ବଜେଟ

ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶରେ ହେବ ଆଉ ୩ ନୂଆ AIIMS

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଆଜି ତାଙ୍କର ଲଗାତର ନବମ ବଜେଟ୍‌ ଉପସ୍ଥାପନ କରୁଛନ୍ତି। ଏହି ବଜେଟ୍‌ରେ ଆତ୍ମନିର୍ଭରଶୀଳ ଭାରତ ପାଇଁ ୨୦୦୦ କୋଟିର ଘୋଷଣା ରହିଛି। ଏହା ସହିତ ୫୦୦୦୦୦ରୁ ଅଧିକ ଜନସଂଖ୍ୟା ଥିବା ସହରଗୁଡ଼ିକୁ ବିକଶିତ କରିବାର…

Budget 2026: ପ୍ରତି ଜିଲାରେ ଖୋଲିବ ଛାତ୍ରୀନିବାସ; ମେଧାବୀ ଛାତ୍ରୀଙ୍କ ପାଇଁ ବଡ ଘୋଷଣା

ନୂଆଦିଲ୍ଲୀ,୧।୨: ଉଚ୍ଚଶିକ୍ଷା କ୍ଷେତ୍ରରେ ଛାତ୍ରୀମାନଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ବଡ଼ ଘୋଷଣା କରିଛନ୍ତି। ବିଶେଷ କରି STEM (ବିଜ୍ଞାନ, ବୈଷୟିକ ଜ୍ଞାନକୌଶଳ, ଇଞ୍ଜିନିୟରିଂ ଏବଂ ଗଣିତ) ବିଭାଗରେ ଅଧ୍ୟୟନ କରୁଥିବା ଛାତ୍ରୀମାନଙ୍କ ରହଣି ସମସ୍ୟା…

Budget 2026: ୭ଟି ହାଇ-ସ୍ପିଡ୍ ରେଳ କରିଡର ଘୋଷଣା, ଉପକୃତ ହେବେ ଓଡିଶା ସମେତ ଏସବୁ ରାଜ୍ୟ

ନୂଆଦିଲ୍ଲୀ,୧।୨: ଭାରତର ପ୍ରମୁଖ ଆର୍ଥିକ ଓ ବାଣିଜ୍ୟିକ ସହରଗୁଡ଼ିକୁ ଯୋଡିବା ପାଇଁ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏସଓ ସହରକୁ ଯୋଗାଯୋଗକୁ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ରେ ୭ଟି ନୂତନ ହାଇସ୍ପିଡ୍ ରେଳ କରିଡରର ପ୍ରସ୍ତାବ…

Budget 2026: ବଜେଟରେ ବଡ଼ ଘୋଷଣା କଲେ ନିର୍ମଳା ସୀତାରାମନ୍‌, କ୍ୟାନସର-ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧।୨: ସଂସଦ ଆରମ୍ଭ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହା ତାଙ୍କର ଲଗାତାର ନବମ ବଜେଟ। ବଜେଟର ଏକ କପି ମଧ୍ୟ ସଂସଦ ଭବନରେ ପହଞ୍ଚିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ତାଙ୍କ ବଜେଟ ଭାଷଣରେ…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ସ୍ୱତନ୍ତ୍ର…

ଯେବେ ପାକିସ୍ତାନ ପିଏମ ଆଗତ କରିଥିଲେ ଭାରତର ବଜେଟ, ଦେଶରେ ପଡିଥିଲା ଚହଳ!

ନୂଆଦିଲ୍ଲୀ,୧।୨: ଭାରତୀୟ ଇତିହାସର ଏକ ଆକର୍ଷଣୀୟ ଘଟଣା ଯାହା ପ୍ରଥମ ଥର ପାଇଁ ଶୁଣିଲେ ଯେକୌଣସି ବ୍ୟକ୍ତିଙ୍କୁ ଆଶ୍ଚର୍ଯ୍ୟ କରିପାରେ। ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାରତର ବଜେଟ ଉପସ୍ଥାପନ କରିଥିଲେ! ଆଶ୍ଚଯ୍ୟ ଲାଗୁଥିଲେ ବି ଏହା ସତ। ତାରିଖ ଥିଲା ୨ ଫେବୃଆରୀ…

ଗାଁ ପାଇଁ ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଉପକୃତ ହେବେ ଗ୍ରାମୀଣ ଯୁବକ

ନୂଆଦିଲ୍ଲୀ,୧ା୨: ରବିବାର ପୂର୍ବାହ୍ନରେ ପାର୍ଲାମେଣ୍ଟରେ ବଜେଟ୍‌ ୨୦୨୬-୨୭ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଲଗାତର ୯ମ ଥର ପାଇଁ ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ। ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ତଥ୍ୟ ରଖିଛନ୍ତି…

Budget 2026: ଅର୍ଥମନ୍ତ୍ରୀଙ୍କ ‘କର୍ତ୍ତବ୍ୟ ମନ୍ତ୍ର’; ଫୋକସରେ ଗରିବ, ଅବହେଳିତ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। କର୍ତ୍ତବ୍ୟ ଭବନରେ ପ୍ରସ୍ତୁତ ଏହି ପ୍ରଥମ ବଜେଟରେ ସରକାର ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ପାଇଁ ନିଜର ସଂକଳ୍ପ ଦୋହରାଇଛନ୍ତି। ଏହି…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା କରୁଛନ୍ତି ଯେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ ଯାହା…

ବଜେଟ୍‌ ଉପସ୍ଥାପନ ପୂର୍ବରୁ ସରିଲା ମୋଦିଙ୍କ ବୈଠକ

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ଅର୍ଥାତ୍‌ ୧ ଫେବୃଆରୀରେ ୯ମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବାକୁ ଯାଉଛନ୍ତି। ତେବେ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ବଜେଟ୍‌କୁ…

ବିବାହିତଙ୍କୁ Budget 2026 ରୁ ମିଳିବ ଖୁସିଖବର! ଆଉ ଦେବାକୁ ପଡିବନି…

ନୂଆଦିଲ୍ଲୀ,୧।୨: ଭାରତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସଂସ୍ଥାନ (ICAI) ବିବାହିତ ଦମ୍ପତିଙ୍କ ପାଇଁ ଇଚ୍ଛାଧୀନ ଯୁଗ୍ମ ଟିକସ ପ୍ରସ୍ତାବ ଦେଇଛି। ଯଦି ଏହା କାର୍ଯ୍ୟକାରୀ ହୁଏ, ତେବେ ଏହା ବ୍ୟକ୍ତିଗତ ଆୟକର ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ହେବ ଏବଂ ଲକ୍ଷ ଲକ୍ଷ…

Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର

ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି ରବିବାର ନିବେଶକମାନଙ୍କ ପାଇଁ ଏକ ଭିନ୍ନ ଛୁଟି। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri