ବଜେଟ: କାହାକୁ ଫାଇଦା, କାହାର କ୍ଷତି
ନୂଆଦିଲ୍ଲୀ,୨ା୨: ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ କହିଥିଲେ, ଲୋକଙ୍କ ଆୟ ବଢ଼ାଇବା, ସେମାନଙ୍କ କ୍ରୟଶକ୍ତି ବଢ଼ାଇବା ଏବଂ ଆର୍ଥିକ ମୂଳଦୁଆକୁ ମଜଭୂତ କରିବା ଓ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବା ଉପରେ ଜୋର ଦିଆଯାଇଛି। ଏହି ବଜେଟରୁ ପରିବହନ ଭିତ୍ତିଭୂମି,…
କ୍ରୀଡ଼ା ପାଇଁ ୨୮୨୬.୯୨ କୋଟି ଟଙ୍କା ବଜେଟ
ନୂଆଦିଲ୍ଲୀ, ୨ା୨ (ପି.ଟି.)-କେନ୍ଦ୍ର ସରକାର କ୍ରୀଡ଼ା ପାଇଁ ୨୮୨୬.୯୨ କୋଟି ଟଙ୍କା ବ୍ୟବସ୍ଥା କରିଛନ୍ତି। ଗତ ବର୍ଷ ତୁଳନାରେ ଏହା ୫୦ କୋଟି ଟଙ୍କା ଅଧିକ। ତୃଣମୂଳ ଏବଂ ଯୁବ ସ୍ତରରେ ଖେଳର ବିକାଶ ଲାଗି ଖେଲୋ ଇଣ୍ଡିଆ ଯୋଜନାରେ ଅଧିକ…
ପିଏମ୍ କିଷାନରେ ୨୭.୫% ହ୍ରାସ
ନୂଆଦିଲ୍ଲୀ,୧ା୨: ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନା ଲାଗି ପୂର୍ବରୁ ୭୫,୦୦୦ କୋଟି ଟଙ୍କା ବ୍ୟୟବରାଦର ଲକ୍ଷ୍ୟ ରଖାଯାଇଥଲା। ତେବେ ପଶ୍ଚିମବଙ୍ଗ ସମେତ କେତେକ ରାଜ୍ୟରେ ପରିଚାଳନାଗତ ଅସୁବିଧା ଯୋଗୁ ଏଥିରେ ୨୭.୫% ହ୍ରାସ…
୧୫ ଲକ୍ଷ କୋଟିର କୃଷି ଋଣ
ନୂଆଦିଲ୍ଲୀ,୧ା୨: କେନ୍ଦ୍ର ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ୧୫ ଲକ୍ଷ କୋଟି ଟଙ୍କାର କୃଷି ଋଣ ଦେବା ପାଇଁ ଯୋଜନା କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ଏହା ୧୩.୫ ଲକ୍ଷ କୋଟି ଟଙ୍କା ଥିବାବେଳେ ଏଥିରେ ୧୧% ବୃଦ୍ଧି କରାଯାଇଛି। ଚାଷୀମାନଙ୍କୁ…
ସ୍ବାସ୍ଥ୍ୟସେବା ଲାଗି ୬୯ ହଜାର କୋଟି
ନୂଆଦିଲ୍ଲୀ, ୧ା୨: କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶନିବାର ସ୍ବାସ୍ଥ୍ୟସେବାର ବିକାଶ ଲାଗି ମୋଟ ୬୯ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗି ବଜେଟରେ ୬,୪୦୦ କୋଟି ଟଙ୍କା ରହିଛି। ଏଥିରେ ୨୦…
ଆଜିର ବଜେଟ ଚାଷୀଙ୍କ ଲାଗି ଆଶାଶୂନ୍ୟ: ସୋଲାଙ୍କି
ଭୁବନେଶ୍ୱର,୧।୨(ବ୍ୟୁରୋ): ପ୍ରଦେଶ କିଷାନ କଂଗ୍ରେସର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅମିୟ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) କିଷାନ କଂଗ୍ରେସ ଉପାଧ୍ୟକ୍ଷ ସୁରେନ୍ଦ୍ର ସୋଲାଙ୍କି ମୁଖ୍ୟ ଅତିଥିଭାବେ ଯୋଗଦେଇ କେନ୍ଦ୍ର ଭାଜପା…
ଏଥର ଆକାଂକ୍ଷାର ୫ ବର୍ଷ: ସମୀର
