ନୂଆଦିଲ୍ଲୀ,୨୬।୧୨: ଜନ୍ସନ ଆଣ୍ଡ ଜନ୍ସନ୍ କମ୍ପାନୀ ଉପରେ ନ୍ୟାଶନାଲ ଆଣ୍ଟି ପ୍ରଫିଟିୟରିଂ ଅଥରିଟି (ଏନ୍ଏଏ) ୨୩୦.୪୧ କୋଟି ଟଙ୍କାର ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଏସ୍ଟି ହ୍ରାସ…
ନୂଆଦିଲ୍ଲୀ,୨୫-୧୨: ଭାରତୀୟ ରେଲଓ୍ବେ ପକ୍ଷରୁ ଚଳିତ ସପ୍ତାହରେ ଯାତ୍ରୀ ଭଡା ବଢାଇବା ନେଇ ସମ୍ଭାବନା ରହିଛି। କିଲୋମିଟର ପିଛା ଏହା ୫ରୁ ୪୦ ପଇସା ମୂଲ୍ୟ ବଢିପାରେ…
ନୂଆଦିଲ୍ଲୀ,୨୫-୧୨: ଆଗାମୀ ୨୦୨୪ ସୁଦ୍ଧା ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଲକ୍ଷ କୋଟି ଡଲାର କରିବାକୁ ସରକାର ଯୋଜନା ରଖିଛନ୍ତି। ଏହି ସମୟ ମଧ୍ୟରେ ଦେଶର ଅଣୁ,କ୍ଷୁଦ୍ର…
ନୂଆଦିଲ୍ଲୀ,୨୫-୧୨: ୨୦୧୮-୧୯ ଆର୍ଥତ୍କ ବର୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ୭୪% ବଢିଛି। ଏହି ଠକେଇରେ ୭୧,୫୪୩ କୋଟି ଟଙ୍କା ଜଡିତ ଥିବା ଜଣାପଡିଛି। ୨୦୧୭-୧୮ରେ ବ୍ୟାଙ୍କଗୁଡିକରେ ଠକେଇ…
ନୂଆଦିଲ୍ଲୀ,୨୫-୧୨: ଦେଶର ଏମ୍ଏସ୍ଏମ୍ଇଗୁଡିକୁ ସହାୟତା କରିବା ଲାଗି ଏକ ଷ୍ଟ୍ରେସ ଆସେଟ୍ ଫଣ୍ଡ ସରକାର ଗଠନ କରିପାରନ୍ତି। ଏହାକୁ ୫୦୦୦ କୋଟି ଟଙ୍କା ପୁଞ୍ଜି ସହାୟତାରେ ଗଠନ…
ନୂଆଦିଲ୍ଲୀ,୨୫-୧୨: କ୍ଷୁଦ୍ର ଡିଜିଟାଲ ନେଣଦେଣ ଲାଗି ରିଜର୍ଭ ବ୍ୟାଙ୍କ ପକ୍ଷରୁ ନୂଆ ବ୍ୟବସ୍ଥା ଆରମ୍ଭ ହୋଇଛି। ସାମଗ୍ରୀ ଓ ସେବା କ୍ରୟ ଲାଗି ନୂଆ ସେମି କ୍ଲୋଜଡ…
ନୂଆଦିଲ୍ଲୀ,୨୫-୧୨: ଇନ୍ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍(ଆଇବିସି) ବା ଦେବାଳିଆ ଆଇନରେ ସଂଶୋଧନ ଆଣିବା ଲାଗି କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଙ୍ଗଳବାର ଅଧ୍ୟାଦେଶକୁ ମଞ୍ଜୁରୀ ଦିଆଯାଇଛି। ଇଜ୍ ଅଫ୍…
ନୂଆଦିଲ୍ଲୀ,୨୫-୧୨: ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମୋଟ ଅନାଦାୟ ଋଣ (ଏନ୍ପିଏ) ପରିମାଣ ସେପ୍ଟେମ୍ବର ଶେଷ ସୁଦ୍ଧା ୯.୧%କୁ ଖସିଛି। ଏହା ଆର୍ଥତ୍କ ବର୍ଷ ୨୦୧୭-୧୮ରେ ୧୧.୨% ରହିଥିଲା।…
ଓ୍ବାଶିଂଟନ,୨୫-୧୨: ଭାରତୀୟ ଅର୍ଥ ବ୍ୟବସ୍ଥା ଏବେ ଗମ୍ଭୀର ସ୍ଥିତିରେ ରହିଛି। ଏହି ସମୟରେ ସରକାର ନୀତିଗତ ଭାବେ ତ୍ୱରିତ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ଭାରତ ବିଶ୍ୱ…
ନୂଆଦିଲ୍ଲୀ,୨୪-୧୨: ସୁଇଜରଲାଣ୍ଡରେ ଥିବା ବ୍ୟାଙ୍କଗୁଡିକୁ କଳା ଟଙ୍କା ରଖିବାର ଭୂସ୍ବର୍ଗ ବୋଲି ବିଚାର କରାଯାଇଥାଏ। ପୂର୍ବରୁ ଏଠାକାର ସରକାର ଅନ୍ୟ କୌଣସି ଦେଶକୁ ନିଜ ବ୍ୟାଙ୍କରେ ଥିବା…