ରୀମନ୍ଦିରକୁ ୨୦ଲକ୍ଷ, ବିଦ୍ୟାଳୟକୁ ୧୫ଲକ୍ଷ ଦାନ

ବସ୍ତା, ୧୬।୫(ଡି.ଏନ.ଏ.): ନିଜର ବଦାନ୍ୟତା ପାଇଁ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଦାନନ୍ଦପୁର ଗ୍ରାମର ସୁପ୍ରଭା ପଣ୍ଡା (୭୦) ସମଗ୍ର ରାଜ୍ୟରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେ ତାଙ୍କ ସ୍ବାମୀଙ୍କ ଶେଷ ଇଛା ପୂରଣ କରିବାକୁ ଯାଇ ପୁରୀ ଶ୍ରୀମନ୍ଦିରକୁ...

ମଲ୍‌ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ତଦାରଖ

ବାଲେଶ୍ୱର ଅଫିସ,୧୬।୫: ଦିଲ୍ଲୀର ମୁଣ୍ଡ୍‌କା ମେଟ୍ରୋ ଷ୍ଟେଶନ ନିକଟ ୪ ମହଲା ବିଲ୍ଡିଂରେ ବଡ ଧରଣର ଅଗ୍ନିକାଣ୍ଡ ଘଟି ୨୭ଜଣଙ୍କ ମୃତ୍ୟୁ ହେବା ପରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଅଗ୍ନି ନିରାପତ୍ତା ଯାଞ୍ଚ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର...

ବିବାହ ଭୋଜିରେ ବାଣ୍ଟିଲେ ଚାରା

ରୂପସା,୧୫।୫(ଡି.ଏନ.ଏ.): ପରିବେଶପ୍ରେମୀ ନବଦମ୍ପତି ଅବକ୍ଷୟମୁଖି ପରିବେଶକୁ ସଜାଡ଼ିବା ପାଇଁ କରିଛନ୍ତି ପ୍ରୟାସ। ନିଜ ବିବାହ ଭୋଜି ଉତ୍ସବରେ ନିମନ୍ତ୍ରିତ ଅତିଥିଙ୍କୁ ଚାରାଗଛ ବାଣ୍ଟି ଅନ୍ୟମାନଙ୍କ ଲାଗି ଉଦାହରଣ ସାଜିଛନ୍ତି। ଏହା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ବସ୍ତା ବ୍ଲକ ଗଡ଼ପଦା ପଞ୍ଚାୟତ...

ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀସଂଘର୍ଷ: ୭ ଆହତ, ୨ କୋର୍ଟଚାଲାଣ

ସିମୁଳିଆ, ୧୫।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଣ୍ଡରାଇ ଅଞ୍ଚଳରେ ଜମିବାଡ଼ି ବିବାଦରୁ ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୭ଜଣ ଆହତ ହୋଇଛନ୍ତି। ଉଭୟ ଗୋଷ୍ଠୀଙ୍କ ଅଭିଯୋଗ ଅନୁଯାୟୀ ପୋଲିସ ୨ଟି ପୃଥକ ମାମଲା(ନଂ.୧୫୬/୨୨ ଓ...

ସମୁଦ୍ରରେ ଛଡ଼ାଗଲା ୨୪୭ ଅଲିଭରିଡ୍‌ଲେ ଶାବକ

ଭୋଗରାଇ, ୧୫।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରୁ ଶନିବାର ସମୁଦ୍ରକୁ ୨୪୭ଟି ଅଲିଭରିଡ୍‌ଲେ ଶାବକ ଛଡ଼ାଯାଇଥିବା ଜଣାଯାଇଛି। ଗତ ମାର୍ଚ୍ଚ ୨୫ରେ ତାଳସାରୀ-ଉଦୟପୁର ବେଳାଭୂମିରେ ୩ଟି ଓ ମୂରଲୀଚଡ଼ରେ ଗୋଟିଏ ଅଲିଭରିଡ୍‌ଲେ ସମୁଦାୟ ୪ଶହ ଅଣ୍ଡାଦାନ କରିଥିଲେ। ଏଥିମଧ୍ୟରୁ...

