ବାଣିଜ୍ୟ

ବିକାଶ ହାର ପୂର୍ବାନୁମାନ ୫%କୁ ହ୍ରାସକଲା ବିଶ୍ୱବ୍ୟାଙ୍କ

ନୂଆଦିଲ୍ଲୀ,୧୦-୧:ଆର୍ଥତ୍କ ବର୍ଷ ୨୦୧୯-୨୦ରେ ଭାରତର ବିକାଶ ହାର ୫% ରହିବ ବୋଲି ବିଶ୍ୱବ୍ୟାଙ୍କ ଗୁରୁବାର ଏହାର ପୂର୍ବାନୁମାନରେ ପ୍ରକାଶ କରିଛି। ଆଗାମୀ ଆର୍ଥତ୍କ ବର୍ଷରେ ଏହା ୫.୮%…

6 years ago

ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତାଙ୍କ ଭାରତ ଗସ୍ତ

ନୂଆଦିଲ୍ଲୀ,୧୦-୧: ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ଭାରତ ଗସ୍ତ କରିବେ। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ପାରନ୍ତି। ଏହାବାଦ ସରକାରଙ୍କ…

6 years ago

ବିଶେଷଜ୍ଞଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି;ଅର୍ଥ ବ୍ୟବସ୍ଥା ପାଇଁ ମାନସ ମନ୍ଥନ

ନୂଆଦିଲ୍ଲୀ,୧୦-୧: ଆଗାମୀ ୨୦୨୪-୨୫ ସୁଦ୍ଧା ଦେଶର ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାରରେ ପହଞ୍ଚାଇବା ଲାଗି ସରକାର ଯୋଜନା ଧାର୍ଯ୍ୟ କରିଛନ୍ତି। ଧାର୍ଯ୍ୟ ସମୟ ମଧ୍ୟରେ ଏହି ଲକ୍ଷ୍ୟ…

6 years ago

୭ ବର୍ଷର ରେକର୍ଡ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୦-୧: ଗୁରୁବାର ସୁନା ଦର ୭ ବର୍ଷର ରେକର୍ଡ ସ୍ତର ଛୁଇଁଛି। ଆମେରିକା-ଇରାନ ବିବାଦ ଯୋଗୁ ବିଶ୍ୱ ସ୍ତରରେ ସୁନା ଦର ୨% ବୃଦ୍ଧି ଘଟି ୧,୬୧୧…

6 years ago

ଏମ୍‌ଏସ୍‌ଏମ୍‌ଇ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ଆରମ୍ଭ;ଶିଳ୍ପ ପ୍ରତିଷ୍ଠା ଲାଗି ଯୁବ ଉଦ୍ୟୋଗୀଙ୍କୁ ଆହ୍ବାନ

ଭୁବନେଶ୍ୱର,୯-୧(ବ୍ୟୁରୋ): ବହୁ ପ୍ରାଚୀନ ସମୟରୁ ଓଡିଶା ଉଦ୍ୟୋଗ ବିକାଶକୁ ପ୍ରାଥମିକତା ଦେଇଆସିଛି। ପୂର୍ବ କାଳର ଏହି ଐତିହ୍ୟ ଏବେ କଳିଙ୍ଗ ଏବଂ ଉତ୍କଳ ବ୍ରାଣ୍ଡ ନାମରେ ପରିଚିତ।…

6 years ago

ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ

ନୂଆଦିଲ୍ଲୀ,୯-୧: ବୁଧବାର ଦେଶବ୍ୟାପୀ ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଛି। ସରକାରଙ୍କ ବିଭିନ୍ନ ଜନ ବିରୋଧି ନିଷ୍ପତ୍ତିକୁ ବିରୋଧ କରି ଦେଶର ୧୦ କେନ୍ଦ୍ରୀୟ ଶ୍ରମିକ…

6 years ago

ଏନ୍‌ଆଇଏନ୍‌ଏଲ୍‌ରୁ ପୁଞ୍ଜି ପ୍ରତ୍ୟାହାରକୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୯-୧: ନୀଳାଚଳ ଇସ୍ପାତ ନିଗମ ଲିମିଟେଡ(ଏନ୍‌ଆଇଏନ୍‌ଏଲ୍‌)ରେ ରହିଥିବା ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ଅଂଶଧନରୁ ପୁଞ୍ଜି ପ୍ରତ୍ୟାହାର କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ କେନ୍ଦ୍ର ସରକାର ବୁଧବାର ନୀତିଗତ…

6 years ago

ଏମ୍‌ଏମ୍‌ଡିଆର୍‌ ଆକ୍ଟ , କୋଇଲା ଖଣି କ୍ଷେତ୍ର ନିୟମ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୯-୧: ମାଇନ୍ସ ଆଣ୍ଡ ମିନେରାଲ୍ସ ଡେଭଲପମେଣ୍ଟ ରେଗୁଲେସନ ଆକ୍ଟ(ଏମ୍‌ଏମ୍‌ଡିଆର୍‌) ଏବଂ କୋଲ୍‌ ମାଇନ୍ସ( ସ୍ପେଶିଆଲ ପ୍ରୋଭିଜନ) ନିୟମରେ ପରିବର୍ତ୍ତନକୁ କେନ୍ଦ୍ର କ୍ୟାବିନେଟ ବୈଠକରେ ମଞ୍ଜୁରୀ କରାଯାଇଛି। ଏହା…

6 years ago

୫%କୁ ଖସିବ ଜିଡିପି

ନୂଆଦିଲ୍ଲୀ,୮-୧: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ସରକାର ଜିଡିପିର ପ୍ରଥମ ଆଗୁଆ ପୂର୍ବାନୁମାନ ମଙ୍ଗଳବାର ଜାରି କରିଛନ୍ତି। କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ(ସିଏସ୍‌ଓ) ପକ୍ଷରୁ ପ୍ରକାଶ ପାଇଥିବା ସଦ୍ୟତମ…

6 years ago

ମାର୍ଚ୍ଚ ସୁଦ୍ଧା ରାଜ୍ୟ ଇଜ୍‌ ଅଫ୍‌ ଡୁଇଁ ବିଜନେସ ର଼୍ୟାଙ୍କିଙ୍ଗ

ନୂଆଦିଲ୍ଲୀ,୮-୧: ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକର ପରବର୍ତ୍ତୀ ଇଜ ଅଫ୍‌ ଡୁଇଁ ବିଜନେସ ର଼୍ୟାଙ୍କିଙ୍ଗ ଆସନ୍ତା ମାର୍ଚ୍ଚରେ ଆସିବାର ସମ୍ଭାବନା ରହିଛି। ବାଣିଜ୍ୟ ଏବଂ ଉଦ୍ୟୋଗ…

6 years ago