ବାଣିଜ୍ୟ

ଓୟୋରୁ ଛଟେଇ ହେଲେ ୧୦୦୦ରୁ ଉର୍ଦ୍ଧ୍ୱ କର୍ମଚାରୀ

ନୂଆଦିଲ୍ଲୀ,୧୨-୧ : ଓୟୋ ହୋଟେଲ୍ସ ଭାରତ ଏବଂ ଚାଇନାରେ ଥିବା ଏହାର ମୋଟ କର୍ମଚାରୀଙ୍କ ମଧ୍ୟରୁ ୧୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। ସଫ୍ଟବ୍ୟାଙ୍କ ସହଯୋଗ ଦ୍ୱାରା ସଞ୍ଚାଳିତ…

6 years ago

ସିଏଏର ବିରୋଧ ଯୋଗୁ ରେଳପଥର ୮୪ କୋଟି କ୍ଷତି

ନୂଆଦିଲ୍ଲୀ,୧୨-୧: ପଶ୍ଚିମବଙ୍ଗରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଏନ୍‌ଆର୍‌ସିର ବିରୋଧ ଯୋଗୁ ରେଳପଥ ୮୪ କୋଟି ଟଙ୍କାର କ୍ଷତି ସହିଛି। ୧୩ ଡିସେମ୍ବରରୁ ୧୫ ଡିସେମ୍ବର…

6 years ago

ଇଜ୍‌ ଅଫ୍‌ ଡୁଇଙ୍ଗ ବିଜନେସ ପାଇଁ ଆସିବ ବଡ ପଦକ୍ଷେପ

ନୂଆଦିଲ୍ଲୀ,୧୧-୧ : ସରକାର ଦେଶ ମଧ୍ୟରେ ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସ ବା ବାଣିଜ୍ୟ ସୁଗମତାକୁ ପ୍ରାଥମିକତା ଦେଉଛନ୍ତି। ଏହି ଧାରାରେ ବିଭିନ୍ନ ପ୍ରକ୍ରିୟାର ନିରନ୍ତର ସରଳୀକରଣ…

6 years ago

ସାଇରସ ମିସ୍ତ୍ରିଙ୍କୁ ଝଟକା;ଏନ୍‌ସିଏଲ୍‌ଏଟି ରାୟକୁ ସୁପ୍ରିମକୋର୍ଟଙ୍କ ରହିିତାଦେଶ

  ନୂଆଦିଲ୍ଲୀ,୧୧-୧ : ଟାଟାସନ୍ସର ଅଧ୍ୟକ୍ଷ ପଦବୀରେ ଅବସ୍ଥାପିତ ହେବା ନେଇ ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ଡିସେମ୍ବର ୧୮ରେ ନ୍ୟାଶନାଲ କମ୍ପାନୀ…

6 years ago

ରେଲଓ୍ବେ ସେବା ମିଶ୍ରଣକୁ ଅଧିକାରୀଙ୍କ ବିରୋଧ

ନୂଆଦିଲ୍ଲୀ,୧୧-୧: ରେଲଓ୍ବେର ବିଭିନ୍ନ ସେବା ମିଶ୍ରଣ ନେଇ ସରକାର ନିକଟରେ ଘୋଷଣା କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ବିରୋଧରେ ରେଲଓ୍ବେର ଅଧିକାରୀ ଏବଂ କର୍ମଚାରୀମାନେ ବିରୋଧ ପ୍ରଦର୍ଶନ…

6 years ago

୨୦୧୯ ଅଟୋ ଶିଳ୍ପ ଲାଗି ୨ ଦଶନ୍ଧିରେ ସବୁଠାରୁ ଖରାପ

ନୂଆଦିଲ୍ଲୀ,୧୧-୧: ୨୦୧୯ ବର୍ଷ ଦେଶର ଅଟୋ ଉଦ୍ୟୋଗ ଲାଗି ସବୁଠାରୁ ଖରାପ ବର୍ଷ। ଏହି ସମୟରେ ମାନ୍ଦାବସ୍ଥାଯୋଗୁ ଅଟୋମୋବାଇଲ କମ୍ପାନୀଗୁଡିକ ଅଧିକ ହାରରେ କ୍ଷତି ସହିଥିବା ସୋସାଇଟି…

6 years ago

ହ୍ବିସିଲ ବ୍ଲୋୟର ମାମଲାରେ ସଲିଲ ପାରେଖଙ୍କୁ କ୍ଲିନଚିଟ୍‌

ନୂଆଦିଲ୍ଲୀ,୧୧-୧: ଇନଫୋସିସ ସିଇଓ ସଲିଲ ପାରେଖ ବିଭିନ୍ନ ବେଆଇନ କାର୍ଯ୍ୟକଳାପରେ ସାମିଲ ଥିବା ହ୍ବିସିଲବ୍ଲୋୟର ଅଭିଯୋଗ ଆଣିଥିଲେ। ସିଇଓ ପାରେଖ ଏବଂ ସିଏଫ୍‌ଓ ନିଲଞ୍ଜନ ରାୟଙ୍କ ବିରୋଧରେ…

6 years ago

ମାନୁଫାକ୍‌ଚରିଂ କ୍ଷେତ୍ରରେ ସୁଧାର ଆସୁଛି

ନୂଆଦିଲ୍ଲୀ,୧୧-୧ : ବଜେଟ ପୂର୍ବରୁ ଅର୍ଥବ୍ୟବସ୍ଥା ଏବଂ ସରକାରଙ୍କ ଲାଗି ଖୁସି ଖବର। ଦେଶର ମାନୁଫାକ୍‌ଚରିଂ କ୍ଷେତ୍ରରେ ସୁଧାର ଆସୁଥିବା ନଜରକୁ ଆସିଛି। ନଭେମ୍ବରରେ ଔଦ୍ୟୋଗିକ ଉତ୍ପାଦନ…

6 years ago

ଚନ୍ଦା କୋଚ୍ଚରଙ୍କ ୭୮ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୧-୧ ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ଏମ୍‌ଡି ତଥା ସିଇଓ ଚନ୍ଦା କୋଚ୍ଚରଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଭିଡିଓକନ କମ୍ପାନୀକୁ ପ୍ରଦାନ…

6 years ago

ନିବେଶକଙ୍କ ସମ୍ପତ୍ତିରେ ୨.୫ ଲକ୍ଷ କୋଟି ବୃଦ୍ଧି

ମୁମ୍ବାଇ,୧୦-୧: ଦେଶର ପୁଞ୍ଜିବଜାରର ସ୍ଥିତି ଉନ୍ନତ ହେବାରୁ ନିବେଶକଙ୍କ ସମ୍ପତ୍ତିରେ ଗୁରୁବାର ୨.୫ ଲକ୍ଷ କୋଟି ଟଙ୍କାର ବୃଦ୍ଧି ଘଟିଛି। ୟୁଏସ୍‌-ଇରାନ ମଧ୍ୟରେ ଯୁଦ୍ଧ ଆଶଙ୍କା ସାମାନ୍ୟ…

6 years ago