୧୮ ବର୍ଷ ପରେ ଏକାଠି ହେଲେ ଭଉଣୀଭାଇ
ନୂଆଦିଲ୍ଲୀ: ଉତ୍ତରପ୍ରଦେଶ କାନପୁର ଅଞ୍ଚଳର ବାଲ୍ ଗୋବିନ୍ଦ ୧୮ ବର୍ଷ ପୂର୍ବେ କାମଧନ୍ଦା ଅନ୍ବେଷଣରେ ମୁମ୍ବାଇ ଯାଇ ନିଖୋଜ ହୋଇଯାଇଥିଲେ। ଗଁାକୁ ଫେରିବା ପାଇଁ ସେ ଏକ ଭୁଲ୍ ଟ୍ରେନ୍ ଧରି ଜୟପୁରରେ ପହଞ୍ଚତ୍ଥିଲେ। ଦୀର୍ଘ ବର୍ଷ ପରେ ଇଷ୍ଟାଗ୍ରାମ୍ରେ ଏକ...
ରେକର୍ଡ ପରିମାଣର ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୪ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଶେଷ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍ଟି) ସଂଗ୍ରହ କରାଯାଇଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା...
ରିଲାଏନ୍ସ ଜିଓର ଦ୍ୱିିତୀୟ ତ୍ରୈମାସରେ ୫୦୫୮କୋଟି ନିଟ୍ ଲାଭ
ଭୁବନେଶ୍ୱର,୨୮।୧୦(ଅନୁରାଧା ମହାରଣା) : ରିଲାଏନ୍ସ ଜିଓ ଇନ୍ଫୋକମ୍ ଲିମିଟେଡ୍ (ଆର୍ଜେଆଇଏଲ୍) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସର ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଜୁଲାଇ-ସେପ୍ଟେମ୍ବର ୨୦୨୩ ତ୍ରୈମାସରେ ରିଲାଏନ୍ସ ଜିଓ ଇନ୍ଫୋକମ୍ ଲିମିଟେଡ୍ର ନିଟ୍ ଲାଭ ଗତ ବର୍ଷ ସମାନ...
ଜେ.କେ.ମହାନ୍ତିଙ୍କୁ ସମ୍ମାନଜନକ ଡକ୍ଟରେଟ୍
ଭୁବନେଶ୍ୱର,୨୧।୮: ରାଜ୍ୟର ଜଣାଶୁଣା ଶିଳ୍ପପତି ତଥା ସ୍ବସ୍ତି ଗ୍ରୁପ୍ର ସିଏମ୍ଡି ଜେ.କେ.ମହାନ୍ତିଙ୍କୁ ଶନିବାର ସମ୍ମାନଜନକ ଡକ୍ଟରେଟ୍ ଦିଆଯାଇଛି। ଉଲ୍ଲେଖଯୋଗ୍ୟ, କିଟ୍ ଡିମ୍ଡ ବିଶ୍ୱବିଦ୍ୟାଳୟର ୧୯ ତମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ମହାନ୍ତିଙ୍କୁ ଡିଗ୍ରୀ ଅଫ୍ ଡକ୍ଟରେଟ୍ ଲେଟର(ଅନରିସି କାଜା) ପ୍ରଦାନ...
ପ୍ଲାଷ୍ଟୋର ନୂତନ ଉତ୍ପାଦ ଉନ୍ମୋଚିତ
ନୂଆଦିଲ୍ଲୀ,୨।୬: ଦେଶର ପ୍ରମୁଖ ପ୍ଲାଷ୍ଟିକ ସାମଗ୍ରୀ ଉତ୍ପାନକାରୀ ବ୍ରାଣ୍ଡ୍ ପ୍ଲାଷ୍ଟୋର ନୂତନ ଉତ୍ପାଦ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଦେଶର ପ୍ରଥମ ଉତ୍ପାଦନକାରୀ ବ୍ରାଣ୍ଡ୍ ଭାବେ ପ୍ଲାଷ୍ଟୋ ୮ ଲେୟାର ବିଶିଷ୍ଟ ପାଣିଟାଙ୍କିକୁ ବଜାର ପ୍ରବେଶ କରାଇଛି। ବିଶେଷକରି ବର୍ତ୍ତମାନ...
