ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!
ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା ଏବଂ ରୂପା ମୂଲ୍ୟ ହ୍ରାସ ପାଇଲା, ଯାହା ନିବେଶକ ଏବଂ ସାଧାରଣ କ୍ରେତା…
Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…
ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି ପ୍ରଦାନ କରିଛନ୍ତି । ଅର୍ଥମନ୍ତ୍ରୀ କହିଛନ୍ତି ଯେ ଶିକ୍ଷା ଏବଂ ସ୍ୱାସ୍ଥ୍ୟ ଉପରେ…
ଦେଶ ଉପରେ କେତେ ଋଣ, କେଉଁଠି ଖର୍ଚ୍ଚ ହେବ ଆପଣଙ୍କ ଟଙ୍କା? ଜାଣନ୍ତୁ ଚଳିତବର୍ଷର ବଜେଟ୍ ସାଇଜ
ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଦେଶର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବର୍ଷ, ସରକାର ଅଭିବୃଦ୍ଧିର ଗତି ବଜାୟ ରଖି ଆର୍ଥିକ ଶୃଙ୍ଖଳାର ଏକ ଦୃଢ଼ ଉଦାହରଣ ସ୍ଥାପନ କରିଛନ୍ତି। ଚଳିତ ବର୍ଷ…
ପ୍ରତିରକ୍ଷା ବଜେଟ୍ରେ ରେକର୍ଡ ବୃଦ୍ଧି: ସେନା ଯେତିକି ମାଗିଥିଲା, ତାଠାରୁ ଅଧିକ ଦେଲେ ସରକାର
ନୂଆଦିଲ୍ଲୀ,୧।୨: ପ୍ରତିରକ୍ଷା କ୍ଷେତ୍ର ପାଇଁ ଏକ ବଡ଼ ଧରଣର ବ୍ୟୟବରାଦ ଘୋଷଣା କରିଛନ୍ତି ସରକାର। ‘ଅପରେସନ ସିନ୍ଦୂର’ ପରେ ସୀମାରେ ବଢ଼ୁଥିବା ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି ବଜେଟ ବୃଦ୍ଧି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ…
Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ
ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ ଭାବେ ଲଗାତାର ୯ମ ଥର ପାଇଁ କେନ୍ଦ୍ରୀୟ ବଜେଟ୍ ଆଗତ କରିଛନ୍ତି। ଚଳିତ…
Budget 2026: ଭାରତ ହେବ ଚିପ୍ ମାନୁଫାକ୍ଚରିଂ ହବ୍; ୪୦,୦୦୦ କୋଟିର ବ୍ୟୟବରାଦ
ନୂଆଦିଲ୍ଲୀ,୧।୨: ଭାରତ ହେବ ଚିପ୍ ମାନୁଫାକ୍ଚରିଂ ହବ୍। ସେମିକଣ୍ଡକ୍ଟର କ୍ଷେତ୍ରରେ ପାଲଟିବା ବିଶ୍ୱସ୍ତରୀୟ ଶକ୍ତି। ଭାରତର ବୈଷୟିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ବଜେଟରେ ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ (ISM) ୨.୦ ର ଶୁଭାରମ୍ଭ ଘୋଷଣା ହୋଇଛି। ଉତ୍ପାଦନକୁ ପ୍ରୋତ୍ସାହନ ଦେବା…
Budget 2026: ସାଧାରଣ ଜନତାଙ୍କୁ କ’ଣ ମିଳିଲା? ଚାଷୀ, ଯୁବପିଢ଼ି ଓ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା
ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ୨୦୨୬ ବଜେଟ୍ ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଏଥିରେ ନିଆଯାଇଛି। କୃଷି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ପରିବହନ ଭଳି କ୍ଷେତ୍ରକୁ ଏଥିରେ ପ୍ରାଧାନ୍ୟ ଦିଆଯାଇଛି।…
ବଜେଟ୍କୁ ନେଇ ଏହି ବଡ଼ କଥା କହିଦେଲେ ପ୍ରିୟଙ୍କା ଗାନ୍ଧୀ, ମୋର କୌଣସି…
ନୂଆଦିଲ୍ଲୀ,୧ା୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଆଜି ଅର୍ଥାତ୍ ଫେବୃଆରୀ ୧ରେ ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି। ଏହା ତାଙ୍କର ଲଗାତର ୯ମ ବଜେଟ୍। ତେବେ ଏହି ବଜେଟ୍କୁ ନେଇ ରାଜନୈତିକ ମହଲରୁ ମଧ୍ୟ ତୀବ୍ର…
ବଜେଟ୍ ଝଟ୍କା: ଶେୟାର ବଜାରରେ ଭୟର ବାତାବରଣ, ସେନସେକ୍ସ ୧୫୦୦ ପଏଣ୍ଟ ଖସିଲା
ନୂଆଦିଲ୍ଲୀ,୧।୨: ଭାରତୀୟ ଶେୟାର ବଜାରକୁ ଲାଗିଛି ବଜେଟ୍ ଝଟ୍କା। ପ୍ରାରମ୍ଭିକ କାରବାରରେ ବଜାର ଲାଭରେ ଥିଲେ ହେଁ, ଅର୍ଥମନ୍ତ୍ରୀଙ୍କ ଭାଷଣ ପରେ ବଜାର ତଳମୁହଁ ହୋଇଥିଲା। ନିବେଶକମାନେ ବହୁମାତ୍ରାରେ ଶେୟାର ବିକ୍ରି କରିବା ଫଳରେ ସେନସେକ୍ସ ପ୍ରାୟ ୧,୫୦୦ ପଏଣ୍ଟ ଏବଂ…
ଏଣିକି ଟ୍ୟାକ୍ସ ଫାଙ୍କିଲେ କି ନ ଦେଲେ ହେବନି ଜେଲ୍…ସରକାରଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୧।୨: ଯଦି ଆପଣ ମଧ୍ୟ କଠୋର ଆୟକର ନିୟମ ଏବଂ ଯାଞ୍ଚ ପ୍ରକ୍ରିୟାକୁ ଭୟ କରୁଥିଲେ, ତେବେ 2026-27 ଆର୍ଥିକ ବର୍ଷର ବଜେଟ ଏକ ବଡ଼ ଆଶ୍ୱସ୍ତି ଆଣିଥାଏ। ସଂସଦରେ ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ସ୍ପଷ୍ଟ କରିଛନ୍ତି…
Budget 2026: ୧୭.୨ ଲକ୍ଷ କୋଟି ଋଣ କରିବେ ସରକାର, ବିତିୟ ନିଅଣ୍ଟ ୪.୩% ରଖିବାକୁ ଲକ୍ଷ୍ୟ
ନୂଆଦିଲ୍ଲୀ,୧।୨: ରବିବାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସରକାର ଆଗାମୀ ଆର୍ଥିକ ବର୍ଷ ପାଇଁ ରାଜକୋଷୀୟ ନିଅଣ୍ଟକୁ ଜିଡିପି (GDP)ର ୪.୩ ପ୍ରତିଶତ ମଧ୍ୟରେ ସୀମିତ ରଖିବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏହା…
Budget 2026: ଏସବୁ ଚାଷକୁ ପ୍ରୋତ୍ସାହନ ଘୋଷଣା; ଭାରତୀୟ ବ୍ରାଣ୍ଡକୁ ବିଶ୍ୱସ୍ତରୀୟ କରିବା ଯୋଜନା
ନୂଆଦିଲ୍ଲୀ,୧।୨: ବଜେଟ୍ ୨୦୨୬ରେ ଚାଷୀମାନଙ୍କ ପାଇଁ ବଡ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଉଚ୍ଚ ମୂଲ୍ୟର କୃଷିଜାତ ଦ୍ରବ୍ୟ ଯଥା କାଜୁ, କୋକୋ ଏବଂ ଚନ୍ଦନ ଚାଷ ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦେଇଛନ୍ତି। ୨୦୩୦ ସୁଦ୍ଧା ଭାରତୀୟ କାଜୁ ଓ…
Archives


