ବାଣିଜ୍ୟ

ଜିଡିପି ପୂର୍ବାନୁମାନ ୪.୯%କୁ ଖସାଇଲା ମୁଡିସ୍‌

ନୂଆଦିଲ୍ଲୀ,୧୭-୧୨:ମୁଡିସ୍‌ ଇନଭେଷ୍ଟର୍ସ ସର୍ଭିସ ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ଭାରତର ବିକାଶ ପୂର୍ବାନୁମାନକୁ ୪.୯%କୁ ଖସାଇଛି। ଚାହିଦାରେ ହ୍ରାସ ଯୋଗୁ ଅଭିବୃଦ୍ଧି ଖସିବାର ପ୍ରମୁଖ କାରଣ ବୋଲି…

7 years ago

ବିତ୍ତୀୟ ନିଅଣ୍ଟ ନିୟନ୍ତ୍ରଣ ଉପରେ ଧ୍ୟାନ ଦେଉ ଭାରତ: ଗୀତା ଗୋପୀନାଥ

ନୂଆଦିଲ୍ଲୀ,୧୭-୧୨: ଭାରତ ଏହାର ବିତ୍ତୀୟ ନିଅଣ୍ଟ ନିୟନ୍ତ୍ରଣ ଉପରେ ଧ୍ୟାନ ଦେଉ। ରାଜସ୍ବ ସଂଗ୍ରହ ଉନ୍ନତ ହେବା ନେଇ ଆଶା କରାଯାଉଥିଲେ ମଧ୍ୟ ବିତ୍ତୀୟ ନିଅଣ୍ଟ ଉପରେ…

7 years ago

ନାଲ୍‌କୋ ଅଧ୍ୟକ୍ଷ ହେଲେ ଶ୍ରୀଧର ପାତ୍ର

ଭୁବନେଶ୍ୱର,୧୭-୧୨: ରାଷ୍ଟ୍ରାୟତ୍ତ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍‌କୋ)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଶ୍ରୀଧର ପାତ୍ର ନିୟୁକ୍ତ ହୋଇଛନ୍ତି। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ…

7 years ago

ଡିସେମ୍ବର ୩୧ ସୁଦ୍ଧା ପାନ୍‌-ଆଧାର ସଂଯୋଗ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୧୬-୧୨: ଚଳିତ ବର୍ଷ ଶେଷ ସୁଦ୍ଧା ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର(ପାନ୍‌)ର ଆଧାର ସହ ସଂଯୋଗ ବାଧ୍ୟତାମୂଳକ କରାଯାଇଛି। ରବିବାର ଆୟକର ବିଭାଗ ପକ୍ଷରୁ ଏ ନେଇ ଏକ…

7 years ago

୨୪ ଘଣ୍ଟିଆ ହେବ ଏନ୍‌ଇଏଫ୍‌ଟି ନେଣଦେଣ

ନୂଆଦିଲ୍ଲୀ,୧୬-୧୨: ଯଦି ଆପଣ ଅନଲାଇନ ନେଣଦେଣ ନ୍ୟାଶନାଲ ଇଲେକଟ୍ରୋନିକ୍ସ ଫଣ୍ଡ ଟ୍ରାନ୍ସଫର(ଏନ୍‌ଇଏଫ୍‌ଟି) ଦ୍ୱାରା କରୁଥାନ୍ତି ତେବେ ଏହା ଆହୁରି ସୁବିଧା ଜନକ ହୋଇଛି। ୧୬ ଡିସେମ୍ବରଠାରୁ ଏନ୍‌ଇଏଫ୍‌ଟି…

7 years ago

ଟିକସ ଫାଙ୍କିବା ଲାଗି ନୂଆ ଠିକଣା ଖୋଜୁଛନ୍ତି କୋଟିପତି

ନୂଆଦିଲ୍ଲୀ,୧୬-୧୨: ଋଣ ଶୁଝିବାକୁ ସକ୍ଷମ ନ ହେଉଥିବା, ସରକାରୀ ଏଜେନ୍ସିଠାରୁ ବଞ୍ଚିବା ଏବଂ ନିଲାମଠାରୁ ନିଜ ସମ୍ପତ୍ତିକୁ ରକ୍ଷା କରିବା ଲାଗି ଭାରତୀୟ କୋଟିପତିମାନେ ନୂଆ ତରିକା…

7 years ago

ଆଇବିସି ପ୍ରକ୍ରିୟା ପୂର୍ବରୁ ୯ ହଜାରରୁ ଉର୍ଦ୍ଧ୍ୱ ମାମଲା ଫଇସଲା

ନୂଆଦିଲ୍ଲୀ,୧୬-୧୨: ଇନସଲଭେନ୍ସି ଆଇନରେ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ପ୍ରି ଆଡମିଶନ ଷ୍ଟେଜରେ ୯ ହଜାରରୁ ଉର୍ଦ୍ଧ୍ୱ ମାମଲା ଫଇସଲା କରାଯାଇଛି। ଏହି ମାମଲାଗୁଡିକ ସହ…

7 years ago

ପ୍ରାକ ବଜେଟ ପରାମର୍ଶ ପ୍ରକ୍ରିୟା;ଆଜି ଅଂଶୀଦାରଙ୍କୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୧୬-୧୨: ଆର୍ଥତ୍କ ବର୍ଷ ୨୦୨୦-୨୧ର ସାଧାରଣ ବଜେଟ ଲାଗି ପ୍ରାକ୍‌ ବଜେଟ ପରାମର୍ଶ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହେଉଛି। ଏଥିଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଅଂଶୀଦାରଙ୍କୁ ଭେଟିବେ।…

7 years ago

ସତର୍କ କରାଇଲେ ପୂର୍ବତନ ସିଇଏ;ଆଇସିୟୁକୁ ଯାଉଛି ଅର୍ଥ ବ୍ୟବସ୍ଥା

କେମ୍ବ୍ରିଜ,୧୫-୧୨: ଭାରତ ଏବେ ମାନ୍ଦାବସ୍ଥା ସହ ଜୁଝୁଥିବା ବେଳେ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ପୂର୍ବତନ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା (ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ ସତର୍କ କରାଇଛନ୍ତି।…

7 years ago

ଶିଳ୍ପ ସଂଘ ଫିକିର ଦାବି;ଆୟକର ସ୍ଲାବରେ ସଂଶୋଧନ ହେଉ

ନୂଆଦିଲ୍ଲୀ,୧୫-୧୨: ୨୦୨୦-୨୧ ଆର୍ଥତ୍କ ବର୍ଷର ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଆସିପାରେ। ଏହି ସମୟରେ ୩୧ ଜାନୁୟାରୀରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଆସିବ ବୋଲି ଅର୍ଥ ମନ୍ତ୍ରଣାଳୟର…

7 years ago