ନୂଆଦିଲ୍ଲୀ,୧। ୪: ମାସ ବଦଳିବା ସହ ପହିଲାରୁ କିଛି କିଛି ନୂଆ ନିୟମ ଏବଂ ସୁବିଧା କାର୍ଯ୍ୟକାରୀ ହୋଇଥାଏ। ସେହିଭଳି ଏପ୍ରିଲ ୧ରୁ ନୂଆ ଆର୍ଥତ୍କ ବର୍ଷ…
ନୂଆଦିଲ୍ଲୀ,୩୧।୩: ସାରା ଭାରତରେ କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ଅବଲମ୍ବନ କରିବା ଅପରିହାର୍ଯ୍ୟ। ତେଣୁ…
ନୂଆଦିଲ୍ଲୀ,୩୧। ୩: ରେଟିଂ ଏଜେନ୍ସି ଫିଚ୍ ସଲ୍ୟୁଶନ ଭାରତ ଲାଗି ଅଭିବୃଦ୍ଧି ପୂର୍ବାନୁମାନକୁ ସୋମବାର କମାଇ ଦେଇଛି। ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତର ବିକାଶ ହାର ୪.୬%କୁ…
ନୂଆଦିଲ୍ଲୀ,୩୧। ୩: ଲକ୍ଡାଉନ ପ୍ରଭାବରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ଏହାବାଦ୍ କେତେକ ଜରୁରିକାଳୀନ ସେବା ଅଳ୍ପ କିଛି କର୍ମଚାରୀଙ୍କ ସହାୟତାରେ ପ୍ରଦାନ…
ନୂଆଦିଲ୍ଲୀ,୩୧। ୩: କୋଭିଡ୍-୧୯ରେ ସଂକ୍ରମିତ ବ୍ୟକ୍ତିଙ୍କ ଚିକିତ୍ସା ଲାଗି ରେଲଓ୍ବେ ଆଗେଇ ଆସିଛି। ଏହାର ୨୦ ହଜାର କୋଚ୍କୁ ଆଇସୋଲେଶନ ୟୁନିଟରେ ରୂପାନ୍ତରିତ କରିବା ଲାଗି ନିଷ୍ପତ୍ତି…
ନୂଆଦିଲ୍ଲୀ,୩୧। ୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶର ବିଭିନ୍ନ ଅଞ୍ଚଳକୁ ଔଷଧପତ୍ର ଏବଂ ଅନ୍ୟାନ୍ୟ ଚିକିତ୍ସା ଉପକରଣ ପହଞ୍ଚାଇବା ଲାଗି କାର୍ଗୋ ବିମାନ ଚଳାଚଳକୁ…
ନୂଆଦିଲ୍ଲୀ,୩୧। ୩ : ମାରୁତି ସୁଜୁକି କରୋନା ବିରୋଧୀ ଲଢ଼େଇକୁ ଜୋର୍ଦାର କରିବା ସହ ଭେଣ୍ଟିଲେଟର ଉତ୍ପାଦନ କରିବା ନେଇ ସ୍ପଷ୍ଟ କରିଛି। ମାରୁତି ସୁଜୁକି ମାସକୁ…
ନୂଆଦିଲ୍ଲୀ,୩୧। ୩: ବର୍ତ୍ତମାନ କରୋନା ଭୂତାଣୁରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଦେଶ ମଧ୍ୟରେ ଭେଣ୍ଟିଲେଟର ବ୍ୟବହାର ମଧ୍ୟ ବଢ଼ିଛି। ଏହାକୁ ପ୍ରସ୍ତୁତ କରୁଥିବା ମାନୁଫାକଚର୍ସଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୩୧। ୩: କରୋନା ବିରୋଧୀ ଲଢେଇରେ ଟିଭିଏସ୍ ଗ୍ରୁପ୍ ସାମିଲ ହୋଇଛି। ଗ୍ରୁପ୍ ପକ୍ଷରୁ ପ୍ରଧାନମନ୍ତ୍ରୀ କେୟାର୍ସ ପାଣ୍ଠିକୁ ୨୫ କୋଟି ଟଙ୍କା ପ୍ରଦାନ କରାଯାଇଛି। କୋଭିଡ୍-୧୯…