ଧାନବିହନ ମୂଲ୍ୟ ବୃଦ୍ଧିକୁ ବିରୋଧ

ଭୋଗରାଇ,୧୫।୫(ଡିି.ଏନ.ଏ.) :ରାଜ୍ୟ ସରକାର ଚଳିତ ଖରିଫଋତୁରେ ଧାନ ବିହନ କୁଇଣ୍ଟାଲ ପିଛା ୩୫ ଟ. ୭କୁ ବୃଦ୍ଧି କରିଥିବା ବେଳେ ଅଣଧାନ ଚାଷ ପାଇଁ ସମପରିମାଣର ମୂଲ୍ୟ ବୃଦ୍ଧି କରିଛନ୍ତି। ଏଥିପାଇଁ ଚାଷୀକୁଳ ଓ ଡିଲରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ...

ପଦବୀ ଖାଲି, ହୋଇପାରୁନି ଶୁଣାଣି

ବାଲେଶ୍ୱର ଅଫିସ, ୧୪।୫ ବାଲେଶ୍ୱର ସହର ଏଡିଏମ୍‌ ଛକ ନିକଟରେ ରହିଛି ଅତିରିକ୍ତ/ଯୁଗ୍ମ କମିଶନରଙ୍କ ଚକବନ୍ଦୀ ଓ ବନ୍ଦୋବସ୍ତ ଅଦାଲତ। ଏହି ଅଦାଲତରେ ଭଦ୍ରକ ଓ ବାଲେଶ୍ୱର ଜିଲାର ସମସ୍ତ ଜମିବାଡ଼ି ଓ ସମ୍ପତ୍ତିଗତ ମକଦ୍ଦମାର ଶୁଣାଣି ହୋଇଥାଏ। ଚାନ୍ଦବାଲିଠାରୁ...

ଅଶ୍ଳୀଳ ଭିଡିଓ ଭାଇରାଲ ଘଟଣା: ବଦଳିଲେ ପ୍ରଧାନଶିକ୍ଷକ

ବାଲେଶ୍ୱର ଅଫିସ, ୧୨।୫: ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ନିଧିପଡ଼ା ଆଶ୍ରମ ବିଦ୍ୟାଳୟ (ଜିଲା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ବିଦ୍ୟାଳୟ)ର ଜଣେ ସେବିକାଙ୍କ ଅଶ୍ଳୀଳ ଭିଡିିଓ ଭାଇରାଲ ହେବା ପରେ ଗ୍ରାମ ଲୋକଙ୍କ ଅଭିଯୋଗକୁ...

ବାଉଁଶଗଡ଼ିଆରେ ବିକାଶ ନାହିଁ

ଖଇରା, ୧୨।୫: ବାଲେଶ୍ୱର ଜିଲା ଖଇରା ବ୍ଲକ ବାଉଁଶଗଡିଆ ପଞ୍ଚାୟତ ୩ନଂ. ୱାର୍ଡ କୋହ୍ଲସାହିର ୪୦ ପରିବାର ବିକାଶର ସ୍ବାଦ ଚାଖି ପାରିନାହାନ୍ତି ା ଶିକ୍ଷା, ସ୍ବାସ୍ଥ୍ୟ ଓ ଗମନାଗମନ ଭଳି ସୁବିଧା ପାଉ ନ ଥିବା ଏହି ପରିବାରରେ ପାନୀୟଜଳ...

ବରଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ: ଛେଚା ଖାଇଲେ, ଜରିମାନା ଦେଇ ଫେରିଲେ

ଖଇରା, ୧୨।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଜାରରେ ଏକ ବିବାହ ଅବସରରେ ଖାସି ମାଂସ ଖାଇବାକୁ ନେଇ ପ୍ରଥମେ ବରଯାତ୍ରୀଙ୍କ ଉନ୍ମତ୍ତକାଣ୍ଡକୁ ଲୋକେ ସହି ପାରିଲେନି। ଗଣ୍ଡଗୋଳ ଭିଆଇଥିବା ଯୁବଗୋଷ୍ଠୀଙ୍କୁ ଏଭଳି ଛେଚିଲେ ଯେ, କେତେଜଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri