ନୂଆଦିଲ୍ଲୀ,୧୦।୬: କୋଭିଡ୍-୧୯ ବିଶ୍ୱ ବଜାରକୁ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ କରିଛି। ଲକ୍ଡାଉନ ଯୋଗୁ କାରବାର ଟ୍ରାକ୍ ବାହାରକୁ ଚାଲିଯାଇଛି। ବର୍ତ୍ତମାନ କଟକଣା କୋହଳ ହେଉଥିଲେ ମଧ୍ୟ ସବୁକିଛି ଠିକ୍…
ଓ୍ବାଶିଂଟନ,୧୦।୬: କରୋନା ଲାଗି ବିଶ୍ୱ ଅର୍ଥ ବ୍ୟବସ୍ଥାକୁ ବଡ଼ ଝଟକା ଲାଗିଛି। କରୋନା ରୋକିବା ଲାଗି ଯେଉଁ ଶଟ୍ଡାଉନ କରାଗଲା ତା’ର ନକାରାତ୍ମକ ପ୍ରଭାବ ବଜାର ଉପରେ…
ନୂଆଦିଲ୍ଲୀ,୧୦।୬: ଗତ ୩ ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ଭାବେ ବୃଦ୍ଧି ହେଉଛି। ପ୍ରାୟ ୮୩ ଦିନ ପରେ ଜୁନ୍ ୭ରେ ଇନ୍ଧନ…
ନୂଆଦିଲ୍ଲୀ,୧୦।୬: ପ୍ରମୁଖ ବିସ୍କୁଟ କମ୍ପାନୀ ପାର୍ଲେଜି ବିକ୍ରି କ୍ଷେତ୍ରରେ ୮୨ ବର୍ଷର ରେକର୍ଡକୁ ଭାଙ୍ଗି ଦେଇଛି। ଗତ ବର୍ଷ କମ୍ପାନୀ ଚାପରେ ରହିଥିବା କହିଥିଲା। ଫଳରେ ୧୦…
ନୂଆଦିଲ୍ଲୀ,୯।୬: କୋଭିଡ୍-୧୯ ସଂକ୍ରମଣରୁ ଦେଶବାସୀଙ୍କୁ ସୁରକ୍ଷା ଯୋଗାଇ ଦେବା ପାଇଁ ସରକାର ଲକଡାଉନ ଜାରି କରିଥିଲେ । ଏହି ସଂକ୍ରମଣର ଭୟାବହତା ପାଇଁ ସରକାର ନାନା କଟକଣା…
ନୂଆଦିଲ୍ଲୀ,୮।୬: କରୋନା ଜନିତ ଲକ୍ଡାଉନ ଲାଗି ଦେଶର ଅଣୁ, କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଇ)ଗୁଡିକ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି। ଏହି ଶିଳ୍ପଗୁଡିକୁ ୩ ଲକ୍ଷ କୋଟି ଟଙ୍କାର…
ନୂଆଦିଲ୍ଲୀ,୮।୬: କୋଭିଡ୍-୧୯ ସଂକ୍ରମଣର ଭୟାବହତା କାରଣରୁ ସରକାର ଦେଶରେ ଲକଡାଉନ କଟକଣା ଜାରି କରିଥିଲେ। ବିଭିନ୍ନ ଦିଗକୁ ଲକ୍ଷ୍ୟ କରି ସରକାର ଲକଡାଉନ କଟକଣା କୋହଳ କରିଛନ୍ତି…
ନୂଆଦିଲ୍ଲୀ,୮।୬: ଆର୍ଥତ୍କ ବର୍ଷ ୨୦୧୯-୨୦ରେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୪.୯୨% ହ୍ରାସ ଘଟି ୧୨.୩୩ ଲକ୍ଷ କୋଟି ଟଙ୍କା ରହିଛି। କର୍ପୋରେଟ ଟିକସରେ ହ୍ରାସ, ଷ୍ଟାଣ୍ଡାର୍ଡ ଡିଡକସନ…
ମୁମ୍ବାଇ,୮।୬: କରୋନା ପାଇଁ ଦେଶର ଅର୍ଥବ୍ୟବସ୍ଥା ଚାପରେ ରହିଛି। ଚଳିତ ଆର୍ଥତ୍କ ବର୍ଷରେ ବ୍ୟାଙ୍କଗୁଡିକର ମୋଟ ଅନାଦାୟ ଋଣ (ଏନ୍ପିଏ) ସମସ୍ୟା ଚିନ୍ତାକୁ ବଢାଇବ ବୋଲି ଆକଳନରେ…
ନୂଆଦିଲ୍ଲୀ,୮।୬: କରୋନା ଦେଶର ବାଣିଜି୍ୟକ ସ୍ଥିତିକୁ କ୍ଷତି ପହଞ୍ଚାଇଥିବା ବେଳେ ବର୍ତ୍ତମାନ ଏଫ୍ଏମ୍ସିଜି କ୍ଷେତ୍ରରେ ବଡ ଅନିଶ୍ଚିତତା ଦେଇ ଗତି କରୁଥିବା ପ୍ରମୁଖ ଏଫ୍ଏମସିଜି କମ୍ପାନୀ ହିନ୍ଦୁସ୍ତାନ…