ଭୁବନେଶ୍ୱର,୧।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ଦ୍ୱିତୀୟ ପାଳିର ବଜେଟ ଆମ ଦେଶର ଆର୍ଥିକ ପ୍ରଗତିକୁ ଆଗେଇ ନେବ। ପାର୍ଲାମେଣ୍ଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଣିଥିବା ବଜେଟ ସବୁବର୍ଗକୁ ସୁହାଇଲା ଭଳି କରାଯାଇଛି। ମୋଦିଙ୍କ ନୂଆ ଭାରତର ପରିକଳ୍ପନାକୁ…
ବଜେଟ ଭାଷଣରେ ସର୍ବାଧିକ ଥର ‘ଟ୍ୟାକ୍ସ’ ଶବ୍ଦର ଉଚ୍ଚାରଣ କରିଛନ୍ତି ଅର୍ଥମନ୍ତ୍ରୀ: ‘ରୋଜଗାର’ ଶବ୍ଦ କହିଛନ୍ତି ମାତ୍ର ୭ଥର
ନୂଆଦିଲ୍ଲୀ,୧।୨: ଲମ୍ବା ଅବଧିର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ଏଥର ରେକର୍ଡ କରିଛନ୍ତି। ଏଥର ସେ ୨ ଘଣ୍ଟା ୪୧ ମିନିଟର ଭାଷଣ ଦେଇଛନ୍ତି। ଏହି ସମୟ ମଧ୍ୟରେ ସେ ‘ଟ୍ୟାକ୍ସ’ ଶବ୍ଦର ଉଚ୍ଚାରଣ ସର୍ବାଧିକ ୧୩୨ଥର…
ଚଳିତ ଦଶନ୍ଧିର ସବୁଠାରୁ ଦେବାଳିଆ ବଜେଟ: ଅଖିଳେଶ
ନୂଆଦିଲ୍ଲୀ,୧।୨: ଦ୍ୱିତୀୟ ଥର ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଲୋକ ସଭାରେ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହାକୁ ନେଇ ବିରୋଧୀଙ୍କ ପ୍ରତିକ୍ରିୟା ଏବେ ଦେଖିବାକୁ ମିଳିଛି। ନିର୍ମଳା ସୀତାରାମନ କଶ୍ମୀର କବିତା ପଢି ଓ ମୋଦି ସରକାରଙ୍କ…
ଶେୟାର ବଜାରରେ ନୈରାଶ୍ୟ: ସେନସେକ୍ସ୍ ୭୮୦ ଅଙ୍କ ହ୍ରାସ; ମୋଦି ସରକାରଙ୍କ ୭ ବଜେଟରେ ୫ ଥର ସଙ୍କଟ
ମୁମ୍ବାଇ,୧।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ନୈରାଶ୍ୟ ଖେଳି ଯାଇଛି। ଫଳରେ ସେନସେକ୍ସ୍ ୭୮୦ ଅଙ୍କ ହ୍ରାସ ପାଇଛି। ଶେୟାର ବଜାର ୩୯,୩୯୦ସ୍ତରରେ ବନ୍ଦ ହୋଇଛି। ସେହିପରି ନିଫ୍ଟିରେ ୨୦୦ ଅଙ୍କ ହ୍ରାସ ପାଇଛି। ନିଫ୍ଟି ୧୧,୭୪୧.୬୫ରେ…
ବଢିଲା ପ୍ରତିରକ୍ଷା ବଜେଟ
ନୂଆଦିଲ୍ଲୀ,୧।୨: ଗତବର୍ଷ ତୁଳନାରେ ଚଳିତ ବର୍ଷ ପ୍ରତିରକ୍ଷା ବଜେଟର ପରିମାଣକୁ ବୃଦ୍ଧି କରାଯାଇଛି। ଶନିବାର ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା ବଜେଟରେ ପ୍ରତିରକ୍ଷା ପାଇଁ ୧ଲକ୍ଷ ୧୦ ହଜାର ୭୩୪ କୋଟି ଟଙ୍କା ଅନୁମୋଦନ କରାଯାଇଛି। ଯାହା…
ଅଧିକ ସମୟ ବଜେଟ ଭାଷଣ ପଢ଼ି ରେକର୍ଡ କଲେ ସୀତାରମଣ
ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୭୩ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ସେ ଦୀର୍ଘ ୨ ଘଣ୍ଟା ୪୧ ମିନିଟ୍ର ବଜେଟ ଭାଷଣ ପଢ଼ି ଏହି ରେକର୍ଡ କରିଛନ୍ତି। ଗତ ୭୩ ବର୍ଷ ମଧ୍ୟରେ ସଂସଦରେ ୯୧ ଥର…
Archives


