Budget 2025: ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କଲେ ସୀତାରମଣ
ନୂଆଦିଲ୍ଲୀ,୩୧।୧: ସଂସଦର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଯାଇଛି। ପୂର୍ଣ୍ଣାଙ୍ଗ ବଜେଟ ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ଲୋକସଭାରେ ୨୦୨୪-୨୫ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ଆଗତ କରିଛନ୍ତି। ଅର୍ଥନୈତିକ ସର୍ଭେ ଅନୁଯାୟୀ, ୨୦୨୫-୨୬ ଆର୍ଥିକ ବର୍ଷରେ…
Budget 2025: ବୟସ୍କଙ୍କୁ ଖୁସି କରିବେ ସରକାର, ଜାଣନ୍ତୁ କ’ଣ ସବୁ ମିଳିପାରେ ଲାଭ
ନୂଆଦିଲ୍ଲୀ,୩୧।୧: ଶନିବାର ଆସିବାକୁ ଥିବା ଦେଶର ବଜେଟକୁ ନେଇ ଲୋକଙ୍କ ମନରେ ଆଗ୍ରହ ରହିଛି। ଏପରି ପରିସ୍ଥିତିରେ ବୟସ୍କମାନେ ଭାବୁଛନ୍ତି ଯେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ବଜେଟରେ ଏପରି କିଛି କରିବା ଉଚିତ୍, ଯାହା ଦ୍ୱାରା ଆତ୍ମବିଶ୍ୱାସ ମିଳିବ ଯେ ବୃଦ୍ଧାବସ୍ଥା…
Budget 2025: କେଉଁମାନଙ୍କୁ ମିଳିବ ଆଶ୍ୱସ୍ତି, ବଜେଟ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୦ ବଡ଼ କଥା, ପଢନ୍ତୁ…
ନୂଆଦିଲ୍ଲୀ,୩୧।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହିତ ୧୮ତମ ଲୋକ ସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି ଏବଂ ଦେବୀ ଲକ୍ଷ୍ମୀଙ୍କୁ ପ୍ରଣାମ କରିଛନ୍ତି। ଏଥିସହ…
ରାଷ୍ଟ୍ରପତିଙ୍କୁ ‘Poor Lady’ କହି କଟାକ୍ଷ କଲେ ସୋନିଆ: କହିଲେ, ଭାଷଣ ପଢ଼ି ପଢ଼ି ଥକ୍କି ଗଲେ
ନୂଆଦିଲ୍ଲୀ,୩୧।୧: ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକସଭାରେ ବିରୋଧୀ…
Budget 2025: ସମସ୍ତଙ୍କୁ ଆବାସ ଯୋଜନାରେ ମିଳିବ ଘର
ନୂଆଦିଲ୍ଲୀ,୩୧ା୧: ଶୁକ୍ରବାର ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଏବଂ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ରାଷ୍ଟ୍ରପତି ପ୍ରଥମେ ସମ୍ବିଧାନ ନିର୍ମାତାଙ୍କୁ ପ୍ରଣାମ ଜଣାଇ ତାଙ୍କର ଅଭିଭାଷଣ ରଖିଛନ୍ତି। ରାଷ୍ଟ୍ରପତି ମହାକୁମ୍ଭ…
Budget 2025: ଏଥର ବଜେଟରେ କ’ଣ ମିଳିବ? ଆଶାରେ ଦେଶବାସୀ, ହୋଇପାରେ ୩ ବଡ଼ ଘୋଷଣା
ନୂଆଦିଲ୍ଲୀ,୩୧।୧: ମୋଦି ସରକାର ୨୦୨୫ ବଜେଟରେ ମେଟ୍ରୋ ନେଟୱାର୍କର ସମ୍ପ୍ରସାରଣ ସମ୍ପର୍କରେ ଏକ ବଡ଼ ଘୋଷଣା କରିପାରନ୍ତି। ସାରା ଦେଶରେ ଆନ୍ତଃନଗର ଦ୍ରୁତ ରେଳ ସଂଯୋଗକୁ ସୁଦୃଢ଼ କରିବା ପାଇଁ ସରକାର ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ମିଶନ ମୋଡରେ ମେଟ୍ରୋ…
