ବାଣିଜ୍ୟ

ବଢ଼ିବ ଚିନି ଦାମ: ଉତ୍ପାଦନ କମିଛି ୨୨ ପ୍ରତିଶତ

ନୂଆଦିଲ୍ଲୀ,୪।୩: ଚଳିତ ବର୍ଷ ଦେଶରେ ଚିନି ଉତ୍ପାଦନ ୨୨ ପ୍ରତିଶତ କମିଛି। ଗତ ୫ ମାସ ଧରି ଏଭଳି ସ୍ଥିତି ଜାରି ରହିଛି। ତେଣୁ ଆଗାମୀ ଦିନରେ…

7 years ago

ଅଟୋ ଶିଳ୍ପ ଉପରେ କରୋନା ପ୍ରଭାବ: କାର୍‌ ବିକ୍ରି ହ୍ରାସ

ନୂଆଦିଲ୍ଲୀ,୨।୩: କରୋନା ସଂକ୍ରମଣର ପ୍ରଭାବ ଧୀରେଧୀରେ ବିଭିନ୍ନ ଶିଳ୍ପସଂସ୍ଥା ଉପରେ ପଡ଼ିବାରେ ଲାଗିଛି। କରୋନା ସଂକ୍ରମଣ ହେବାକୁ ଇତିମଧ୍ୟରେ ଗତ ୨ ମାସରୁ ଅଧିକ ସମୟ ଧରି…

7 years ago

ଜିଏସ୍‌ଟିରେ ଆସିବ ଲଟେରି ବ୍ୟବସ୍ଥା

ନୂଆଦିଲ୍ଲୀ, ୨-୩: ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି)ରେ ବିଜନେସ ଟୁ କଷ୍ଟମର ନେଣଦେଣକୁ ପ୍ରୋତ୍ସାହିତ କରିବା ଲାଗି ସରକାର ନୂଆ ବ୍ୟବସ୍ଥା ଗ୍ରହଣ କରିବାକୁ ଯାଉଛନ୍ତି। ଆସନ୍ତା…

7 years ago

ଅଣ ସବ୍‌ସିଡି ଏଲ୍‌ପିଜି ଦର ୫୩ ଟଙ୍କା କମିଲା

ନୂଆଦିଲ୍ଲୀ, ୨-୩: ଅଣ ସବ୍‌ସିଡି ଏଲପିଜି ଗ୍ୟାସର ସିଲିଣ୍ଡର ପିଛା ମୂଲ୍ୟ ରବିବାର ୫୩ ଟଙ୍କା ହ୍ରାସ ଘଟିଛି। ନୂଆଦିଲ୍ଲୀ ଏବଂ ମୁମ୍ବାଇରେ ୧୪.୨ କିଲୋ ବିଶିଷ୍ଟ…

7 years ago

ଇପିଏଫ୍‌ ସୁଧ ହାର ୮.୬୫ ପ୍ରତିଶତ ହେବା ସମ୍ଭାବନା: ମାର୍ଚ୍ଚ ୫ରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୩: କର୍ମଚାରୀ ଭବିଷ୍ୟ ନିଧି ଜମା ଉପରେ ସୁଧ ହାର ଚଳିତ ୨୦୧୯-୨୦ ଆର୍ଥିକ ବର୍ଷରେ ୮.୬୫ ପ୍ରତିଶତ ରଖିବା ପାଇଁ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତାବ…

7 years ago

ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଲା ବ୍ୟାଙ୍କ ଧର୍ମଘଟ, ୧୧ରେ ଖୋଲା ରହିବ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଛି ପ୍ରସ୍ତାବିତ ବ୍ୟାଙ୍କ ଧର୍ମଘଟ। ଦରମା ବୃଦ୍ଧି ସହ ୧୨ ଦଫା ଦାବି ନେଇ ଆସନ୍ତା ୧୧ରୁ ୧୩ ତାରିଖ ଯାଏ…

7 years ago

ମାର୍ଚ୍ଚ ୧ରୁ ଇଣ୍ଡିଆନ୍‌ ବ୍ୟାଙ୍କ ଏଟିଏମ୍‌ରେ ମିଳିବନି ୨୦୦୦ ଟଙ୍କିଆ ନୋଟ: ବଢ଼ିବ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୨୯।୨: ମାର୍ଚ୍ଚ ୧ଠାରୁ ଇଣ୍ଡିଆନ୍‌ ବ୍ୟାଙ୍କ ଏଟିଏମ୍‌ରେ ଆଉ ୨୦୦୦ଟଙ୍କିଆ ନୋଟ ମିଳିବନି। ତେବେ ବ୍ୟାଙ୍କର ଶାଖାଗୁଡ଼ିକରେ ୨୦୦୦ ଟଙ୍କିଆ ନୋଟ ମିଳିବ ବୋଲି ବ୍ୟାଙ୍କ ପକ୍ଷରୁ…

7 years ago

ରାଜନୀତିରେ ସରକାରଙ୍କ ଫୋକସ୍‌, ବିଗୁଡୁଛି ଅର୍ଥ ବ୍ୟବସ୍ଥା: ରଘୁରାମ ରାଜନ

ନୂଆଦିଲ୍ଲୀ,୨୯।୨: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି ବର୍ତ୍ତମାନ ସରକାର ରାଜନୀତି ଉପରେ ଫୋକସ କରୁଛନ୍ତି। ଏହାସହ ସାମାଜିକ ଏଜେଣ୍ଡାକୁ ପୂରଣ କରିବାକୁ ଅଧିକ…

7 years ago

ମାର୍ଚ୍ଚରେ ୮ ଦିନ ବ୍ୟାଙ୍କ ବନ୍ଦ!

ନୂଆଦିଲ୍ଲୀ,୨୯।୨: ଆସନ୍ତା ମାର୍ଚ୍ଚ ମାସରେ ୮ଦିନ ବନ୍ଦ ରହିପାରେ ବ୍ୟାଙ୍କ। ମାର୍ଚ୍ଚ ୮ରୁ ୧୫ ପର୍ଯ୍ୟନ୍ତ ବ୍ୟାଙ୍କ ବନ୍ଦ ରହିପାରେ। ମାର୍ଚ୍ଚ ୮ ରବିବାର ପଡ଼ୁଥିବା ବେଳେ…

7 years ago

ଭାରତୀୟ ହେଲେ ୟାହୁର ନିର୍ଦ୍ଦେଶକ

ଓ୍ବାଶିଂଟନ,୨୯।୨: ଆମେରିକାର ସିଲିକନ ଭ୍ୟାଲି ସ୍ଥିତ ୟାହୁ ଡଟ୍‌ ଇନ୍‌ର ନିର୍ଦ୍ଦେଶକ ଭାବେ ଜଣେ ଭାରତୀୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଗୋରଖପୁରର ସାହବଗଞ୍ଜ୍‌…

7 years ago