ବିକଶିତ ଭାରତକୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, କହିଲେ ଏହି କ୍ଷେତ୍ରରେ…
ନୂଆଦିଲ୍ଲୀ, ୨୩।୭: ମୋଦି ସରକାରଙ୍କ ତୃତୀୟ ପାଳିର ସାଧାରଣ ବଜେଟ ଉପସ୍ଥାପନ ସଂସଦରେ ଆରମ୍ଭ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୋଟିଏ ପରେ ଗୋଟିଏ ବିଭାଗ ପାଇଁ ଘୋଷଣା ଜାରି ରଖଛନ୍ତି । ଏହି କ୍ରମରେ ଦେଶରେ ବିକାଶକୁ ଆଗକୁ…
ବଜେଟ୍ ପୂର୍ବରୁ ଉଛୁଳିଲା ସେୟାର ମାର୍କେଟ୍, ବଢ଼ିଗଲା ସେନ୍ସେକ୍ସ-ନିଫ୍ଟି
ମୁମ଼୍ବାଇ, ୨୩।୦୭: ନୂଆ ସରକାର ଗଠନ ପରେ ପ୍ରଥମ ଥର ପାଇଁ ଆଜି ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବାକୁ ଯାଉଛି । ସାଧାରଣ ଲୋକଙ୍କ ସମେତ ସେୟାର ମାର୍କେଟ୍ ନିବେଶକଙ୍କ ମଧ୍ୟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ବଡ଼ ଆଶା ରହିଛି…
‘ଆଇଟି କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବ ପତଞ୍ଜଳି’
ଭୁବନେଶ୍ୱର,୯।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଆଇଟି (ଇନ୍ଫରମେଶନ ଟେକ୍ନୋଲୋଜି ବା ଆଇଟି) କମ୍ପାନୀ ଭରୁୱା ସଲ୍ୟୁଶନ ଅଧୀନରେ ଆୟୋଜିତ ‘ବୃତ୍ତିଗତ ବିକାଶ/କୋର ସ୍କିଲ୍ ପାଇଁ କର୍ପୋରେଟ୍ ଟ୍ରେନିଂ’ଶୀର୍ଷକ ବିଷୟବସ୍ତୁ ଉପରେ ୩ ଦିନିଆ ଆଇଟି କର୍ମଶାଳା ପତଞ୍ଜଳି ବିଶ୍ୱବିଦ୍ୟାଳୟ…
୧୮ ବର୍ଷ ପରେ ଏକାଠି ହେଲେ ଭଉଣୀଭାଇ
ନୂଆଦିଲ୍ଲୀ: ଉତ୍ତରପ୍ରଦେଶ କାନପୁର ଅଞ୍ଚଳର ବାଲ୍ ଗୋବିନ୍ଦ ୧୮ ବର୍ଷ ପୂର୍ବେ କାମଧନ୍ଦା ଅନ୍ବେଷଣରେ ମୁମ୍ବାଇ ଯାଇ ନିଖୋଜ ହୋଇଯାଇଥିଲେ। ଗଁାକୁ ଫେରିବା ପାଇଁ ସେ ଏକ ଭୁଲ୍ ଟ୍ରେନ୍ ଧରି ଜୟପୁରରେ ପହଞ୍ଚତ୍ଥିଲେ। ଦୀର୍ଘ ବର୍ଷ ପରେ ଇଷ୍ଟାଗ୍ରାମ୍ରେ ଏକ ରିଲ୍ରୁ…
ରେକର୍ଡ ପରିମାଣର ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୪ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଶେଷ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍ଟି) ସଂଗ୍ରହ କରାଯାଇଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।…
ରିଲାଏନ୍ସ ଜିଓର ଦ୍ୱିିତୀୟ ତ୍ରୈମାସରେ ୫୦୫୮କୋଟି ନିଟ୍ ଲାଭ
ଭୁବନେଶ୍ୱର,୨୮।୧୦(ଅନୁରାଧା ମହାରଣା) : ରିଲାଏନ୍ସ ଜିଓ ଇନ୍ଫୋକମ୍ ଲିମିଟେଡ୍ (ଆର୍ଜେଆଇଏଲ୍) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସର ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଜୁଲାଇ-ସେପ୍ଟେମ୍ବର ୨୦୨୩ ତ୍ରୈମାସରେ ରିଲାଏନ୍ସ ଜିଓ ଇନ୍ଫୋକମ୍ ଲିମିଟେଡ୍ର ନିଟ୍ ଲାଭ ଗତ ବର୍ଷ ସମାନ ତ୍ରୈମାସ…
