ନୂଆଦିଲ୍ଲୀ,୨୨।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଥିବା ବେଳେ ଫେସ୍ବୁକ୍ ଏବଂ ରିଲାଏନ୍ସ୍ ଜିଓ ମଧ୍ୟରେ ଏକ ବଡ଼ ଧରଣର ବ୍ୟବସାୟିକ ଚୁକ୍ତି ହୋଇଛି।…
ମୁମ୍ବାଇ,୨୨।୪:କରୋନା ଭାଇରସ୍ ଯୋଗୁ ସାରା ବିଶ୍ୱରେ ଏବେ ଲକ୍ଡାଉନ କରାଯାଇଛି। ଏଥିଯୋଗୁ ଆଉଟସୋର୍ସିଂ ଶିଳ୍ପ ଉପରେ ଗଭୀର ପ୍ରଭାବ ପଡ଼ିଛି। ଦେଶର ପ୍ରମୁଖ ଆଇଟି ହବ୍ କୁହାଯାଉଥିବା…
ନୂଆଦିଲ୍ଲୀ,୨୨।୪: ମଙ୍ଗଳବାର ଦେଶର ପୁଞ୍ଜିବଜାରରେ କାରବାର ଗଭୀର ଭାବେ ପ୍ରଭାବିତ ହୋଇଥିବା ଜଣାପଡିଛି। ଏହି ସମୟରେ ନିବେଶକଙ୍କ ୩.୩୦ ଲକ୍ଷ କୋଟି ଟଙ୍କାର ସମ୍ପତ୍ତି କ୍ଷତିଗ୍ରସ୍ତ ହୋଇଛି।…
ନୂଆଦିଲ୍ଲୀ,୨୨।୪: ଦେଶର ଅଭିବୃଦ୍ଧି ଫେରାଇ ଆଣାଯିବ ବୋଲି ଶିଳ୍ପଜଗତ ସହ ମିଳିତ ହୋଇ କାମ କରୁଥିବା ଇନ୍ଭେଷ୍ଟ ଇଣ୍ଡିଆର ଏମ୍ଡି ତଥା ସିଇଓ ଦୀପକ ବାଗଲା କହିଛନ୍ତି।…
ନୂଆଦିଲ୍ଲୀ,୨୨।୪: ହିରୋ ମୋଟୋକର୍ପ ପକ୍ଷରୁ ସ୍ବତନ୍ତ୍ର ରିଲିଫ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ୫ ହଜାରରୁ ଊର୍ଦ୍ଧ୍ୱ ଲିଟରର ସାନିଟାଇଜର ଲୋକଙ୍କୁ ବଣ୍ଟନ କରିଛି। କମ୍ପାନୀ ୪ ଲକ୍ଷ…
ନୂଆଦିଲ୍ଲୀ,୨୨।୪: କୃଷି ଋଣ ନେଇଥିବା କୃଷକଙ୍କୁ ମିଳିବ ଆଶ୍ୱସ୍ତି । କୃଷି ଋଣ ଉପରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ମଙ୍ଗଳବାର ୩ ମାସର ମୋରାଟୋରିୟମ ଘୋଷଣା କରିଛି।…
ନୂଆଦିଲ୍ଲୀ,୨୨।୪: କରୋନା ଭାଇରସ୍ ସଂକ୍ରମଣ ଯୋଗୁ ଲକ୍ଡାଉନ ପାଇଁ ଏବେ ସାରା ବିଶ୍ୱରେ ତୈଳ ଚାହିଦା ଖସିଯାଇଛି। ଏଥିଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ସର୍ବନିମ୍ନ…
ଲଣ୍ଡନ,୨୧।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଅନ୍ତର୍ଜାତୀୟ ବ୍ୟବସାୟ…
ନୂଆଦିଲ୍ଲୀ,୨୧।୪: ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍ଡିଆଇ) କ୍ଷେତ୍ରରେ ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ଉପରେ ଭାରତ ଅଙ୍କୁଶ ଲଗାଇବାର ୨ ଦିନ ପରେ ଏହାକୁ ନେଇ ସୋମବାର ଚାଇନା ପ୍ରତିକ୍ରୟା…
ନୂଆଦିଲ୍ଲୀ,୨୧।୪: ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍ଡିଆଇ) ନିୟମକୁ ଭାରତ ସରକାର ଏବେ ପରିବର୍ତ୍ତନ କରିଛନ୍ତି। ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ଭାରତରେ ନିବେଶ ଲାଗି ଏବେ ସରକାରଙ୍କ ଅନୁମତି ଲୋଡ଼ା…