ବାଣିଜ୍ୟ

ତୃତୀୟ ତ୍ରୈମାସ ଜିଡ଼ିପି ୪.୭%କୁ ଖସିଲା

  ନୂଆଦିଲ୍ଲୀ,୨୯-୨: ଚଳିତ ଆର୍ଥତ୍କ ବର୍ଷ ଅକ୍ଟୋବର-ଡିସେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ୪.୭%କୁ ହ୍ରାସ ଘଟିଛି। ଏହା ୭ ବର୍ଷର ସର୍ବନିମ୍ନ ସ୍ତର ବୋଲି ଜଣାପଡିଛି।…

7 years ago

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୬୧.୨୨%

ଭୁବନେଶ୍ୱର,୨୯-୨(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜାନୁୟାରୀରେ ଅପରିବର୍ତ୍ତିତ ୩୩୦ ପଏଣ୍ଟ ରହିଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୪୬…

7 years ago

ମାନ୍ଦାବସ୍ଥା ପ୍ରଭାବ ଶେଷ ହୋଇଛି: ସୀତାରାମନ

ନୂଆଦିଲ୍ଲୀ,୨୯-୨: ଦେଶ ମଧ୍ୟରେ ମାନ୍ଦାବସ୍ଥାର ପ୍ରଭାବ ଶେଷ ହୋଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର କହିଛନ୍ତି। ଚଳିତ ଆର୍ଥତ୍କ ବର୍ଷ ଲାଗି ଦେଶର ବିକାଶ ହାର ୫%…

7 years ago

ଦଲାଲ ଷ୍ଟ୍ରିଟକୁ କରୋନା ଝଟକା

ମୁମ୍ବାଇ,୨୯-୨: କରୋନା ଭାଇରସର ପ୍ରଭାବ ବିଶ୍ୱ ବଜାରରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଏହାର ପ୍ରଭାବରେ ଦେଶର ଦଲାଲ ଷ୍ଟ୍ରିଟର ପୁଞ୍ଜି ବଜାରକୁ କରୋନା ଭାଇରସ ଝଟକା…

7 years ago

କରୋନା ଯୋଗୁ ଶିଳ୍ପ ଜଗତର ଆଶଙ୍କା ବଢୁଛି

ନୂଆଦିଲ୍ଲୀ, ୨୮-୨: କରୋନା ଯୋଗୁ ବିଶ୍ୱ ବଜାରର ନକାରାତ୍ମକ ପ୍ରଭାବ ପଡିପାରେ। ଏହାକୁ ନେଇ ଶିଳ୍ପ ଜଗତ ଆଶଙ୍କା ପ୍ରକଟ କରିଛି। କରୋନା ପ୍ରଭାବରେ ବିଶ୍ୱ ଅଭିବୃଦ୍ଧି…

7 years ago

କରୋନା ମହାମାରୀ ଯୋଗୁ ହୋଇପାରେ ପୁଣି ମାନ୍ଦାବସ୍ଥା: ମୁଡିଜ୍‌

ଓ୍ବାଶିଂଟନ,୨୭।୨: ଚାଇନାରେ ଦେଖାଦେଇଥିବା କରୋନା ମହାମାରୀ ଧିରେଧିରେ ପୃଥିବୀର ଅନ୍ୟ ଦେଶକୁ ବ୍ୟାପିବାରେ ଲାଗିଛି। ଏଭଳି ସ୍ଥିତି ଜାରି ରହିଲେ ପୁଣି ଥରେ ପୃଥିବୀରେ ମାନ୍ଦାବସ୍ଥା ଦେଖାଯିବାର…

7 years ago

ଏଟିଏମ୍‌ରୁ ବାହାରୁଛି ଅଧିକ ୫୦୦ ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ, ୨୭-୨: ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ଗୁଡିକରୁ ଏବେ ୨୦୦୦ ଟଙ୍କିଆ ନୋଟ ତୁଳନାରେ ଅଧିକ ୫୦୦ ଟଙ୍କିଆ ନୋଟ ବାହାରୁ ଥିବା ନଜରକୁ ଆସୁଛି। ୨୦୦୦ ଟଙ୍କିଆ…

7 years ago

ରତନ ଟାଟା ମୁମ୍ବାଇ ବିଶ୍ୱବିଦ୍ୟାଳୟ ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ

ମୁମ୍ବାଇ,୨୬।୨: ଶିଳ୍ପପତି ରତନ ଟାଟାଙ୍କୁ ମୁମ୍ବାଇ ବିଶ୍ୱବିଦ୍ୟାଳୟର ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ରତନଙ୍କୁ ଏହି ପଦରେ ନିଯୁକ୍ତ…

7 years ago

ଆମେରିକାରେ ଅଧିକ ନିବେଶ କର: ଟ୍ରମ୍ପ

ନୂଆଦିଲ୍ଲୀ, ୨୬-୨: ଆମେରିକାରେ ଭାରତୀୟ ବାଣିଜ୍ୟ ଗୋଷ୍ଠୀ ଅଧିକ ନିବେଶ କରୁ ବୋଲି ଏଠାରେ ଶିଳ୍ପ ଜଗତକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଆହ୍ବାନ ଜଣାଇଛନ୍ତି। ଶିଳ୍ପଗୁଡିକ…

7 years ago

ଜିଏସ୍‌ଟିରେ ସନ୍ଦିଗ୍ଧ ନେଣଦେଣ ବଢୁଛି

କଲିକତା, ୨୬-୨: ଜିଏସ୍‌ଟିରେ ସନ୍ଦିଗ୍ଧ ନେଣଦେଣ ବୃଦ୍ଧି ଘଟୁଥିବା ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଅମିତ ମିତ୍ର ମଙ୍ଗଳବାର କହିଛନ୍ତି। ସେହିଭଳି ଜିଏସ୍‌ଟି ଆର୍‌ ୩ବି ଫାଇଲିଂରେ ବିଳମ୍ବ ଯୋଗୁ…

7 years ago