ବାଣିଜ୍ୟ

୪୦ ହଜାର ସ୍ତର ଟପିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ, ୩୧।୧୦: ବୁଧବାର ଦେଶର ପୁଞ୍ଜି ବଜାରରେ କାରବାର ଉନ୍ନତ ସ୍ଥିତିରେ ରହିଥିବା ଜଣାପଡିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସେନସେକ୍ସ ଚଳିିତ ବର୍ଷ ଜୁଲାଇ ପରଠାରୁ ପ୍ରଥମଥର…

6 years ago

ଜିଏସ୍‌ଟି ପରିସରକୁ ଶୀଘ୍ର ଆସିପାରେ ଗ୍ୟାସ,ଏଟିଏଫ୍‌

ନୂଆଦିଲ୍ଲୀ,୩୦-୧୦: ପ୍ରାକୃତିକ ବାଷ୍ପ, ବିମାନ ଇନ୍ଧନ ବା ଆଭିଏଶନ ଟର୍ବାଇନ ଫୁଏଲ(ଏଟିଏଫ୍‌) ଶୀଘ୍ର ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ପରିସରକୁ ଆସିବା ନେଇ ସମ୍ଭାବନା ରହିଛି। ସରକାର…

6 years ago

ନିବେଶକଙ୍କ ସମ୍ପତ୍ତିରେ ୨.୭୩ ଲକ୍ଷ କୋଟି ବୃଦ୍ଧି

ନୂଆଦିଲ୍ଲୀ,୩୦-୧୦: ମଙ୍ଗଳବାର ଶେୟାର ବଜାରରେ ଉତ୍ସାହ ପରିଲକ୍ଷିତ ହେବା ସହ ନିବେଶକଙ୍କ ସମ୍ପତ୍ତିରେ ୨.୭୩ ଲକ୍ଷ କୋଟି ବୃଦ୍ଧି ଘଟିଛି। ଏହି ସମୟରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜର…

6 years ago

ଷ୍ଟକ ବଜାର ପାଇଁ ଆସିପାରେ ବଡ ଘୋଷଣା

ନୂଆଦିଲ୍ଲୀ,୩୦-୧୦: ଷ୍ଟକ ମାର୍କେଟ ସମେତ ଘରୋଇ ବଜାରକୁ ଉତ୍ସାହିତ କରିବା ଲାଗି ସରକାର ଅଧିକ ସଂସ୍କାର ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ଏବଂ ଅର୍ଥ ମନ୍ତ୍ରଣାଳୟ ଏହାର…

6 years ago

ସର୍ବଶ୍ରେଷ୍ଠ ସିଇଓ ତାଲିକାରେ ୩ ଭାରତୀୟ

ନ୍ୟୁୟର୍କ,୩୦-୧୦: ବିଶ୍ୱର ସର୍ବଶ୍ରେଷ୍ଠ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ତାଲିକାରେ ୩ ଭାରତ ଜନ୍ମିତ ବ୍ୟକ୍ତି ସାମିଲ ହୋଇଛନ୍ତି। ହାଭାର୍ଡ ବିଜନେସ ରିଭ୍ୟୁ(ଏଚ୍‌ବିଆର୍‌) ପକ୍ଷରୁ ପ୍ରକାଶିତ ‘ଦି ବେଷ୍ଟ…

6 years ago

ଡିଏଚ୍‌ଏଫ୍‌ଏଲ୍‌ର ତଦନ୍ତ କରିବ ଏସ୍‌ଏଫ୍‌ଆଇଓ

ନୂଆଦିଲ୍ଲୀ,୩୦-୧୦: ଦଓ୍ବୋନ ହାଉସିଂ ଫାଇନାନ୍ସ ଲିମିଟେଡର ଆର୍ଥତ୍କ ହେରଫେର ମାମଲାର ତଦନ୍ତ ଭାର ସିରିୟସ ଫ୍ରଡ ଇନଭେଷ୍ଟିଗେଶନ ଅଫିସ(ଏସ୍‌ ଏଫ୍‌ଆଇଓ)କୁ ପ୍ରଦାନ କରାଯିବ। ଏହାର ତଦନ୍ତ ନେଇ…

6 years ago

ଟେଲିକମ୍‌ କମ୍ପାନୀଙ୍କ ସମସ୍ୟା ସମାଧାନ ଲାଗି ସିଓଏସ୍‌ ଦେବ ପ୍ରସ୍ତାବ

ନୂଆଦିଲ୍ଲୀ,୩୦-୧୦: ଦେଶର ଟେଲିକମ୍‌ ଶିଳ୍ପ ବର୍ତ୍ତମାନ ଆର୍ଥତ୍କ ସମସ୍ୟା ସାମ୍ନା କରୁଥିବା ବେଳେ ଏହାର ସମାଧାନ ଲାଗି କ୍ୟାବିନେଟ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ସେକ୍ରେଟେରୀ କମିଟି( ସିଓଏସ୍‌)…

6 years ago

ଓଟିପି ଭିତ୍ତିକ ରିଫଣ୍ଡ ସିଷ୍ଟମ ଆଣିଲା ରେଲଓ୍ବେ

ନୂଆଦିଲ୍ଲୀ,୩୦-୧୦: ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜିମ୍‌ କର୍ପୋରେଶନ ଲିମିଟେଡ (ଆଇଆର୍‌ସିଟିସି) ପକ୍ଷରୁ ଓଟିପି ଆଧାରିତ ରିଫଣ୍ଡ ସିଷ୍ଟମ ଲାଗୁ ହୋଇଛି। ଏହା ଦ୍ୱାରା ଯାତ୍ରୀ ଟିକେଟ…

6 years ago

ଷ୍ଟାର୍ଟଅପ୍‌ ଇକୋସିଷ୍ଟମରେ ନିବେଶ ଲାଗି ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

ନୂଆଦିଲ୍ଲୀ,୩୦-୧୦: ଭାରତରେ ଏକ ଶକ୍ତିଶାଳୀ ଷ୍ଟାର୍ଟଅପ୍‌ ଇକୋସିଷ୍ଟମ ରହିଥିବା ବେଳେ ଏହାର ସୁବିଧା ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱସ୍ତରର ନିବେଶକଙ୍କୁ ମଙ୍ଗଳବାର ଆହ୍ବାନ ଜଣାଇଛନ୍ତି। ଭାରତର…

6 years ago

ଏଲ୍‌ଭିବିି ମୁଖ୍ୟ ପଦବୀ ଦୌଡରେ ୭୦ ବରିଷ୍ଠ ଅଧିକାରୀ

ମୁମ୍ବାଇ,୨୯-୧୦: ତାମିଲନାଡୁ ଭିତ୍ତିକ ଲକ୍ଷ୍ମୀ ବିଳାସ ବ୍ୟାଙ୍କ(ଏଲ୍‌ଭିବି)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ପରିଚାଳନା ନିର୍ଦ୍ଦେଶକ ପଦବୀ ଲାଗି ୭୦ ବରିଷ୍ଠ ବ୍ୟାଙ୍କ ଅଧିକାରୀ ଦୌଡରେ ଅଛନ୍ତି।…

6 years ago