ଜେ.କେ.ମହାନ୍ତିଙ୍କୁ ସମ୍ମାନଜନକ ଡକ୍ଟରେଟ୍
ଭୁବନେଶ୍ୱର,୨୧।୮: ରାଜ୍ୟର ଜଣାଶୁଣା ଶିଳ୍ପପତି ତଥା ସ୍ବସ୍ତି ଗ୍ରୁପ୍ର ସିଏମ୍ଡି ଜେ.କେ.ମହାନ୍ତିଙ୍କୁ ଶନିବାର ସମ୍ମାନଜନକ ଡକ୍ଟରେଟ୍ ଦିଆଯାଇଛି। ଉଲ୍ଲେଖଯୋଗ୍ୟ, କିଟ୍ ଡିମ୍ଡ ବିଶ୍ୱବିଦ୍ୟାଳୟର ୧୯ ତମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ମହାନ୍ତିଙ୍କୁ ଡିଗ୍ରୀ ଅଫ୍ ଡକ୍ଟରେଟ୍ ଲେଟର(ଅନରିସି କାଜା) ପ୍ରଦାନ କରାଯାଇଛି।…
ପ୍ଲାଷ୍ଟୋର ନୂତନ ଉତ୍ପାଦ ଉନ୍ମୋଚିତ
ନୂଆଦିଲ୍ଲୀ,୨।୬: ଦେଶର ପ୍ରମୁଖ ପ୍ଲାଷ୍ଟିକ ସାମଗ୍ରୀ ଉତ୍ପାନକାରୀ ବ୍ରାଣ୍ଡ୍ ପ୍ଲାଷ୍ଟୋର ନୂତନ ଉତ୍ପାଦ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଦେଶର ପ୍ରଥମ ଉତ୍ପାଦନକାରୀ ବ୍ରାଣ୍ଡ୍ ଭାବେ ପ୍ଲାଷ୍ଟୋ ୮ ଲେୟାର ବିଶିଷ୍ଟ ପାଣିଟାଙ୍କିକୁ ବଜାର ପ୍ରବେଶ କରାଇଛି। ବିଶେଷକରି ବର୍ତ୍ତମାନ ସମୟର…
୪୭୦ ବିମାନକୁ ପ୍ରାୟ ୭୦ ବିଲିୟନ ଦେବ ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୮।୨ : ଟାଟା ଗ୍ରୁପ ଦ୍ୱାରା ପରିଚାଳିତ ଏୟାର ଇଣ୍ଡିଆ ନିକଟରେ ବିଦେଶୀ କମ୍ପାନୀଠାରୁ ୪୭୦ ବିମାନ କିଣିବ ବୋଲି ଅର୍ଡର ଦେଇଥିବା ଜଣାପଡିଛି। ଘରୋଇ ବିମାନ ନିର୍ମାଣକାରୀ ସଂସ୍ଥା ଏୟାରବସ୍ ଏବଂ ବୋଇଂରୁ ୪୭୦ ବିମାନ ପାଇଁ ଏୟାର ଇଣ୍ଡିଆର…
ବଜେଟରେ ପର୍ଯ୍ୟଟନକୁ ଫୋକସ: ଅବଢା ଯୋଜନା ପାଇଁ ୨୨୪ କୋଟି
ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ତେବେ ବଜେଟରେ ପର୍ଯ୍ୟଟନକୁ ମଧ୍ୟ ରାଜ୍ୟ ସରକାର ଫୋକସ କରିଛନ୍ତି। ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ପାଇଁ ୬ଶହ ୬୦କୋଟି ଟଙ୍କା ବ୍ୟୟବରାଦ କରାଯାଇଛି…
ରେଳପଥର ବିକାଶ ପାଇଁ ୩୨୦ କୋଟି
ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ରେଳ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ବଜେଟରେ ୩୨୦ ଟଙ୍କାର ବ୍ୟୟବରାଦ କରିଛନ୍ତି। ଖୋର୍ଦ୍ଧାରୋଡ-ବଲାଙ୍ଗୀର, ଜୟପୁର- ନବରଙ୍ଗପୁର, ଜୟପୁର-ମାଲକାନଗିରି, ବରଗଡ-ନୂଆପଡା ଏହି ୪ଟି ନୂଆ ରେଳ ଲାଇନ ପ୍ରକଳ୍ପ ବାବଦରେ ଏହି ଟଙ୍କା ଖର୍ଚ୍ଚ କରାଯିବ ବୋଲି…
ରାଜ୍ୟ ବଜେଟ ୨୦୨୩-୨୪: ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି ବୃଦ୍ଧି
ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ବୃଦ୍ଧି କରିଛନ୍ତି। ଗ୍ରାମାଞ୍ଚଳରେ ଏହି ସହାୟତା ରାଶିକୁ ୨ହଜାରରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ, ସହରାଞ୍ଚଳରେ ଏହି ସହାୟତା ରାଶିକୁ ୩ହଜାରରୁ…
Archives