Budget 2025: ‘ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ରହୁ’, ବଜେଟ ପୂର୍ବରୁ ଗରିବ ଏବଂ ମଧ୍ୟବିତ୍ତ ଶ୍ରେଣୀଙ୍କ ପାଇଁ ଜାଣନ୍ତୁ କ’ଣ କହିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୩୧।୧: ବଜେଟ ଅଧିବେଶନ ପୂର୍ବରୁ ସଂସଦରେ ପହଞ୍ଚି ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ମୁଁ ମା’ ଲକ୍ଷ୍ମୀଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଦେଶର ପ୍ରତ୍ୟେକ ଗରିବ ଏବଂ ମଧ୍ୟବିତ୍ତ ବର୍ଗର ସମ୍ପ୍ରଦାୟ ଉପରେ ମା’ ଲକ୍ଷ୍ମୀଙ୍କ…
ହାଇକୋର୍ଟରେ ନିର୍ବାଚନି ଅନିୟମିତତା ମାମଲା: ଉପମୁଖ୍ୟମନ୍ତ୍ରୀ କେ. ଭି. ସିଂଦେଓଙ୍କୁ ଜରିମାନା
କଟକ,୩୧ା୧(କାର୍ତ୍ତିକ ସାହୁ): ୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ରୁଜୁ ମାମଲାରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କୁ ହାଇକୋର୍ଟ ୨ ହଜାର ଟଙ୍କା ଜରିମାନା କରିଛନ୍ତି। ଜବାବ ଦାଖଲ ପାଇଁ ତାରିଖ ଗଡ଼ାଇ ଚାଲିବା, ନିର୍ଦ୍ଧାରିତ ସମୟରେ ଜବାବ ଦାଖଲ ନ କରିବା…
ବନ୍ୟା ନିୟନ୍ତ୍ରଣ, ଜଳସେଚନ ପ୍ରକଳ୍ପପାଇଁ ବଡ଼ ପ୍ୟାକେଜ୍ ଘୋଷଣା
ନୂଆଦିଲ୍ଲୀ,୨୪।୦୭: ବିଭିନ୍ନ ରାଜ୍ୟରେ ବନ୍ୟା ନିୟନ୍ତ୍ରଣ ବ୍ୟବସ୍ଥା ବଢ଼ାଇବା ଏବଂ ଜଳସେଚନ ପ୍ରକଳ୍ପଗୁଡ଼ିକର ବିକାଶ ପାଇଁ କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ୧୧,୫୦୦ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ତ୍ୱରିତ୍ ସେଚ ଲାଭ କାର୍ଯ୍ୟକ୍ରମ ଓ ଅନ୍ୟାନ୍ୟ ଉତ୍ସ ଜରିଆରେ…
ଆଣବିକ ଶକ୍ତି, ପମ୍ପ୍ଡ ଷ୍ଟୋରେଜ୍, ଥର୍ମାଲ ପ୍ଲାଣ୍ଟକୁ ଗୁରୁତ୍ୱ ଦେଲେ ମୋଦି ସରକାର
ନୂଆଦିଲ୍ଲୀ,୨୪।୦୭: ଭାରତର ଶକ୍ତି ପରିବର୍ତ୍ତନ ଯୋଜନାରେ କ୍ଷୁଦ୍ର ମଡ୍ୟୁଲାର ଆଣବିକ ରିଆକ୍ଟର (ଏସ୍ଏମ୍ଆର୍), ପମ୍ପ୍ଡ ଷ୍ଟୋରେଜ ପ୍ରୋଜେକ୍ଟ ଏବଂ ଅଧିକ ଦକ୍ଷ ଥର୍ମାଲ ପ୍ଲାଣ୍ଟଗୁଡ଼ିକର ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ସରକାର ଘରୋଇ କମ୍ପାନୀଗୁଡ଼ିକ ସହାୟତାରେ ଏସ୍ଏମ୍ଆର୍ଗୁଡ଼ିକର ବିକାଶ କରିବେ। ଆଣବିକ…
ନିଯୁକ୍ତି, ଦକ୍ଷତା ବିକାଶକୁ ଗୁରୁତ୍ୱ ଦେଲେ ମୋଦି ସରକାର, ଏଥର ମିଳିବ ଚାକିରି
ନୂଆଦିଲ୍ଲୀ,୨୪।୦୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ମଙ୍ଗଳବାର ଲୋକ ସଭାରେ ଉପସ୍ଥାପନ କରିଥିବା ବଜେଟରେ ନିଯୁକ୍ତି, ଦକ୍ଷତା ବିକାଶକୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି। ୪.୧ କୋଟି ଯୁବବର୍ଗଙ୍କ ନିମନ୍ତେ ବିଭିନ୍ନ ଯୋଜନା ପାଇଁ ବଜେଟରେ ୨ ଲକ୍ଷ କୋଟି ଟଙ୍କା ରଖାଯାଇଛି। ସରକାର ୯ଟି…
ଗ୍ରାମାଞ୍ଚଳ ଜମି ପାଇଁ ଭୂ-ଆଧାର ବ୍ୟବସ୍ଥା କରିବେ କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୨୪।୦୭: କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ୍ ମଙ୍ଗଳବାର ସଂସଦରେ କେନ୍ଦ୍ରୀୟ ବଜେଟ ୨୦୨୪-୨୫ ଉପସ୍ଥାପନ କରି କହିଛନ୍ତି ଯେ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଭୂମି ସମ୍ପର୍କିତ ସଂସ୍କାର ଏବଂ ଅନ୍ୟାନ୍ୟ କାର୍ଯ୍ୟକୁ ଆଗାମୀ ୩ ବର୍ଷ ମଧ୍ୟରେ…
Archives


