ବଜେଟ ୨୦୨୦

ଶେୟାର ବଜାରରେ ଗୋଟିଏ ଦିନରେ ବୁଡ଼ିଗଲା ୩ ଲକ୍ଷ ୪୬ ହଜାର କୋଟି: ଡିଡିଟି ହଟାଇବା ପଡ଼ିଲା ମହଙ୍ଗା

ମୁମ୍ବାଇ,୨।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ଗୋଟିଏ ଦିନରେ ୩ ଲକ୍ଷ ୪୬ ହଜାର କୋଟି ଟଙ୍କା ବୁଡ଼ି ଯାଇଛି। ଗତ ୧୦ ବର୍ଷ ମଧ୍ୟରେ ଶେୟାର ବଜାର ସର୍ବନିମ୍ନସ୍ତରରେ ପହଞ୍ଚିଛି। ଶନିବାର ଶେୟାର ବଜାର...

ବଜେଟକୁ ନେଇ ଖାସ୍‌ କଥା

*୨୦୨୦-୨୧ ଆର୍ଥିକ ବର୍ଷର ବଜେଟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଉପସ୍ଥାପନ କରିଛନ୍ତି। ଏଥର ବଜେଟ ପ୍ରସ୍ତୁତି ପ୍ରକ୍ରିୟାରେ ଅର୍ଥ ମନ୍ତ୍ରଣାଳୟ ପ୍ରେସ୍‌ର ଡେପୁଟି ମ୍ୟାନେଜର କୁଲଦୀପ କୁମାର ଶର୍ମାଙ୍କ ପିତାଙ୍କ ଦେହାନ୍ତ ୨୬ ଜାନୁୟାରୀରେ ହୋଇଥିଲେ ବି ସେ ଘରକୁ...

ବଜେଟ-୨୦୨୦: ବାଣିଜ୍ୟ-ଉଦ୍ୟୋଗ ପାଇଁ ୨୭,୩୦୦ କୋଟି

ଏପ୍ରିଲରୁ ସହଜ ଜିଏସ୍‌ଟି ରିଟର୍ନ ଦାଖଲ ବାଣିଜ୍ୟ ଓ ଉଦ୍ୟୋଗର ବିକାଶ ଏବଂ ପ୍ରୋତ୍ସାହନ ପାଇଁ ଚଳିତ ବଜେଟ୍‌ରେ ୨୭ ହଜାର ୩୦୦ କୋଟି ଟଙ୍କାର ବ୍ୟୟବରାଦ ରଖାଯାଇଛି। ଏଥିରେ କ୍ଷୁଦ୍ର ଓ ଅଣୁ ଉଦ୍ୟୋଗ ପାଇଁ ସହାୟକ ଋଣ...

ସବୁ ଅଣଗେଜେଟେଡ ପଦବୀ ଲାଗି ଗୋଟିଏ ପରୀକ୍ଷା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟରେ ଯୁବପିଢ଼ିଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସମସ୍ତ ଅଣଗେଜେଟେଡ ସରକାରୀ ପଦବୀରେ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା ବ୍ୟବସ୍ଥା ରହିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ସରକାର ଏକ ଜାତୀୟ ନିଯୁକ୍ତି ସଂସ୍ଥା (ନ୍ୟାଶନାଲ...

ବଜେଟ-୨୦୨୦: ମହିଳା,ଶିଶୁ ବିକାଶକୁ ପ୍ରାଧାନ୍ୟ; ଝିଅଙ୍କ ବିବାହ ବୟସ ଧାର୍ଯ୍ୟ ଲାଗି ଟାସ୍କଫୋର୍ସ

ମହିଳାମାନଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ସରକାର ବଜେଟରେ ୨୮,୬୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଥିଲେ, ସରକାରଙ୍କ ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନାକୁ ଉଲ୍ଲେଖନୀୟ ସଫଳତା ମିଳିଛି। ଏବେ ସବୁସ୍ତରର ଶିକ୍ଷାରେ...

କର ଦେବାରେ ହିଁ କରଦାତାଙ୍କ ଉନ୍ନତି

ଭାରତୀୟ ଅର୍ଥ ବ୍ୟବସ୍ଥା ମଜଭୁତ ପାଇଁ ସରକାର କିପରି ପ୍ରତିଶ୍ରୁତିବଦ୍ଧ ତାହା ଅର୍ଥମନ୍ତ୍ରୀ ସୀତାରାମନ ମହାକବି କାଳୀଦାସଙ୍କ ମହାକାବ୍ୟ ‘ରଘୁବଂଶମ୍‌’ର ପ୍ରଥମ ସର୍ଗର ୧୮ତମ ଶ୍ଳୋକକୁ ଉଦାହରଣ ଦେଇ ବୁଝାଇଥିଲେ। ଶ୍ଳୋକର ବାଖ୍ୟାକରି ଅର୍ଥମନ୍ତ୍ରୀ କହିଥିଲେ, ବର୍ଷା ରୂପରେ ହଜାରେ...

