ବଜେଟ

ରାଜ୍ୟ ବଜେଟ ୨୦୨୩-୨୪: ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି ବୃଦ୍ଧି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ବୃଦ୍ଧି କରିଛନ୍ତି। ଗ୍ରାମାଞ୍ଚଳରେ ଏହି ସହାୟତା ରାଶିକୁ ୨ହଜାରରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ, ସହରାଞ୍ଚଳରେ ଏହି ସହାୟତା ରାଶିକୁ ୩ହଜାରରୁ…

ବଜେଟରେ ଶିକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭାରେ ବଜେଟ ୨୦୨୩-୨୪ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ରାଜ୍ୟ ବଜେଟରେ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ସରକାର । ବଜେଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୨୨ ହଜାର ୨୮ କୋଟି ଟଙ୍କାର ବ୍ୟୟ…

୨୦୨୩-୨୪ ରାଜ୍ୟ ବଜେଟ: ସ୍ବାସ୍ଥ୍ୟ କ୍ଷେତ୍ରରେ ୧୬ ହଜାର କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ରାଜ୍ୟ ବଜେଟରେ ସ୍ବାସ୍ଥ୍ୟ ପାଇଁ ୧୬ ହଜାର କୋଟି ବ୍ୟୟବରାଦ ହୋଇଛି। ଗତବର୍ଷ ତୁଲନାରେ ଏହା ୨୭ ପ୍ରତିଶତ ବୃଦ୍ଧି ପାଇଛି। ମୋଟ ରାଜ୍ୟ ବଜେଟର ୧୭ ପ୍ରତିଶତ ସ୍ବାସ୍ଥ୍ୟ କ୍ଷେତ୍ରରେ ବ୍ୟୟବରାଦ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର…

୨୦୨୩-୨୪ ରାଜ୍ୟ ବଜେଟ: କୃଷି ପାଇଁ ୨୪ ହଜାର ୮୨୯ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି। ବଜେଟରେ ଚାଷୀଙ୍କୁ ଅଧିକ…

ଉପସ୍ଥାପନ ହେଲା ୨୦୨୩- ୨୪ ବଜେଟ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରରେ ଏହା ହେଉଛି ଅନ୍ତିମ ପୂର୍ଣ୍ଣାଙ୍ଗ ବଜେଟ।

୨୦୪୭ ସୁଦ୍ଧା ସିକଲ୍‌ସେଲ୍‌ ଆନେମିଆ ମୁକ୍ତ ହେବ ଭାରତ

ନୂଆଦିଲ୍ଲୀ,୨।୨ :ଦେଶର ୧୫୭ ସହରରେ ଖୋଲିବ ସରକାରୀ ନର୍ସିଂ କଲେଜ। ବିଶେଷକରି ୨୦୧୪ ସୁଦ୍ଧା ଯେଉଁ ସହରରେ ସରକାରୀ ମେଡିକାଲ କଲେଜ ଖୋଲାଯାଇଛି, ସେଠାରେ ଏହି ନର୍ସିଂ କଲେଜ ଆରମ୍ଭ କରାଯିବ। ସେହିପରି ୨୦୪୭ ମସିହା ସୁଦ୍ଧା ଭାରତ ସିକଲ୍‌ ସେଲ୍‌…

ଏସ୍‌ଏଚ୍‌ଜି ମାଧ୍ୟମରେ ମହିଳାଙ୍କ ଆର୍ଥିକ ସଶକ୍ତୀକରଣ

ନୂଆଦିଲ୍ଲୀ, ୨।୨: ଗ୍ରାମାଞ୍ଚଳରେ ଦୀନ୍‌ଦୟାଲ ଅନ୍ତ୍ୟୋଦୟ ଯୋଜନା, ଗ୍ରାମୀଣ ଜୀବିକା ମିଶନ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ୍‌ ଅଭିଭାଷଣରେ କହିଛନ୍ତି। ଗ୍ରାମାଞ୍ଚଳ ମହିଳାମାନଙ୍କୁ ଏକଜୁଟ କରାଯାଇ ୮୧ ଲକ୍ଷ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏସ୍‌ଜି) ଗଠନ…

ଭାଷଣ ସର୍ବସ୍ବ କୃଷି ବଜେଟ

ନୂଆଦିଲ୍ଲୀ,୨ା୨: କୃଷିକ୍ଷେତ୍ରରେ ଭାରତର ପ୍ରଦର୍ଶନ ଉତ୍ତମ ଥିବା ନେଇ ପାର୍ଲାମେଣ୍ଟରେ ସୋମବାର ଉପସ୍ଥାପିତ ୨୦୨୨-୨୩ ଆର୍ଥିକ ବର୍ଷର ଇକୋନୋମିକ୍‌ ସର୍ଭେରେ କୁହାଯାଇଛି। ତେବେ ଜଳବାୟୁ ପରିବର୍ତ୍ତନର ପ୍ରତିକୂଳ ପ୍ରଭାବ ସାଙ୍ଗକୁ ଚାଷ କାର୍ଯ୍ୟରେ ଖର୍ଚ୍ଚ ବୃଦ୍ଧି ଭଳି ଚ୍ୟାଲେଞ୍ଜର ମୁକାବିଲା ଲାଗି…

ରେଲଓ୍ବେ ପାଇଁ ୨.୪ ଲକ୍ଷ କୋଟି ବ୍ୟୟବରାଦ

ନୂଆଦିଲ୍ଲୀ,୨।୨ : ୨୦୨୩-୨୪ କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରେଲଓ୍ବେ ପାଇଁ ସର୍ବାଧିକ ୨.୪ ଲକ୍ଷ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ୨୦୧୩-୧୪ ଆର୍ଥତ୍କ ବର୍ଷର ବ୍ୟୟବରାଦ ତୁଳନାରେ ଏହା ୯ ଗୁଣ ଅଧିକ ବୋଲି ଲୋକ ସଭାରେ ବଜେଟ…

ବଜେଟରେ ନିର୍ବାଚନୀ ଥୋପ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨।୨(ବ୍ୟୁରୋ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ପାର୍ଲାମେଣ୍ଟରେ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ଚଳିତବର୍ଷ ହେବାକୁ ଥିବା ମେଘାଳୟ, ତ୍ରିପୁରା, ମିଜୋରାମ, ନାଗାଲାଣ୍ଡ, କର୍ନାଟକ, ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲଙ୍ଗାନା ବିଧାନସଭା ଏବଂ…

ବଜେଟ ପ୍ରତିକ୍ରିୟା: ଫାରୁକ କଲେ ସମର୍ଥନ-ଥରୁର ଅସନ୍ତୁଷ୍ଟ…

ନୂଆଦିଲ୍ଲୀ,୧।୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ମହିଳା, ଯୁବକ ଏବଂ ବରିଷ୍ଠ ନାଗରିକଙ୍କ ବିଶେଷ ଗୁରୁତ୍ୱ ନେବାକୁ ଉଦ୍ୟମ କରାଯାଇଛି। ଏଥର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଟ୍ୟାକ୍ସ ସ୍ଲାବରେ…

ସମସ୍ତ ବର୍ଗଙ୍କ ଆଶା ଆକାଂକ୍ଷା ପୂରଣ କରିବାକୁ ସକ୍ଷମ ହେବ ବଜେଟ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧।୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୨.୦ର ଶେଷ ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ସାଧାରଣ ବଜେଟ ସମ୍ପର୍କରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗ୍ରାମ, ଗରିବ ଏବଂ ଚାଷୀଙ୍କୁ ବଜେଟରେ ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?