ବାଣିଜ୍ୟ

ରେପୋ ରେଟ୍‌ ଅପରିବର୍ତ୍ତିତ

ମୁମ୍ବାଇ,୭-୨: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗୁରୁବାର ଏହାର ଦ୍ୱିମାସିକ ମୁଦ୍ରା ନୀତି ବୈଠକରେ ରେପୋ ରେଟ୍‌ ବା ସୁଧହାର ସମ୍ପର୍କରେ ଘୋଷଣା କରିଛି। କେନ୍ଦ୍ରୀୟ ବ୍ୟାଙ୍କ…

6 years ago

ନିରାପତ୍ତା କାର୍ଯ୍ୟ ଲାଗି ବାତିଲ ରହିବ ୩ ଟ୍ରେନ

ଭୁବନେଶ୍ୱର,୭-୨: ପାରାଦୀପ ରେଳ ଷ୍ଟେଶନଠାରେ ହରିଦାସପୁର-ପାରାଦୀପ ନୂଆ ରେଳ ଲାଇନ ସଂଯୋଗ ସମ୍ବନ୍ଧୀୟ ନିରାପତ୍ତା ତଥା ଆଧୁନିକୀକରଣ କାର୍ଯ୍ୟ ହାତକୁ ନିଆଯାଇଛି। ଏହା ଫଳରେ କଟକ-ପାରାଦୀପ ରେଳ…

6 years ago

ମୁଦ୍ରାନୀତି କମିଟି ବୈଠକ ଆରମ୍ଭ

ମୁମ୍ବାଇ,୫-୨: ରିଜର୍ଭ ବ୍ୟାଙ୍କର ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ମୁଦ୍ରାନୀତି କମିଟି ବୈଠକ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୬ ସଦସ୍ୟ ବିଶିଷ୍ଟ ଏହି କମିଟିର ବୈଠକ ୩…

6 years ago

୪.୯% ରହିପାରେ ଭାରତର ବିକାଶ ହାର: ମୁଡିସ୍‌

ମୁମ୍ବାଇ,୫-୨: ଭାରତୀୟ ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ଢାଞ୍ଚାଗତ ଏବଂ ଚକ୍ରୀୟ ଚ୍ୟାଲେଞ୍ଜ ଦେଇ ଗତି କରୁଛି। ଏଭଳି ସମୟରେ ନିକଟରେ ଉପସ୍ଥାପନ ହୋଇଥିବା ଦେଶର ସାଧାରଣ ବଜେଟରେ…

6 years ago

ଆଇପିଓ ପ୍ରସ୍ତାବକୁ ଏଲ୍‌ଆଇସି କର୍ମଚାରୀ ସଂଘର ବିରୋଧ

ମୁମ୍ବାଇ,୫-୨: ଏଲ୍‌ଆଇସିରେ ଅଂଶଧନ ବିକ୍ରି ନେଇ ସରକାର ବଜେଟରେ ପ୍ରସ୍ତାବ ରଖିଛନ୍ତି। ଏହାର ଆଇପିଓ ଆସନ୍ତା ଆର୍ଥିକ ଦ୍ୱିତୀୟ ତ୍ରୈମାସରେ ଆସିପାରେ ବୋଲି କୁହାଯାଇଛି। ଏହି ଆଇପିଓ…

6 years ago

ଏୟାର ଇଣ୍ଡିଆରେ ୧୦୦% ଏଫ୍‌ଡିଆଇ ଲାଗି କାର୍ଯ୍ୟକ୍ରମ ଜାରି

ନୂଆଦିଲ୍ଲୀ,୫-୨: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆରେ ୧୦୦% ଅଂଶଧନ ବିକ୍ରି ଲାଗି ସରକାର ଯୋଜନା ରଖିଛନ୍ତି। ଏଭଳି ସ୍ଥିତିରେ ବିମାନ କମ୍ପାନୀରେ ୧୦୦% ବିଦେଶୀ ପୁଞ୍ଜି ନିବେଶକୁ ଅନୁମତି…

6 years ago

୩.୩୭ ଲକ୍ଷ କୋଟି ବଢିଲା ନିବେଶକଙ୍କ ସମ୍ପତ୍ତି

ମୁମ୍ବାଇ,୫-୨: ବଜେଟ ଘୋଷଣା ହେବା ପରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସେନ୍‌ସେକ୍ସ ରେକର୍ଡ ପରିମାଣର ହ୍ରାସ ହୋଇଥିଲା। ମଙ୍ଗଳବାର ଶେୟାର କାରବାର ଉନ୍ନତ ହେବା ସହ ଷ୍ଟକ…

6 years ago

ବିଲ୍‌ ନେବା ଲାଗି ଗ୍ରାହକଙ୍କୁ ପ୍ରୋତ୍ସାହନ

ନୂଆଦିଲ୍ଲୀ,୫-୨: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) କ୍ଷେତ୍ରରେ ସାମଗ୍ରୀ କ୍ରୟରେ ଦୋକାନରୁ ବିଲ୍‌ ନେବା ଲାଗି ଗ୍ରାହକଙ୍କୁ ସରକାର ଉତ୍ସାହିତ କରିବାକୁ ଏକ ଯୋଜନା ଆଣିଛନ୍ତି।…

6 years ago

ଏଲ୍‌ଆଇସି ପଲିସିଧାରୀଙ୍କ ସ୍ବାର୍ଥକୁ ସୁରକ୍ଷା ଦିଆଯିବ

ନୂଆଦିଲ୍ଲୀ,୪-୨: ଏଲଆଇସି ପଲିସିଧାରୀଙ୍କ ସ୍ବାର୍ଥକୁ ସରକାର ସୁରକ୍ଷା ପ୍ରଦାନ କରିବେ। ଆସନ୍ତା ଆର୍ଥତ୍କ ବର୍ଷ ଏଲ୍‌ଆଇସିର ଆଇପିଓ ଆସିପାରେ ବୋଲି ଅର୍ଥରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି। ଏଲ୍‌ଆଇସି…

6 years ago

ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ନାହିଁ: ଅନୁରାଗ

ନୂଆଦିଲ୍ଲୀ,୪ା୨ ଦେଶର ଅର୍ଥ ବ୍ୟବସ୍ଥାରେ ବର୍ତ୍ତମାନ ମାନ୍ଦାବସ୍ଥା ନ ଥିବା ସରକାରଙ୍କ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ୨୦୧୪-୧୯ ମଧ୍ୟରେ ଭାରତ ଜି-୨୦ ଦେଶ ସମୂହଙ୍କ ମଧ୍ୟରେ…

6 years ago