ନୂଆଦିଲ୍ଲୀ,୨୧-୧୦: ଚଳିତ ମାସ ବର୍ତ୍ତମାନ ପର୍ଯ୍ୟନ୍ତ ଫରେନ ପୋର୍ଟଫୋଲିଓ ନିବେଶକ(ଏଫ୍ପିଆଇ) ମାନେ ପୁଞ୍ଜି ବଜାରରେ ୫,୦୭୨ କୋଟି ଟଙ୍କାର ନିବେଶ କରିଛନ୍ତି। ନିବେଶକଙ୍କୁ ବଜାର ସହ ଜଡିତ…
ନୂଆଦିଲ୍ଲୀ,୨୧-୧୦: ସରକାର ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକ୍ରି ନେଇ ଯୋଜନା ରଖିଛନ୍ତି। ଏଥି ଲାଗି ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏହି ଧାରାରେ ଆସନ୍ତା ମାସରେ…
ଭୁବନେଶ୍ୱର,୨୦-୧୦(ବ୍ୟୁରୋ): ଫ୍ୟୁଚର ଗ୍ରୁପର ହୋମ୍ ସେଗ୍ମେଣ୍ଟ ଲାଇଫ ଷ୍ଟାଇଲ ଷ୍ଟୋର ‘ହୋମ୍ ଟାଉନ’ ପକ୍ଷରୁ ଦିଓ୍ବାଲି ପାଇଁ ଆକର୍ଷଣୀୟ ଅଫର ଘୋଷଣା କରାଯାଇଛି। ସ୍ଥାନୀୟ ସତ୍ୟନଗର ସ୍ଥିତ…
ଓ୍ବାଶିଂଟନ,୨୦-୧୦: ଘରୋଇ ବଜାର ଲାଗି କର୍ପୋରେଟ ଟିକସ ହ୍ରାସ ଦିଗରେ ଭାରତ ସରକାର ନିକଟରେ ନେଇଥିବା ନିଷ୍ପତ୍ତିକୁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍ଏଫ୍) ଶୁକ୍ରବାର ସମର୍ଥନ ଜଣାଇଛି।…
ନୂଆଦିଲ୍ଲୀ,୨୦-୧୦: ବିଭିନ୍ନ ଦେଶ ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧ ଏବଂ ସଂରକ୍ଷଣବାଦ ବିଶ୍ୱ ସ୍ତରରେ ଅନିଶ୍ଚିତତା ସୃଷ୍ଟି କରୁଛି। ଏହା ଦ୍ୱାରା ସାମଗ୍ରୀ ପୁଞ୍ଜି ଏବଂ…
ନୂଆଦିଲ୍ଲୀ,୨୦ -୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଅଭିବୃଦ୍ଧି ୬ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଛି। ଚାହିଦା ପ୍ରଭାବିତ ସ୍ଥିତିରେ ରହିଛି। ଏହାକୁ ବଢାଇବା ଦିଗରେ…
ନୂଆଦିଲ୍ଲୀ,୧୯-୧୦: ଚଳିତ ଆର୍ଥତ୍କ ବର୍ଷ ତୃତୀୟ ତ୍ରୈମାସରେ ଦେଶର ଗ୍ରାମାଞ୍ଚଳରେ ଫାଷ୍ଟ ମୁଭିଂ କଞ୍ଜ୍ୟୁମର ଗୁଡ୍ସ (ଏଫ୍ଏମ୍ସିଜି) ଅଭିବୃଦ୍ଧି ୫%କୁ ହ୍ରାସ ଘଟିଛି। ସହରାଞ୍ଚଳ ଅଭିବୃଦ୍ଧି ତୁଳନାରେ…
ନୂଆଦିଲ୍ଲୀ,୧୯-୧୦: ଭାରତ ଏବଂ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍) ମଧ୍ୟରେ ରହିଥିବା ବାଣିଜି୍ୟକ ମତଭେଦ କମ୍ ହୋଇଛି। ଶୀଘ୍ର ଦୁଇ ଦେଶ ବାଣିଜ୍ୟ ଚୁକ୍ତିରେ ସାମିଲ ହେବା ନେଇ…
ନୂଆଦିଲ୍ଲୀ,୧୯-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଦେଶ ମଧ୍ୟରେ ପାସେଞ୍ଜର ଯାନ ବିକ୍ରି ୨୦% ହ୍ରାସ ଘଟିଛି। ଏହି ସମୟରେ ଯାନ ବିକ୍ରି ୨୦.୧% ହ୍ରାସ ଘଟି ୧,୫୭,୯୭୨…
ନୂଆଦିଲ୍ଲୀ,୧୮-୧୦: ମାନ୍ଦାବସ୍ଥା ପ୍ରଭାବରୁ ଦେଶର ୯ ପ୍ରମୁଖ ସହରରେ ଘର ବିକ୍ରି ୨୫% ହ୍ରାସ ଘଟିଛି। ଚଳିତ ଆର୍ଥତ୍କ ବର୍ଷ ଜୁଲାଇ-ସେପ୍ଟେମ୍ବର ସମୟରେ ଏହା ୬୫,୭୯୯ ୟୁନିଟ…