୪୭୦ ବିମାନକୁ ପ୍ରାୟ ୭୦ ବିଲିୟନ ଦେବ ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୮।୨ : ଟାଟା ଗ୍ରୁପ ଦ୍ୱାରା ପରିଚାଳିତ ଏୟାର ଇଣ୍ଡିଆ ନିକଟରେ ବିଦେଶୀ କମ୍ପାନୀଠାରୁ ୪୭୦ ବିମାନ କିଣିବ ବୋଲି ଅର୍ଡର ଦେଇଥିବା ଜଣାପଡିଛି। ଘରୋଇ ବିମାନ ନିର୍ମାଣକାରୀ ସଂସ୍ଥା ଏୟାରବସ୍ ଏବଂ ବୋଇଂରୁ ୪୭୦ ବିମାନ ପାଇଁ ଏୟାର...
ବଜେଟରେ ପର୍ଯ୍ୟଟନକୁ ଫୋକସ: ଅବଢା ଯୋଜନା ପାଇଁ ୨୨୪ କୋଟି
ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ତେବେ ବଜେଟରେ ପର୍ଯ୍ୟଟନକୁ ମଧ୍ୟ ରାଜ୍ୟ ସରକାର ଫୋକସ କରିଛନ୍ତି। ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ପାଇଁ ୬ଶହ ୬୦କୋଟି ଟଙ୍କା ବ୍ୟୟବରାଦ...
ରେଳପଥର ବିକାଶ ପାଇଁ ୩୨୦ କୋଟି
ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ରେଳ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ବଜେଟରେ ୩୨୦ ଟଙ୍କାର ବ୍ୟୟବରାଦ କରିଛନ୍ତି। ଖୋର୍ଦ୍ଧାରୋଡ-ବଲାଙ୍ଗୀର, ଜୟପୁର- ନବରଙ୍ଗପୁର, ଜୟପୁର-ମାଲକାନଗିରି, ବରଗଡ-ନୂଆପଡା ଏହି ୪ଟି ନୂଆ ରେଳ ଲାଇନ ପ୍ରକଳ୍ପ ବାବଦରେ ଏହି ଟଙ୍କା ଖର୍ଚ୍ଚ କରାଯିବ...
ରାଜ୍ୟ ବଜେଟ ୨୦୨୩-୨୪: ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି ବୃଦ୍ଧି
ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ବୃଦ୍ଧି କରିଛନ୍ତି। ଗ୍ରାମାଞ୍ଚଳରେ ଏହି ସହାୟତା ରାଶିକୁ ୨ହଜାରରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ, ସହରାଞ୍ଚଳରେ ଏହି ସହାୟତା ରାଶିକୁ...
ବଜେଟରେ ଶିକ୍ଷାକୁ ଗୁରୁତ୍ୱ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭାରେ ବଜେଟ ୨୦୨୩-୨୪ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ରାଜ୍ୟ ବଜେଟରେ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ସରକାର । ବଜେଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୨୨ ହଜାର ୨୮ କୋଟି ଟଙ୍କାର...
୨୦୨୩-୨୪ ରାଜ୍ୟ ବଜେଟ: ସ୍ବାସ୍ଥ୍ୟ କ୍ଷେତ୍ରରେ ୧୬ ହଜାର କୋଟି
ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ରାଜ୍ୟ ବଜେଟରେ ସ୍ବାସ୍ଥ୍ୟ ପାଇଁ ୧୬ ହଜାର କୋଟି ବ୍ୟୟବରାଦ ହୋଇଛି। ଗତବର୍ଷ ତୁଲନାରେ ଏହା ୨୭ ପ୍ରତିଶତ ବୃଦ୍ଧି ପାଇଛି। ମୋଟ ରାଜ୍ୟ ବଜେଟର ୧୭ ପ୍ରତିଶତ ସ୍ବାସ୍ଥ୍ୟ କ୍ଷେତ୍ରରେ ବ୍ୟୟବରାଦ କରାଯାଇଛି। ସ୍ବାସ୍ଥ୍ୟ ଓ...
୨୦୨୩-୨୪ ରାଜ୍ୟ ବଜେଟ: କୃଷି ପାଇଁ ୨୪ ହଜାର ୮୨୯ କୋଟି
ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି। ବଜେଟରେ ଚାଷୀଙ୍କୁ...
Archives