ଭାଷଣରେ ଚତୁରତା

କବିତାରୁ କୂଟନୀତି ସଂସଦରେ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବେଶ୍‌ ବିଜ୍ଞତାର ସହ ସିନ୍ଧୁ-ସରସ୍ବତୀ ସଭ୍ୟତାଠାରୁ ଆରମ୍ଭ କରି ରାଜନୀତି, କୂଟନୀତି, ଅର୍ଥନୀତି ଏବଂ ଉତ୍ତମ ରାଷ୍ଟ୍ରଗଠନ ନେଇ ଗୋଟିଏ ପରେ ଗୋଟିଏ ଉଦାହରଣ କବିତା ଓ...

ବଜେଟ-୨୦୨୦: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

କେନ୍ଦ୍ର ସରକାର ଭିତ୍ତିଭୂମି ବିକାଶ ଉପରେ ବଜେଟରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଉଡ଼ାନ୍‌ ଯୋଜନାରେ ଦେଶରେ ଅଧିକ ୧୦୦ ବିମାନବନ୍ଦରର ବିକାଶ ୨୦୨୪ ସୁଦ୍ଧା କରାଯିବ ବୋଲି କହିଛନ୍ତି। ଆସନ୍ତା ଆର୍ଥିକବର୍ଷରେ ପରିବହନ ଭିତ୍ତିଭୂମିର ବିକାଶ...

ବଜେଟ-୨୦୨୦: ବ୍ୟକ୍ତିଗତ ଆୟକାରୀଙ୍କ ଉପରେ କ’ଣ ପ୍ରଭାବ ରହିବ?

ବଜେଟ-୨୦୨୦ ପ୍ରସ୍ତୁତ ସମୟରେ ୩ଟି ବିଷୟବସ୍ତୁ: ଉଚ୍ଚଶିକ୍ଷା ଭାରତ, ଅର୍ଥନୈତିକ ବିକାଶ ଓ ସେବା ମନୋଭାବ ଭାରତ ଯାହାକି ଏକ ସନ୍ତୁଳିତ ପ୍ରୟୋଗ। ନୂତନ ଆୟକର ସ୍ତରକୁ ନୂଆ ଭାବେ ପ୍ରସ୍ତୁତ କରାଯାଇଛି, ଯାହାକି ବ୍ୟକ୍ତିଗତ ସମୁଦାୟ ଆୟକର ଦେୟକୁ...

ବଜେଟ: କାହାକୁ ଫାଇଦା, କାହାର କ୍ଷତି

ନୂଆଦିଲ୍ଲୀ,୨ା୨: ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କହିଥିଲେ, ଲୋକଙ୍କ ଆୟ ବଢ଼ାଇବା, ସେମାନଙ୍କ କ୍ରୟଶକ୍ତି ବଢ଼ାଇବା ଏବଂ ଆର୍ଥିକ ମୂଳଦୁଆକୁ ମଜଭୂତ କରିବା ଓ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବା ଉପରେ ଜୋର ଦିଆଯାଇଛି। ଏହି ବଜେଟରୁ ପରିବହନ...

କ୍ରୀଡ଼ା ପାଇଁ ୨୮୨୬.୯୨ କୋଟି ଟଙ୍କା ବଜେଟ

ନୂଆଦିଲ୍ଲୀ, ୨ା୨ (ପି.ଟି.)-କେନ୍ଦ୍ର ସରକାର କ୍ରୀଡ଼ା ପାଇଁ ୨୮୨୬.୯୨ କୋଟି ଟଙ୍କା ବ୍ୟବସ୍ଥା କରିଛନ୍ତି। ଗତ ବର୍ଷ ତୁଳନାରେ ଏହା ୫୦ କୋଟି ଟଙ୍କା ଅଧିକ। ତୃଣମୂଳ ଏବଂ ଯୁବ ସ୍ତରରେ ଖେଳର ବିକାଶ ଲାଗି ଖେଲୋ ଇଣ୍ଡିଆ ଯୋଜନାରେ...

ପିଏମ୍‌ କିଷାନରେ ୨୭.୫% ହ୍ରାସ

ନୂଆଦିଲ୍ଲୀ,୧ା୨: ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନା ଲାଗି ପୂର୍ବରୁ ୭୫,୦୦୦ କୋଟି ଟଙ୍କା ବ୍ୟୟବରାଦର ଲକ୍ଷ୍ୟ ରଖାଯାଇଥଲା। ତେବେ ପଶ୍ଚିମବଙ୍ଗ ସମେତ କେତେକ ରାଜ୍ୟରେ ପରିଚାଳନାଗତ ଅସୁବିଧା ଯୋଗୁ ଏଥିରେ ୨୭.୫%...

୧୫ ଲକ୍ଷ କୋଟିର କୃଷି ଋଣ

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ୧୫ ଲକ୍ଷ କୋଟି ଟଙ୍କାର କୃଷି ଋଣ ଦେବା ପାଇଁ ଯୋଜନା କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ଏହା ୧୩.୫ ଲକ୍ଷ କୋଟି ଟଙ୍କା ଥିବାବେଳେ ଏଥିରେ ୧୧% ବୃଦ୍ଧି କରାଯାଇଛି।...

ସ୍ବାସ୍ଥ୍ୟସେବା ଲାଗି ୬୯ ହଜାର କୋଟି

ନୂଆଦିଲ୍ଲୀ, ୧ା୨: କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ସ୍ବାସ୍ଥ୍ୟସେବାର ବିକାଶ ଲାଗି ମୋଟ ୬୯ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗି ବଜେଟରେ ୬,୪୦୦ କୋଟି ଟଙ୍କା ରହିଛି। ଏଥିରେ...

ଆଜିର ବଜେଟ ଚାଷୀଙ୍କ ଲାଗି ଆଶାଶୂନ୍ୟ: ସୋଲାଙ୍କି

ଭୁବନେଶ୍ୱର,୧।୨(ବ୍ୟୁରୋ): ପ୍ରଦେଶ କିଷାନ କଂଗ୍ରେସର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅମିୟ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) କିଷାନ କଂଗ୍ରେସ ଉପାଧ୍ୟକ୍ଷ ସୁରେନ୍ଦ୍ର ସୋଲାଙ୍କି ମୁଖ୍ୟ ଅତିଥିଭାବେ ଯୋଗଦେଇ କେନ୍ଦ୍ର...

ଏଥର ଆକାଂକ୍ଷାର ୫ ବର୍ଷ: ସମୀର

ଭୁବନେଶ୍ୱର,୧।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ଦ୍ୱିତୀୟ ପାଳିର ବଜେଟ ଆମ ଦେଶର ଆର୍ଥିକ ପ୍ରଗତିକୁ ଆଗେଇ ନେବ। ପାର୍ଲାମେଣ୍ଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଣିଥିବା ବଜେଟ ସବୁବର୍ଗକୁ ସୁହାଇଲା ଭଳି କରାଯାଇଛି। ମୋଦିଙ୍କ ନୂଆ ଭାରତର...

ବଜେଟ ଭାଷଣରେ ସର୍ବାଧିକ ଥର ‘ଟ୍ୟାକ୍ସ’ ଶବ୍ଦର ଉଚ୍ଚାରଣ କରିଛନ୍ତି ଅର୍ଥମନ୍ତ୍ରୀ: ‘ରୋଜଗାର’ ଶବ୍ଦ କହିଛନ୍ତି ମାତ୍ର ୭ଥର

ନୂଆଦିଲ୍ଲୀ,୧।୨: ଲମ୍ବା ଅବଧିର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ଏଥର ରେକର୍ଡ କରିଛନ୍ତି। ଏଥର ସେ ୨ ଘଣ୍ଟା ୪୧ ମିନିଟର ଭାଷଣ ଦେଇଛନ୍ତି। ଏହି ସମୟ ମଧ୍ୟରେ ସେ ‘ଟ୍ୟାକ୍ସ’ ଶବ୍ଦର ଉଚ୍ଚାରଣ ସର୍ବାଧିକ...

ଚଳିତ ଦଶନ୍ଧିର ସବୁଠାରୁ ଦେବାଳିଆ ବଜେଟ: ଅଖିଳେଶ

ନୂଆଦିଲ୍ଲୀ,୧।୨: ଦ୍ୱିତୀୟ ଥର ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଲୋକ ସଭାରେ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହାକୁ ନେଇ ବିରୋଧୀଙ୍କ ପ୍ରତିକ୍ରିୟା ଏବେ ଦେଖିବାକୁ ମିଳିଛି। ନିର୍ମଳା ସୀତାରାମନ କଶ୍ମୀର କବିତା ପଢି ଓ ମୋଦି...